Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Culture
ଶୃଙ୍ଖଳିତ ହେବ ଶ୍ରୀମନ୍ଦିର ନାଟମଣ୍ଡପ ଦର୍ଶନ
ଶ୍ରୀମନ୍ଦିର ନାଟମଣ୍ଡପରେ ଜାନୁଆରିରୁ ଆରମ୍ଭ ହେବାକୁ ଯାଉଛି ନୂଆ ଦର୍ଶନ ବ୍ୟବସ୍ଥା। ନାଟମଣ୍ଡପରେ ବି ଭକ୍ତମାନେ ଧାଡ଼ିରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ନାଟମଣ୍ଡପରେ କାଠରାମ୍ପ୍ରେ ୬ଟି ଧାଡ଼ି ବ୍ୟବସ୍ଥା କରାଯିବ। ତିନିଟି ଧାଡ଼ି ଶିଶୁ, ମହିଳା, ବୃଦ୍ଧବୃଦ୍ଧାଙ୍କ ପାଇଁ ଓ ବାକି ତିନିଟି…
ଦିବା ପହୁଡ଼ ନୀତି : ୩ ଘଣ୍ଟା ଦର୍ଶନ ବନ୍ଦ
ଦିବା ପହୁଡ଼ ପାଇଁ ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ପରେ ଆପାତତଃ ଅପରାହ୍ଣ ୨ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦିବା ପହୁଡ଼ ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପହିଲି ଭୋଗ…
ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ
ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ । କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଜାକିରଙ୍କ…
ବାହାରେ ବିକ୍ରି ହେଉଥିବା ଖଜା ମହାପ୍ରସାଦ ନୁହେଁ
ବାହାରେ ବିକ୍ରି ହେଉଥିବା ଖଜା ମହାପ୍ରସାଦ ନୁହେଁ । ଶ୍ରୀମନ୍ଦିର ଭିତରେ ମିଳୁଥିବା ଖଜା ହିଁ ମହାପ୍ରସାଦ । ଯଦି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ବାହାରୁ ଖଜା କିଣୁଛନ୍ତି, ତେବେ ଭଲ ଜିନିଷରେ ତିଆରି ଖଜା ନିଅନ୍ତୁ । କିନ୍ତୁ ମହାପ୍ରସାଦ ଭାବି ଏହାକୁ କିଣନ୍ତୁ ନାହିଁ । ବ୍ୟବସାୟୀ ମାନେ…
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ
ଆଜି ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ହେବ । ଏଣୁ ଦ୍ବୀତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା 6ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ…
ଆଜି ଛତିଶା ନିଯୋଗ ବୈଠକ
ଆଜି (ମଙ୍ଗଳବାର) ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ। ଏଥିରେ ରତ୍ନଭଣ୍ଡାର ମରାମତି ସମ୍ପର୍କରେ ଆଲୋଚନା ହୋଇପାରେ। ଏହାସହ ଶ୍ରୀମନ୍ଦିରରେ ପୂଜା ନୀତି ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ କିଭଳି ସହଳ କରାଯାଇ ପାରିବ ସେନେଇ ଆଲୋଚନା ହୋଇ ପରେ ନୀତି ନିର୍ଘଣ୍ଟ…
୧୦ ତାରିଖରେ ଛତିଶା ନିଯୋଗର ବୈଠକ
ଆସନ୍ତା ୧୬ ତାରିଖରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ। ରତ୍ନଭଣ୍ଡାର ମରାମତି ପାଇଁ ଦୈନିକ ୫ରୁ ୬ ଘଣ୍ଟା ସମୟ ଆବଶ୍ୟକ କରୁଛି ଏଏସ୍ଆଇ। ତେଣୁ ଆସନ୍ତା ୧୦ ତାରିଖରେ ଛତିଶା ନିଯୋଗର ବୈଠକ ବସିବ। ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ନ ହୋଇ ମରାମତି ପାଇଁ ସମୟ ବାହାର କରାଯିବା…
ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ମରାମତି କରିବା ପାଇଁ ଦିନକୁ ୫ଘଣ୍ଟାର ସମୟ ଆବଶ୍ୟକ। ସୂଚନାଯୋଗ୍ୟ, ଗତ ଜୁଲାଇ…
କୋଣାର୍କ ସୂର୍ଯ୍ୟମନ୍ଦିର ସ୍ଥିତି ପରଖିଲା ଏଏସଆଇ କମିଟି
କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ଭାରତୀୟ ସର୍ବେକ୍ଷଣ ସଂସ୍ଥା ଏଡିଜି ଜାନଭୀଜ ଶର୍ମାଙ୍କ ସମେତ ଏକ କୋର୍ କମିଟି ଶନିବାର ଦୀର୍ଘ ୬ ଘଣ୍ଟା ଧରି ସ୍ଥିତି ଅନୁଧ୍ୟାନ କରିବା ସହ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏଡିଜି ଶ୍ରୀ ଶର୍ମାଙ୍କ ସହିତ କନଭେନସନ…
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି
ଶ୍ରୀମନ୍ଦିରରେ ମାର୍ଗଶୀର ଶୁକ୍ଳ ଷଷ୍ଠୀ ଅବସରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି। ମହାପ୍ରଭୁଙ୍କ ମାନବୀୟ ଲୀଳାକ୍ରମରେ ଏହି ନୀତିରେ ଶୀତର ପ୍ରକୋପରୁ ବର୍ତ୍ତିବାକୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା…