Browsing Category

Culture

ଆଜି ଠାରୁ ମହାପ୍ରଭୁଙ୍କ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି,ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ପଟି ଦିଅଁ

ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ହୋଇ ଅଣସର ଘରେ ବିଶ୍ରାମ ନେଉଛନ୍ତି ଚତୁର୍ଦ୍ଧାବିଗ୍ରହ । ଆଜି ଠାରୁ ମହାପ୍ରଭୁଙ୍କ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଅନ୍ଧାରୀ କୋଠରୀ ଭିତରେ…

ଆଜିଠୁ ଅଣସର ଦର୍ଶନ, ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ,ଅଲାରନାଥଙ୍କ ପୀଠରେ ଲାଗିଛି ଭକ୍ତ ମାନଙ୍କ ଗହଳିଚହଳି

ଅତ୍ୟଧିକ ସ୍ନାନ ପରେ ଜ୍ବରରେ କମ୍ପୁଛନ୍ତି ଶ୍ରୀଜିଉ । ଆଜିଠୁ ଅଣସର ଦର୍ଶନ। ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ। ବ୍ରହ୍ମଗିରି ଅଲାରନାଥ ପୀଠରେ ପ୍ରଭୁ ଜଗନ୍ନାଥଙ୍କ ଅଲୌକିକ ରୂପ । ବ୍ରହ୍ମଗିରିର ପ୍ରସିଦ୍ଧ ଅଲାରନାଥଙ୍କ ପୀଠରେ ଲାଗିଛି ଭକ୍ତ ମାନଙ୍କ ଗହଳିଚହଳି । ବଡ଼ି ଭୋରରୁ ଅଲାରନାଥଙ୍କ ପୀଠରେ…

ଅତ୍ୟଧିକ ସ୍ନାନ ଯୋଗୁ ଜ୍ବରରେ ପୀଡ଼ିତ ହେବେ ଶ୍ରୀଜିଉ,ଆସନ୍ତାକାଲିଠାରୁ ଅଲାରନାଥରେ ଆରମ୍ଭ ହେବ ଅଣସର ଦର୍ଶନ

ଅତ୍ୟଧିକ ସ୍ନାନ ଯୋଗୁ ଜ୍ବରରେ ପୀଡ଼ିତ ହେବେ ଶ୍ରୀଜିଉ । ମହାପ୍ରଭୁଙ୍କ ଅଣସର ଯୋଗୁ ଶ୍ରୀମନ୍ଦିରରେ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଏଥିପାଇଁ ଆସନ୍ତାକାଲିଠାରୁ ଅଲାରନାଥରେ ଆରମ୍ଭ ହେବ ଅଣସର ଦର୍ଶନ । ବିଶ୍ୱାସ ରହିଛି, ଶ୍ରୀମନ୍ଦିରର ରତ୍ନସିଂହାସନରେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଯେଉଁ…

ଗଜାନନ ବେଶରେ ସଜେଇ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି,ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସୂଅ…

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କ ମାନବୀୟ ଲୀଳାର ଆଦ୍ୟ ପର୍ବ ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀବିଗ୍ରହଙ୍କ ଗଜାନନ ବେଶ ଦର୍ଶନ କରିବା ପାଇଁ ଆତୁର ଭକ୍ତ ମନ । ଜୟ ଜଗନ୍ନାଥ ଜୟ ଜଗନ୍ନାଥ ଧ୍ବନିରେ କମ୍ପୁଛି ଶ୍ରୀକ୍ଷେତ୍ର । ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ…

ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ ହେଲେ ଜଗତ ଠାକୁର, ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ ମର୍ତ୍ତ୍ୟ ବୈକୁଣ୍ଠ ଅଧିପତି

ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ ହେଲେ ଜଗତ ଠାକୁର। ସ୍ନାନବେଦିରେ କରିବେ ଲୀଳାଖେଳା । ବଡ଼ଦାଣ୍ଡରୁ ମହାମାନବୀୟ ସ୍ନାନଲୀଳା ଦର୍ଶନ କରିବେ ଶ୍ରଦ୍ଧାଳୁ । ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ ମର୍ତ୍ତ୍ୟ ବୈକୁଣ୍ଠ ଅଧିପତି । ଆଜି ଭୋର୍‌ ୫ରୁ ପହଣ୍ଡି ହୋଇ ସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତି…

ଆସନ୍ତାକାଲି ସ୍ନାନପୂର୍ଣ୍ନିମା ପୂର୍ବରୁ ଶ୍ରୀମନ୍ଦିର ଭିତର ଓ ଶ୍ରୀମନ୍ଦିର ଭିତରର ସୁରକ୍ଷା ବ୍ୟବସ୍ଥାକୁ ସମୀକ୍ଷା…

ଆଜି ସକାଳ ୭ଟା ୧୫ରେ ସେନାପଟା ଲାଗି ନିମନ୍ତେ ଦଇତାପତି ସେବାୟତ ମାନେ ଶ୍ରୀ ମନ୍ଦିର କୁ ପ୍ରବେଶ କରିଥିଲେ  l  ଗତକାଲି ରାତିରେ ରତ୍ନ ସିଂହାସନରେ କୋଠ ସୁଆସିଆଙ୍କ ଦ୍ୱାରା ଚାର ମାଳ ବନ୍ଧା କାର୍ଯ୍ୟ କରାଯାଉଥିବାରୁ ଗତକାଲି ରାତ୍ର ପହୁଡ଼ ହୋଇନାହିଁ  l  ଆସନ୍ତାକାଲି ସ୍ନାନପୂର୍ଣ୍ନିମା…

ଦେବସ୍ନାନ ପୂର୍ଣ୍ଣିମା ଓ ମହାପ୍ରଭୁ ଅଲାରନାଥଙ୍କ ଯାତ୍ରା ଅବସରରେ ଭାରୀ ଯାନ ଚଳାଚଳ ଉପରେ କଟକଣା ଜାରି

ଦେବସ୍ନାନ ପୂର୍ଣ୍ଣିମା ଓ ମହାପ୍ରଭୁ ଅଲାରନାଥଙ୍କ ଯାତ୍ରା ଅବସରରେ ଭାରୀ ଯାନ (ହେଭି ଭେହିକିଲ) ଚଳାଚଳ ଉପରେ କଟକଣା ଜାରି ।  ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି ବୈଠକରେ ଗୃହୀତ ନିଷ୍ପତ୍ତି ଅନୁଯାୟୀ, ଚଳିତ ବର୍ଷ ମହାପ୍ରଭୁ ଅଲାରନାଥଙ୍କ ଯାତ୍ରା ଅବସରରେ ଜିଲ୍ଲାପାଳ ତଥା ଜିଲ୍ଲା…

ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ ହେବ

ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ କରିବେ । ଆସନ୍ତା ଜୁନ ୨୯ ତାରିଖରେ ରେ ଶ୍ରୀଜିଉଙ୍କ ଦେବସ୍ନାନ ପୂର୍ଣ୍ଣିମା ଆୟୋଜିତ ହେବାକୁ ଯାଉଛି । ସ୍ନାନବେଦୀରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ତେବେ ସେହିକ୍ରମରେ ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ ହେବ । ଆଜି ଦଇତାପତି ମାନେ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦେବୀ ଋକ୍ମିଣୀଙ୍କ ସହ ବିବାହ ନୀତି ସମ୍ପନ୍ନ ହେବ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଋକ୍ମିଣୀ ହରଣ ନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦେବୀ ଋକ୍ମିଣୀଙ୍କ ସହ ବିବାହ ନୀତି ସମ୍ପନ୍ନ ହେବ । ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏବଂ ବିବାହ ଉତ୍ସବ ନୀତି ପାଳନ କରାଯିବାର ପରମ୍ପରା ରହିଆସିଛି । ନୀତିକାନ୍ତି…

ଆଉ ମାତ୍ର ୨୨ ଦିନର ଅପେକ୍ଷା ,ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ଜୁଲାଇ ୧୬ରେ ମହାପ୍ରଭୁଙ୍କର ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ୨୨ ଦିନର ଅପେକ୍ଷା । ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାପ୍ରଭୁ । ଭକ୍ତଙ୍କ ଗହଣରେ ରଥାରୂଢ଼ ହେବେ ଚତୁର୍ଦ୍ଧା ବିଗ୍ରହ । ଏଥିପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡ଼ି । ଦୁଇଟି ଗାଡ଼ିରେ ତିନି ରଥ ପାଇଁ ୮ ଇଞ୍ଚ ଗୋଲେଇର ଆସିଲା…