Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Culture
ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ
ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ସାଢ଼େ ୧୦ଟା ଯାଏଁ କାର୍ଯ୍ୟକ୍ରମ ଚାଲି ପାରିବ। ସମୟ କଟକଣା ଯୋଗୁଁ ଗତ କାଲି ଅସୀମା…
ମୋ ପୁଅ ଠାକୁର ବୋଲି କେବେ କହିନାହିଁ
ମୁହଁ ଖୋଲିଲେ ରାଜଧାନୀ ଭୁବନେଶ୍ୱରର ଚର୍ଚ୍ଚିତ ନାବାଳକ ବାବାଙ୍କ ବାପା।ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେଳେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା। ସେଥିରେ ମୁଁ, ମୋ ସ୍ତ୍ରୀ ଓ ସମ୍ପର୍କୀୟ…
ହାତ ଯୋଡ଼ି ଭୁଲ ମାଗିଲେ ବୈକୁଣ୍ଠ ଆଶ୍ରମ ମୁଖ୍ୟ ଟ୍ରଷ୍ଟି
ଆଶ୍ରମରେ ତୁଳସୀ ପାଦରେ ନୁହେଁ ପ୍ରଭୁଙ୍କ ମୁଣ୍ଡରେ ଦିଆ ଯାଇଥାଏ । ଯିଏବି ତୁଳସୀ ପାଦରେ ଦେଇଛି ସେଥିପାଇଁ ଗଣମାଧ୍ୟମ ଆଗରେ ହାତ ଯୋଡି କ୍ଷମା ମାଗିଛନ୍ତି ଆଶ୍ରମ ଟ୍ରଷ୍ଟି ପାଣ୍ଡଵ ପରିଡା। ଖଣ୍ଡଗିରି କୁନି ସାରଥି ପାଦରେ ପବିତ୍ର ତୁଳସୀ ରଖିବା ଘଟଣା ଅଭିଯୋଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି…
ହଟିଲା କଟକଣା ,ଖୋଲିଲା ଶ୍ରୀମନ୍ଦିରର ଚାରିଦ୍ବାର
ହଟିଲା କାର୍ତ୍ତିକ କଟକଣା । ଆଜିଠୁ ଶ୍ରୀମନ୍ଦିରରେ ଚାରିଦ୍ବାର ଦେଇ ଦର୍ଶନ କରିବେ ଭକ୍ତ । ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା । ଚାରିଦ୍ବାରରେ ପ୍ରବେଶ ଅନୁମତି ଥିବା ବେଳେ ତିନି ଦ୍ବାରା ଦେଇ ଭକ୍ତ ବାହାରକୁ ବାହାରିପାରିବେ । ଗତକାଲି କାର୍ତ୍ତିକ ପୂର୍ଣ୍ଣିମା ଯୋଗୁ…
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା , ଆ- କା- ମା – ବୈ
ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ସକାଳୁ ସକାଳୁ ଡଙ୍ଗାଭସାଇଛନ୍ତି ଓଡ଼ିଶାବାସୀ । ବଡ଼ି ଭୋରରୁ ଏଥିପାଇଁ ଚଳଚଂଚଳ ହୋଇଉଠିଛି ସାରା ଓଡ଼ିଶା । ଭୋରରୁ ହଜାର ହଜାର ଶ୍ରଦ୍ଧାଳୁ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି । ପୁରୀ ବେଳାଭୂମି, ମହାନଦୀ, କାଠଯୋଡି, ଭୁବନେଶ୍ୱର…
ଆଜିଠୁ କଟକ ବାଲିଯାତ୍ରା
କଟକ: ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟର ମହାମେଳା ଐତିହାସିକ କଟକ ବାଲିଯାତ୍ରା। ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ଦେବା ପ୍ରକ୍ରିୟାରେ ପ୍ରଥମଥର ପାଇଁ ୧୩ଟି ଦେଶର ରାଷ୍ଟ୍ରଦୂତ ଓ ହାଇକମିସନରଙ୍କ ସମେତ ୮ଟି ଦେଶର କଳାକାର ବାଲିଯାତ୍ରାରେ ସାମିଲ ହେବାକୁ ଯାଉଛନ୍ତି। ବାଲିଯାତ୍ରାର…
ସରିଲା ପବିତ୍ର ବଡ଼ଓଷା, ବାବା ଧବଳେଶ୍ୱରଙ୍କ ପାଖରେ ଲାଗିହେଲା ଗଜଭୋଗ
ସରିଲା ପବିତ୍ର ବଡ଼ଓଷା, ବାବା ଧବଳେଶ୍ୱରଙ୍କ ପାଖରେ ଲାଗିହେଲା ଗଜଭୋଗ। ରାତି ତମାମ ଉଜାଗର ହୋଇ ବାବାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ଶୃଙ୍ଖଳିତ ଦର୍ଶନ ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ୱରଙ୍କ ପାଖରେ…
ବଡସିଂହାର ବେଶରେ ଦର୍ଶନ ଦେଲେ ବାବା ଧବଳେଶ୍ୱର
ଆଜି ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର। ରାତି ୩ଟା ରୁ ପହଡ଼ ଖୋଲାଯାଇ ବାବାଙ୍କୁ ୧୦୮ ଗରା ସୁବାସୀତ ଜଳରେ ସ୍ନାନ କରାଯାଇ ଆଳତୀ ମଙ୍ଗଳ ଆଳତୀ ଘିଅରେ ଅଭିଶେକ କରାଯାଇଛି। ଏହାପରେ ବାଳଭୋଗ, ଖେଚୁଡ଼ି ଭୋଗ ପରେ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର।…
ପଞ୍ଚୁକର ଦ୍ବିତୀୟ ଦିନ , ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦର୍ଶନ କରିବେ ଭକ୍ତ
ପଞ୍ଚୁକ ବ୍ରତ ପାଇଁ ଶୀକ୍ଷେତ୍ରରେ ଭକ୍ତଙ୍କ ଅହେତୁକ ଭିଡ଼ । ପ୍ରଥମ ଦିନ ଏକାଦଶୀରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ଅନୁଷ୍ଠିତ ହୋଇଥିବା ବେଳେ ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଦ୍ବାଦଶୀ ତିଥିରେ ଭକ୍ତମାନେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦର୍ଶନ କରିବେ । ଭକ୍ତଙ୍କ ଭିଡ଼…
ପଞ୍ଚୁକ ପାଇଁ ଚଳଚଞ୍ଚଳ ବାବା ଧବଳେଶ୍ଵର ପୀଠ
ପଞ୍ଚୁକ ପାଇଁ ଚଳଚଞ୍ଚଳ ଧବଳେଶ୍ଵର ପୀଠ । ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । ରାତି ୩ଟାରେ ଦ୍ଵାର ଫିଟା ହୋଇ ୧୦୮ ଗରା ଜଳରେ ବାବାଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ, ମଙ୍ଗଳ ଆଳତୀ ପରେ ବାବାଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ୬୦ ଟି ସିସିଟିଭି…