Browsing Category

Culture

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

ଜନଜାତି ବ୍ୟାପାର ମନ୍ତ୍ରଣାଳୟ ଆଦି କର୍ମଯୋଗୀ ଅଭିଯାନ ଆରମ୍ଭ କରିଛି, ଯାହାକୁ ବିଶ୍ୱର ସବୁଠାରୁ ବଡ଼ ତୃଣମୂଳ ସ୍ତରୀୟ ଜନଜାତି ନେତୃତ୍ୱ କାର୍ଯ୍ୟକ୍ରମ ଭାବେ ଗଢ଼ାଯାଇଛି। ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଜନଜାତି ସମ୍ପ୍ରଦାୟକୁ ସଶକ୍ତ କରିବା, ଦାୟିତ୍ୱଶୀଳ ଶାସନକୁ ମଜବୁତ କରିବା ଓ ଦେଶରେ…

ଶ୍ରୀମନ୍ଦିରରେ କାଳୀୟଦଳନ ନୀତି  

ଆଜି ଶ୍ରୀମନ୍ଦିରରେ କାଳୀୟଦଳନ ନୀତି ଅନୁଷ୍ଠିତ ହେବ। ପୁରାଣ ଅନୁସାରେ, ଶ୍ରୀକୃଷ୍ଣ ଯମୁନା ନଦୀରେ କାଳୀୟ ସର୍ପକୁ ଦଳନ କରି ନଦୀକୁ ବିଷମୁକ୍ତ କରିଥିଲେ। ଏହି ଲୀଳାର ପ୍ରତିଛବି ସ୍ୱରୂପ ଏହି ନୀତି ଶ୍ରୀମନ୍ଦିରରେ ପାଳନ କରାଯାଏ। ଶ୍ରୀଜିଉଙ୍କୁ ବିଶେଷ ଅଳଙ୍କାରରେ ସଜ୍ଜିତ କରାଯାଇ କାଳୀୟଦଳନ…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ

ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଶ୍ରୀକୃଷ୍ଣ ଜନ୍ମନୀତି ଓ  ନନ୍ଦଉତ୍ସବ ନୀତି ପରେ ଶ୍ରୀକୃଷ୍ଣ ଲୀଳା ଆରମ୍ଭ ହେବାକୁ ଯାଉଅଛି। ଏ ନେଇ ଶ୍ରୀମନ୍ଦିରରେ…

ଆଜି ପବିତ୍ର ଜନ୍ମାଷ୍ଟମୀ,ମଧ୍ୟରାତ୍ରିରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହେବ

ଆଜି ପବିତ୍ର ଜନ୍ମାଷ୍ଟମୀ । ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ନତିଥି । ଚାରିଆଡ଼େ ଭକ୍ତିମୟ ପରିବଶ । ଏହି ତିଥିକୁ ସାରା ଦେଶରେ ଭକ୍ତିର ଓ ଉତ୍ସାହ ଉଦ୍ଦୀପନାର ସହ ପାଳନ କରାଯାଉଛି । ବିଭିନ୍ନ କୃଷ୍ଣ ମନ୍ଦିରରେ ଆୟୋଜନ କରାଯାଇଛି ଭବ୍ୟ ଉତ୍ସବ। ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିରକୁ ଆକର୍ଷଣୀୟ…

ଶ୍ରୀମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା

ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଢ଼ୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା । ଏଥିରେ ଲେଖାଯାଇଛି ମନ୍ଦିର ଭାଙ୍ଗିବ ଆତଙ୍କବାଦୀ। ଏହା ସହ ଫୋନ୍ ନମ୍ବର ମଧ୍ୟ ଦିଆଯାଇଛି। ଫୋନ୍ କର, ନକଲେ ମହାତାଣ୍ଡବ ବୋଲି ଲେଖାଯାଇଛି । ଏହା ଭିତରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନାଁ ମଧ୍ୟ…

ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ସାଢ଼େ ୨ଟାରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା…

ରାଖି ପିନ୍ଧିଲେ ଚତୁଦ୍ଧାମୂର୍ତ୍ତି

ଆଜି ପବିତ୍ର ରାଖିପୂର୍ଣ୍ଣିମା । ଏହା ସହ  ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ପ୍ରତି ଘରେ ଭଉଣୀମାନେ ଭାଇ ହାତରେ ରାଖି ବାନ୍ଧି ସୁଖ ମନାସିଛନ୍ତି । ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ରାଖି ପିନ୍ଧିଛନ୍ତି ଚତୁଦ୍ଧାମୂର୍ତ୍ତି।  ଗହ୍ମା…

ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ

ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ । ସକାଳୁ ସକାଳୁ ଶୈବପୀଠରେ ଲାଗିଛି ଭକ୍ତଙ୍କ ଭିଡ । ଧାଡିରେ ଯାଇ ଶିବଲିଙ୍ଗରେ ଜଳାଭିଷେକ କରୁଛନ୍ତି ଭକ୍ତ । ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦେବଦେବ ମହାଦେବଙ୍କ ଉପରେ ପାଣି ଢାଳି ଶୁଭ…

ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି , ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥି​‌ରେ ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ…

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ…