Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Culture
ହାତୀବେଶରେ ଭକ୍ତଙ୍କୁ ଦର୍ଶଦ ଦେଇଛନ୍ତି ଶ୍ରୀଜିଉ
ଅପେକ୍ଷା କରିଥିଲେ ସ୍ନାନବେଦି । ଅପେକ୍ଷା କରିଥିଲେ ଅଗଣିତ ଭକ୍ତ । ଉତ୍କଣ୍ଠାରେ ଉଚ୍ଛୁଳି ପଡୁଥିଲା ବଡ଼ଦାଣ୍ଡ । କେତେବେଳେ ଆସିବେ କାଳିଆ ସାଆନ୍ତ । ନେତ୍ର ପବିତ୍ର ହେବ, ଆତ୍ମା- ପରମାତ୍ମାଙ୍କ ମିଳନ ହେବ । ଶେଷରେ ଆସିଲା ସେହି ମାହେନ୍ଦ୍ର ମୁହୂର୍ତ୍ତ । ପ୍ରତ୍ୟୁଷରେ ଶ୍ରୀମନ୍ଦିରରେ…
ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ
ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ। ଆସନ୍ତାକାଲି (ଜୁନ ୧୨)ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ। ଭୋର ୪ଟାରେ ମନ୍ଦିରର ଦ୍ବାରଫିଟା ନୀତି, ମଙ୍ଗଳା ଆଳତୀ, ଅବକାଶ, ବେଶ, ଚନ୍ଦନ ତୁଳସୀଲାଗି, ଗୋପାଳବଲ୍ଲଭ, ସୂର୍ଯ୍ୟପୂଜା, ରୋଷହୋମ ନୀତି ଅନୁଷ୍ଠିତ ହେବ।…
ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ସ୍ନାନବେଦୀରେ ଶ୍ରୀଜିଉ
ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦାରୁ ଦିଅଁଙ୍କ ଦିବ୍ୟସ୍ନାନ ପାଇଁ ସଜେଇ ହୋଇଛି ସ୍ନାନବେଦୀ । ରତ୍ନ ସିଂହାସନରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର, ଲୋକାରଣ୍ୟ…
ଆଜି ରଥଯାତ୍ରା ସମନ୍ବୟ କମିଟିର ବୈଠକ
ଆଜି ରଥଯାତ୍ରା ସମନ୍ବୟ କମିଟିର ବୈଠକ ଅନୁଷ୍ଠିତ ହେବ। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବମାନେ ଯୋଗ ଦେବେ। ରଥଯାତ୍ରା ସୁରକ୍ଷାରେ ଯେପରି କୌଣସି ତ୍ରୁଟି ହେବନି, ସେଥିନେଇ ଏଥିରେ ପ୍ଲାନ୍ ପ୍ରସ୍ତୁତ କରାଯିବ ବୋଲି…
ଶ୍ରୀମନ୍ଦିର ପରିସରରେ ଅଘଟଣ,ରମ ଡାଲି ପଡ଼ି ୭ ଜଣ ଶ୍ରଦ୍ଧାଳୁ ଆହତ
ଶ୍ରୀମନ୍ଦିର ପରିସରରେ ରବିବାର ଅଘଟଣ ଘଟିଛି। ଗରମ ଡାଲି ପଡ଼ି ୭ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ଗୁରୁତରମାନଙ୍କର ପରିଚୟ ମିଳିପାରି ନାହିଁ।
ସୂଚନା ଅନୁସାରେ ଆଜି ରବିବାର ଥିବାରୁ…
ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ବକୁଳ ବନରୁ ଗଲା ବଉଲ କାଠ
ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସେନାପଟା ବାହୁଟ ଲାଗି ଶ୍ରୀକ୍ଷେତ୍ର ଯାଇଛି ବଉଳକାଠ । ସତ୍ୟବାଦୀର ବକୁଳବନ ସ୍ଥିତ ସତ୍ୟବାଦୀ ବାଳିକା ଉଚ୍ଚବିଦ୍ୟାଳୟର ପରିସରରେ ଥିବା ବଉଳ ଗଛକୁ କଟାଯାଇ ଶଗଡ଼ରେ ମେଲାଣି ଦିଆଯାଇଛି । ଭୋଇ ସେବାୟତ ହିଁ କୁରାଢି ସାହାଯ୍ୟରେ ବୃକ୍ଷ ଚ୍ଛେଦନ କରିଛନ୍ତି…
ବର୍ଷାରେ ଭିଜିବ ସଜବାଜରୁ ଶେଷ ରଜ
ସପ୍ତାହକ ପରେ ଓଡ଼ିଶାର ଗଣପର୍ବ ରଜ । ଏଥର ରଜକୁ ମନଭରି ଉପଭୋଗ କରିବେ ଓଡ଼ିଶାବାସୀ । କାରଣ ଏଥର ରଜରେ ତାତି କମିବ, ବର୍ଷା ବଢିବ । ବର୍ଷାରେ ଭିଜିବ ସଜବାଜରୁ ଶେଷ ରଜ। କୋହଲା ପାଗରେ ଜମିବ କବାଡି ଓ ଦୋଳି ଖେଳ। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁସାରେ, ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ…
ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
ଆଜି ରୁକ୍ମିଣୀ ହରଣ ଏକାଦଶୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ । ଏଥିପାଇଁ ଆଜି ଚଳଚଞ୍ଚଳ ପୁରୀ । ସଜେଇ ହୋଇଛି ଶ୍ରୀମନ୍ଦିର । ସକାଳ ଧୂପ ପରେ ବିଭିନ୍ନ ନୀତାକାନ୍ତି କରାଯିବ । ଏହାପରେ ରୁକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ ।
ବିମଳା ମନ୍ଦିର…
ଆଜି ପବିତ୍ର ସାବିତ୍ରୀ
ଆଜି ପବିତ୍ର ସାବିତ୍ରୀ । ଉପବାସ ରଖି ସ୍ବାମୀଙ୍କ ଦୀର୍ଘାୟୁ କାମନା କରୁଛନ୍ତି ସଧବା ନାରୀ । ମନ୍ଦିରରେ ପୂଜାର୍ଚ୍ଚନା ସହ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଥାନ୍ତି ସଧବା ନାରୀ । ଯାହାକୁ ନେଇ ଚଳଚଞ୍ଚଳ ରହିଛି ସାରା ରାଜ୍ୟ । ବିଭିନ୍ନ ଜିଲ୍ଲାରେ ଦେବାଦେବୀଙ୍କ ପୀଠରେ ସଧବା ମହିଳାଙ୍କର ପ୍ରବଳ…
ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ
ଆସନ୍ତା ଜୁନ୍ ୧୧ ତାରିଖରେ ସ୍ନାନ ଯାତ୍ରା ଅନୁଷ୍ଠିତ ହେବ । ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସଦଭାବନା ଗୃହରେ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଛି । ପୁରୀ ଏସପି, ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ…