Browsing Category

Culture

ଆରମ୍ଭ ହୋଇଛି ଖଣ୍ଡଗିରି ମେଳା, ଆଜିଠୁ  ଆରମ୍ଭ ହେବ ଯାତ୍ରା ମହାକୁମ୍ଭ

ଆରମ୍ଭ ହୋଇଛି ଖଣ୍ଡଗିରି ମେଳା । ଆଜିଠୁ  ଆରମ୍ଭ ହେବ ଯାତ୍ରା ମହାକୁମ୍ଭ । ଦୁଲୁକିବ ଖଣ୍ଡଗିରି। ସଂଳାପ ଭାଙ୍ଗିବ ରାତିର ନିରବତା । ନାମୀଦାମୀ ଅପେରା ପାର୍ଟି ଖଣ୍ଡଗିରି ଯାତ୍ରା ମହାକୁମ୍ଭରେ ଦେଖାଇବେ ଜଲବା । ପ୍ରଥମ ପର୍ଯ୍ୟାୟ ଯାତ୍ରା ମଞ୍ଚସ୍ଥ ପାଇଁ ସବୁ ପ୍ରସ୍ତୁତି ସରିଛି । ୨୭ରୁ ୭…

ରାଜଧାନୀ ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ଆଦିବାସୀ ମେଳା ୨୦୨୬

ରାଜଧାନୀ ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ଆଦିବାସୀ ମେଳା ୨୦୨୬ ।  ଆଦିବାସୀ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଏହି ମେଳା ୨୬ ଜାନୁଆରୀରୁ ୫ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ ।  ମେଳା ପରିସରରେ ଓଡ଼ିଶାର ବିଭିନ୍ନ ଆଦିବାସୀ ଜନଜାତିଙ୍କ ସଂସ୍କୃତି, ପରମ୍ପରା ଓ ଜୀବନଶୈଳୀର ସଜୀବ…

ରାତି ପାହିଲେ ଖଣ୍ଡଗିରି ମାଘସପ୍ତମୀ ମେଳା,ଯଜ୍ଞ ବେଦୀରେ କର୍ମ ଆରମ୍ଭ କଲେଣି ସାଧୁସନ୍ଥ

ରାତି ପାହିଲେ ଖଣ୍ଡଗିରି ମାଘସପ୍ତମୀ ମେଳା ।  ମନ୍ତ୍ରୋଚ୍ଚାରଣରେ ଗୁଞ୍ଜରିତ ହେବ ଖଣ୍ଡଗିରି ପାଦଦେଶ ।  ଯଜ୍ଞ ବେଦୀରେ କର୍ମ ଆରମ୍ଭ କଲେଣି ସାଧୁସନ୍ଥ ।  ପାହଡ଼ ପାଦଦେଶରୁ ଉପର ବାରଭୂଜା ଯାଏଁ ନାଗା ବାବାଙ୍କ ମେଳି।  କାଲିଠୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଖଣ୍ଡଗିରି ମାଘ ମେଳା । …

ଆଜି ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ବତୀ

ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ। ଆଜି  ସରସ୍ବତୀଙ୍କୁ ଆରାଧନାର ଦିନ। ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପାଳନ କରାଯାଇଥାଏ। ମା'ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ

ପୁରୀ, ୨୧/୦୧: ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ସ୍ୱତନ୍ତ୍ର ‘ବଡ଼ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ଭିତର କାଠ ନିକଟରେ ଥିବା ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବା ଦେଖିବାକୁ ମିଳିଥିଲା, ଯାହା ଫଳରେ ମନ୍ଦିର ପରିସର ଅଶୁଦ୍ଧ ହୋଇଥିବା ବିବେଚନା କରାଯାଇ ନୀତି ଅନୁଯାୟୀ…

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ବସନ୍ତପଞ୍ଚମୀ ମଧ୍ୟରେ ଯେଉଁ…

ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡି ର ଅର୍ଥ ଗଣତି ଆରମ୍ଭ

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରାୟଗଡ଼ା ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡି ର ଅର୍ଥ ଗଣତି ଆରମ୍ଭ ହୋଇଛି। ଆଜି ବିଭିନ୍ନ ସାମାଜିକ ସଂଗଠନର ମହିଳା ମାନେ ଗଣତି କାର‌୍ୟ୍ୟରେ ନିୟୋଜିତ ହୋଇଛନ୍ତି। ମାଁଙ୍କ ପୂଜାର୍ଚ୍ଚନା ପରେ ୬ ମାସ ବ୍ୟବଧାନରେ ଆଜି ରାଜସ୍ୱ ବିଭାଗ…

ରାମାୟଣ ମନ୍ଦିରରେ ସ୍ଥାପିତ ହେଲା ବିଶ୍ୱର ସବୁଠୁ ବଡ଼ ସହସ୍ର ଶିବଲିଙ୍ଗ

ବିହାର ପୂର୍ବ ଚମ୍ପାରଣ ଜିଲ୍ଲା କଲ୍ୟାଣପୁର ବ୍ଲକ କ୍ୟଥଭଲିଆ ଜାନକୀ ନଗର ଶନିବାର ଭାରତର ଇତିହାସ ପୃଷ୍ଠାରେ ସ୍ଥାନ ପାଇଛି। ଏଠାକାର ବୃହତ୍ତ ରାମାୟଣ ମନ୍ଦିରରେ ବିଶ୍ୱର ସବୁଠୁ ବଡ଼ ସହସ୍ର ଶିବଲିଙ୍ଗ ସ୍ଥାପିତ ହୋଇଛି। ଏହି ଭବ୍ୟ ଆୟୋଜନ ବିହାରକୁ ଭକ୍ତି ଭାବରେ ନିମଗ୍ନ କରିଛି। ସହସ୍ର…

ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ସ୍ୱାଭାବିକ ଭାବରେ ଚାଲିଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ମଙ୍ଗଳ ଆଳତି ପରେ ବର୍ତ୍ତମାନ ଚାଲିଛି ଧାଡ଼ି ଦର୍ଶନ । ମଙ୍ଗଳବାର ରାତିରୁ ଉପବାସରେ ଥିଲେ ଦେବଦେବ । ଆହୁରି ବି ବୁଧବାର ମକର ସଂକ୍ରାନ୍ତି ନୀତି ବି ହୋଇପାରିନଥିଲା । ତେବେ ଦୀର୍ଘଘଣ୍ଟା ପରେ ନୀତିକାନ୍ତି ସ୍ୱାଭାବିକ ହୋଇଛି ।…

ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକରନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ୱାଦଶଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତିନିର୍ଘଣ୍ଟ କରାଯାଇଛି । ଆଜି ଭୋରରୁ…