Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Culture
ଆଜି ସୁନାବେଶ , ରଥ ଉପରେ ସୁନାବେଶ ରେ ଦର୍ଶନ ଦେଉଛନ୍ତିି ଶ୍ରୀବିଗ୍ରହ
ମହଣ ମହଣ ସୁନାରେ ଛାଉଣି ହେବେ ଦାରୁବ୍ରହ୍ମ। ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ତଢ଼ାଉ ତଥା ସୁନାବେଶରେ ଦର୍ଶନ ଦେବେ ଶ୍ରୀବିଗ୍ରହ। ଗୁଣ୍ଡିଚା ଲୀଳା ସାରି ବାହୁଡ଼ିବା ପରେ ମହାପ୍ରଭୁ ସିଂହଦ୍ବାରରେ ବିଶ୍ରାମ ନେଇଛନ୍ତି। ରତ୍ନବେଦିକୁ ବାହୁଡ଼ିବା ପୂର୍ବରୁ ରଥାରୂଢ଼ ହୋଇ ସୁନାବେଶରେ ଝଟକିବେ…
ଆଜି ପବିତ୍ର ବାହୁଡ଼ା ଯାତ୍ରା ,ଛେରା ପହଁରା ଗଲେ ଗଜପତି
ଶ୍ରୀଗୁଣ୍ଡିଚା ମନ୍ଦିରରୁ ପ୍ରଭୁ ଶ୍ରୀବଳଭଦ୍ର ଦେବୀ ମା’ସୁଭଦ୍ରା ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କର ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରା ନୀତି ଆରମ୍ଭ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ରଥାରୁଢ଼ ହୋଇଛନ୍ତି।ପ୍ରଥମେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ପହଣ୍ଡିରେ ସେବାୟତମାନେ…
ଆଜି ଆଡପମଣ୍ଡପରେ ଶ୍ରୀଜିଉଙ୍କ ଶେଷ ସନ୍ଧ୍ୟା ଦର୍ଶନ
ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ରହିଛନ୍ତି ତିନିରଥ। ଆଗାମୀ ୫ତାରିଖ ଶନିବାର ଆଷାଢ ଶୁକ୍ଲ ଦଶମୀ ତିଥିରେ ଦାରୁବ୍ରହ୍ମ ବାହୁଡା ଯାତ୍ରା କରିବେ। ତିନିରଥ ଚତୁଃପାର୍ଶ୍ବରେ ଲୁହା ବ୍ୟାରିକେଡ କରାଯିବା ସହ ସଶସ୍ତ୍ର ପୁଲିସ ବଳ ଜଗି ରହିଛନ୍ତି। ବୁଧବାର ପ୍ରଭୁ ଶ୍ରୀବଳଭଦ୍ରଙ୍କ…
ଆଜିଠୁ ପବିତ୍ର ଅମରନାଥ ଯାତ୍ରା ଆରମ୍ଭ
ଆଜିଠୁ ପବିତ୍ର ଅମରନାଥ ଯାତ୍ରା ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ପତାକା ଦେଖାଇ ପ୍ରଥମ ବ୍ୟାଚ ଶ୍ରଦ୍ଧାଳୁଙ୍କ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶ୍ରଦ୍ଧାଳୁମାନେ ଜାମ୍ମୁରେ…
ଆଜି ଦକ୍ଷିଣ ମୋଡ ନେବେ ତିନିରଥ
ରମ୍ପରା ଅନୁଯାୟୀ ଆଜି ତିନିରଥ ଦକ୍ଷିଣ ମୋଡ କରାଯିବ। ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇବା ପରେ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ଆଗରେ ଥିବା ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଟଣାଯାଇ ନାକଚଣା ଦ୍ୱାର ନିକଟକୁ ନିଆଯିବ।…
ଆଜି ହେରା ପଞ୍ଚମୀ,ରଥ କାଠ ଭାଙ୍ଗିବେ ଅଭିମାନିନୀ ମା ଲଷ୍ମୀ
ଆଜି ହେରା ପଞ୍ଚମୀ । ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ସାଙ୍ଗରେ ଆଣିନଥିବାରୁ ରଥ କାଠ ଭାଙ୍ଗିବେ ଅଭିମାନିନୀ ମା ଲଷ୍ମୀ । ଭାଇ ଭଉଣୀଙ୍କୁ ରଥରେ ନେଇ ଜନ୍ମବେଦୀକୁ ଆସିଛନ୍ତି । ଅଥଚ ହଟିଆ ଠାକୁର ନିଜ ପତ୍ନୀ ମହାଲକ୍ଷ୍ମୀଙ୍କୁ ସାଥିରେ ଆଣି ନାହାଁନ୍ତି । ଏଣେ ସ୍ବାମୀଙ୍କ ଅନୁପସ୍ଥିତିରେ ବିରହ…
ସାଢେ ୪ଟାରୁ ରଥଟଣା
ଶ୍ରୀଜିଉଙ୍କ ୯ ଦିନିଆ ରଥଯାତ୍ରା ଆରମ୍ଭ ହୋଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି ଶ୍ରୀକ୍ଷେତ୍ରକୁ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆହୁରି ଭକ୍ତମାନେ ପୁରୀ ଅଭିମୁଖେ ବାହାରିଛନ୍ତି। ସାଢେ ୪ଟାରୁ ରଥଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ…
ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହେବାରେ ଲାଗିଛି। ବଡ଼ଦାଣ୍ଡରେ ଗହଳି ବଢ଼ିବାରେ ଲାଗିଛି। ରଥଯାତ୍ରା ପୂର୍ବ ଦିନ ଅର୍ଥାତ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ରାତି ପାହିଲା ବେଳକୁ ଶ୍ରୀକ୍ଷେତ୍ରକୁ ବାହାରୁ ୧୦ଲକ୍ଷରୁ…
ଆଜି ନବଯୌବନ ଦର୍ଶନ
ଅଣସର ଘରେ ଗୋପନ ନୀତି ପରେ ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଖଡ଼ି ଲାଗି ସହ ଆଜି ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଦୁଇଦିନିଆ ବନକଲାଗି ନୀତି ସଂପନ୍ନ ହୋଇଛି। ବନକଲାଗି ପରେ ମହାପ୍ରଭୁ ନବଯୌବନ ପ୍ରାପ୍ତି ହୋଇଛନ୍ତି। ୧୫ ଦିନର ଅଣସର ଶେଷ କରି ଗୁରୁବାର ଶ୍ରୀବିଗ୍ରହ ଅଣସର ପିଣ୍ଡିରୁ…
ଅଣସର ଘରେ ସୁସ୍ଥ ପରେ ମହାପ୍ରଭୁଙ୍କର ଆଜି ବନକଲାଗି ନୀତି
ଅଣସର ଘରେ ସୁସ୍ଥ ପରେ ମହାପ୍ରଭୁଙ୍କର ଆଜି ବନକଲାଗି ନୀତି । ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ଵାରା ଏହି ନୀତି ସମ୍ପନ୍ନ ହେବ । ଆସନ୍ତାକାଲି ସକାଳୁ ନେତ୍ରୋତ୍ସବ ଏବଂ ନବଯୌବନ ଦର୍ଶନର ସାନ୍ନିଧ୍ୟ ଲାଭ କରିବେ ଭକ୍ତ । କାଲି ସକାଳ ୬ଟାରେ ଚକାଅପସର, ୬ଟା ୧୦ରେ ମଙ୍ଗଳଆଳତୀ, ମଇଲମ, ଅବକାଶ ଓ…