Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Culture
ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ
ସମ୍ବଲପୁରର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ଲାଗି ରହିଛି।ମାଁ ବର୍ଷସାରା ଲାଲ ରଙ୍ଗରେ ଦର୍ଶନ…
ଆଜି ମହାଳୟା ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ
ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ପୁରୀ, ଭୁବନେଶ୍ବର, ଯାଜପୁର ଆଦି ବିଭିନ୍ନ ସ୍ଥାନରେ ପିତୃପକ୍ଷ ପିଣ୍ଡଦାନ କରାଯାଇଛି। ଇନ୍ଦୁ ପୂର୍ଣ୍ଣିମା ଠାରୁ ପିତୃପକ୍ଷ ଅବସରରେ ଯାଜପୁରର ନାଭିଗୟା ଠାରେ ଦୈନିକ ଶହଶହ ଶ୍ରଦ୍ଧାଳୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସି ପିଣ୍ଡଦାନ…
ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ
ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀ ଭକ୍ତଙ୍କୁ ଧଵଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ବର୍ଷ ତମାମ ସିନ୍ଦୁର ବର୍ଣ୍ଣରେ ଦର୍ଶନ ଦେଉଥିବା ମାଆ ସମଲେଶ୍ୱରୀ କେବଳ ମହାଳୟାରେ ଶ୍ୱେତବର୍ଣ୍ଣରେ ଦର୍ଶନ ଦେଇଥାନ୍ତି । ମହାଳୟାରେ ପିତୃପୁରୁଷଙ୍କୁ ପିଣ୍ଡ ଦାନ ପରେ ଗଙ୍ଗା…
୧୪ରୁ ଶ୍ରୀମନ୍ଦିରରେ ରାଧାଦାମୋଦର ବେଶ
କାର୍ତ୍ତିକ ମାସ ବାଳଧୂପ ନୀତି ସହ ମହାପ୍ରଭୁଙ୍କ ରାଧା ଦାମୋଦର (ରାଈଦାମୋଦର) ବେଶ ଆରମ୍ଭ ହେବ। ପ୍ରତିବର୍ଷ ଭଳି ଚଳିତବର୍ଷ ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ମାସେ ବ୍ୟାପୀ ପ୍ରତିଦିନ ଶ୍ରୀବିଗ୍ରହ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ…
ହବିଷ୍ୟାଳୀ ଯୋଜନା
ଚଳିତ ବର୍ଷ ହବିଷ୍ୟାଳୀ ଯୋଜନାରେ ୨ ହଜାର ୫୦୦ ହବିଷ୍ୟାଳୀଙ୍କ ପାଇଁ ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ହୋଇଛି । ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ହବିଷ୍ୟାଳୀ ଯୋଜନାକୁ ଅନୁମତି ମିଳିଛି । ଆସନ୍ତା ମାସ ୧୮ ତାରିଖରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ସପ୍ତାହରୁ ହବିଷ୍ୟାଳୀ…
ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ମନ୍ଦିର ଏବଂ ଉଦ୍ୟାନର ଉଦ୍ଘାଟନ କରିବେ ରାଷ୍ଟ୍ରପତି
ଐତିହାସିକ ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର, ଶିବ ମନ୍ଦିର, ହନୁମାନ ମନ୍ଦିର ଏବଂ ଉଦ୍ୟାନର ଉଦ୍ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଡିସେମ୍ବର ୧୨ରେ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଷ୍ଟ୍ରପତିଙ୍କ ସହ ଏହି କାର୍ଯ୍ୟରେ ସମ୍ମାନିତ…
ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ
ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ଏ ବାବଦରେ ଆଲୋଚନା ଆରମ୍ଭ ହୋଇଛି। ଜୟଦେବ ଭବନରେ ଆଜି ଆୟୋଜିତ ଶ୍ରୀ ଜଗନ୍ନାଥ ସଂସ୍କୃତି ପରିଷଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି…
ଆଜି ଇନ୍ଦିରା ଏକାଦଶୀ
ହିନ୍ଦୁବିଶ୍ୱାସୀ ସନାତନ ସଂସ୍କୃତିର ଓ ଭକ୍ତି ଭାବନାପୂର୍ଣ୍ଣ ହୃଦୟରେ ପାଳନ କରିଥାନ୍ତି । ଏକାଦଶୀ ବ୍ରତ ହିନ୍ଦୁ ଧର୍ମର ଏକ ପବିତ୍ର ବ୍ରତ । ସୁସ୍ଥ ଓ ଦୀର୍ଘଜୀବନ ଲାଭରେ ସହାୟକ ହୁଏ ଏକାଦଶୀ ଉପବାସ । ଅଗ୍ନି ପୁରାଣ ମତରେ ଏକାଦଶୀ ବ୍ରତ କଲେ ଭଗବାନ ଶ୍ରୀହରିଙ୍କ ନିତ୍ୟ ନିବାସରେ ସ୍ଥାନ…
ଆସୁଛନ୍ତି ମା’ ଦୁର୍ଗା
ଆଶ୍ୱୀନ ମାସର ଶୁକ୍ଳ ପକ୍ଷ ପ୍ରତିପଦା ତିଥିରୁ ଆରମ୍ଭ ହୁଏ ମା’ ଦୁର୍ଗାଙ୍କ ପୂଜାର ସମ୍ଭାର । ଏହି ଦିନରୁ ନବରାତ୍ରୀ ଆରମ୍ଭ ହେଉଥିବା ବେଳେ ଦଶମୀ ତିଥିରେ ଦଶହରା ପାଳନ କରାଯାଏ । ଚଳିତବର୍ଷ ଅକ୍ଟୋବର ୩ ତାରିଖ, ଗୁରୁବାରରୁ ଆରମ୍ଭ ହେବାକୁ ଯାଉଛି ଶାରଦୀୟ ନବରାତ୍ରୀ । ଧାର୍ମିକ ମାନ୍ୟତା…
ପୁରୀ ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର
ପୁରୀ ଶ୍ରୀମନ୍ଦିରରେ ଫୁଡ୍ ଇନ୍ସପେକ୍ଟର ନିଯୁକ୍ତ ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ମହାପ୍ରଭୁଙ୍କୁ ଲାଗି ହେଉଥିବା ମହାପ୍ରସାଦ ସହ ବିଭିନ୍ନ ଶୁଖିଲା ଭୋଗର ମାନ ଯାଞ୍ଚ କରିବେ ଫୁଡ୍ ଇନ୍ସପେକ୍ଟର। ଖୁବ୍ ଶୀଘ୍ର ଶ୍ରୀମନ୍ଦିରରେ ଫୁଡ୍…