Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Culture
ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା
ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ। ଏଥିପାଇଁ ଏବେଠୁ ଚଳଚଞ୍ଚଳ ବରଗଡ଼ ସହର। ୧୧ ଦିନର ଯାତ୍ରା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି । ଅଭିନୟକୁ ଜୀବନ୍ତ କରିବା ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି କଳାକାର।
ଦେବକୀଙ୍କ ବିବାହ ପାଇଁ ଚିନ୍ତିତ ମହାରାଜ…
ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ
ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ । ଇଂରାଜୀ ନବବର୍ଷ ଏବଂ ଛୁଟି ଯୋଗୁଁ ଆଗାମୀ କିଛି ଦିନ ଧରି ଶ୍ରୀମନ୍ଦିରରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଆଗମନ ତଥା ଭିଡ ଅନୁମାନ କରାଯାଉଛି । ତେଣୁ ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ତଥା ଶ୍ରଦ୍ଧାଳୁଙ୍କ ଦର୍ଶନ…
ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ିଦର୍ଶନ
ଶ୍ରୀମନ୍ଦିର ନାଟମଣ୍ଡପରେ ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ିଦର୍ଶନ। ଏଥିପାଇଁ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିମିଟେଡ୍ (ଓବିସିସି) ପକ୍ଷରୁ ନାଟମଣ୍ଡପରେ ୬ଥାକିଆ କାଠରୢାମ୍ପ୍ ନିର୍ମାଣ ଆରମ୍ଭ ହୋଇଛି। ଶନିବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.…
ଶ୍ରୀମନ୍ଦିର ଭିତରେ ଗଣ୍ଡଗୋଳ , 2 ସବାୟତଙ୍କୁ କାରଣ ଦର୍ଶାଅ ନୋଟିସ
ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ୨ଜଣ ସେବାୟତଙ୍କୁ ଶନିବାର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ସେମାନେ ହେଲେ ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆ। ଶ୍ରୀମନ୍ଦିର ଆଇନ ୨୧(କ) ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ…
ଶୃଙ୍ଖଳିତ ହେବ ଶ୍ରୀମନ୍ଦିର ନାଟମଣ୍ଡପ ଦର୍ଶନ
ଶ୍ରୀମନ୍ଦିର ନାଟମଣ୍ଡପରେ ଜାନୁଆରିରୁ ଆରମ୍ଭ ହେବାକୁ ଯାଉଛି ନୂଆ ଦର୍ଶନ ବ୍ୟବସ୍ଥା। ନାଟମଣ୍ଡପରେ ବି ଭକ୍ତମାନେ ଧାଡ଼ିରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ନାଟମଣ୍ଡପରେ କାଠରାମ୍ପ୍ରେ ୬ଟି ଧାଡ଼ି ବ୍ୟବସ୍ଥା କରାଯିବ। ତିନିଟି ଧାଡ଼ି ଶିଶୁ, ମହିଳା, ବୃଦ୍ଧବୃଦ୍ଧାଙ୍କ ପାଇଁ ଓ ବାକି ତିନିଟି…
ଦିବା ପହୁଡ଼ ନୀତି : ୩ ଘଣ୍ଟା ଦର୍ଶନ ବନ୍ଦ
ଦିବା ପହୁଡ଼ ପାଇଁ ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ପରେ ଆପାତତଃ ଅପରାହ୍ଣ ୨ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦିବା ପହୁଡ଼ ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପହିଲି ଭୋଗ…
ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ
ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ । କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଜାକିରଙ୍କ…
ବାହାରେ ବିକ୍ରି ହେଉଥିବା ଖଜା ମହାପ୍ରସାଦ ନୁହେଁ
ବାହାରେ ବିକ୍ରି ହେଉଥିବା ଖଜା ମହାପ୍ରସାଦ ନୁହେଁ । ଶ୍ରୀମନ୍ଦିର ଭିତରେ ମିଳୁଥିବା ଖଜା ହିଁ ମହାପ୍ରସାଦ । ଯଦି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ବାହାରୁ ଖଜା କିଣୁଛନ୍ତି, ତେବେ ଭଲ ଜିନିଷରେ ତିଆରି ଖଜା ନିଅନ୍ତୁ । କିନ୍ତୁ ମହାପ୍ରସାଦ ଭାବି ଏହାକୁ କିଣନ୍ତୁ ନାହିଁ । ବ୍ୟବସାୟୀ ମାନେ…
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ
ଆଜି ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ହେବ । ଏଣୁ ଦ୍ବୀତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା 6ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ…
ଆଜି ଛତିଶା ନିଯୋଗ ବୈଠକ
ଆଜି (ମଙ୍ଗଳବାର) ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ। ଏଥିରେ ରତ୍ନଭଣ୍ଡାର ମରାମତି ସମ୍ପର୍କରେ ଆଲୋଚନା ହୋଇପାରେ। ଏହାସହ ଶ୍ରୀମନ୍ଦିରରେ ପୂଜା ନୀତି ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ କିଭଳି ସହଳ କରାଯାଇ ପାରିବ ସେନେଇ ଆଲୋଚନା ହୋଇ ପରେ ନୀତି ନିର୍ଘଣ୍ଟ…