Browsing Category

Culture

ରଥ ନିର୍ମାଣର ଆଜି ଥିଲା ତ୍ରୟୋଦଶ ଦିବସ, ପଇ ବିନ୍ଧ ଅନୁକୂଳ ପୂଜା ସମ୍ପନ୍ନ

ରଥ ନିର୍ମାଣର ଆଜି ଥିଲା ତ୍ରୟୋଦଶ ଦିବସ। ତିନି ରଥର ନାହାକା ଚକ ପ୍ରସ୍ତୁତ ପାଇଁ ପଇ ବିନ୍ଧ ଅନୁକୂଳ ପୂଜା ତିନି ରଥ ମୁଖ୍ୟ ମହାରଣାଙ୍କ ଦ୍ୱାରା ସମ୍ପନ୍ନ ହୋଇଛି। ପରେ ତିନି ରଥ ସାଥୀ ମହାରଣା ସେବକମାନେ ପଇ ବିନ୍ଧ କାର୍ଯ୍ୟ ଆରମ୍ଭ କରିଥିଲେ। ତିନି ରଥର ଦୁଇଟି ଲେଖାଏଁ ନାହାକା ଚକ…

ଦୀଘା ମନ୍ଦିର ସାମ୍ନାରେ ଲାଗିଲା ପୁଣି ଜଗନ୍ନାଥ ଧାମ ହୋର୍ଡିଂ

ଦୀଘା ମନ୍ଦିର ସାମ୍ନାରେ ଲାଗିଲା ପୁଣି ଜଗନ୍ନାଥ ଧାମ ହୋର୍ଡିଂ। ମନ୍ଦିର ସାମ୍ନାରେ ବଡ଼ ବଡ଼ ଅକ୍ଷରରେ ସ୍ଥାୟୀ ଭାବେ ଜଗନ୍ନାଥ ଧାମ ହୋର୍ଡିଂ ଲଗାଯାଇଛି। ପଶ୍ଚିମ ବଙ୍ଗ ପ୍ରଶାସନ ପକ୍ଷରୁ ରାତାରାତି ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ ଲଗାଯାଇଛି। ପୂର୍ବରୁ ଦୀଘା ଜଗନ୍ନାଥ ମନ୍ଦିରରେ ଅସ୍ଥାୟୀ…

ଦୀଘା ‘ଜଗନ୍ନାଥ ମନ୍ଦିର’ ‘ଜଗନ୍ନାଥ ଧାମ’ ନୁହେଁ – ପୁରୀ ଗଜପତି  ରାଜା ଦିବ୍ୟସିଂହ…

ପଶ୍ଚିମବଙ୍ଗର ଦୀଘାରେ ନବନିର୍ମିତ ଜଗନ୍ନାଥ ମନ୍ଦିରକୁ ନେଇ ଚାଲିଥିବା ବିବାଦ ନେଇ ପୁରୀ ଗଜପତି  ରାଜା ଦିବ୍ୟସିଂହ ଦେବ ସୋମବାର ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରି କହିଛନ୍ତି ଯେ, ଦୀଘା 'ଜଗନ୍ନାଥ ମନ୍ଦିର' 'ଜଗନ୍ନାଥ ଧାମ' ନୁହେଁ। ପ୍ରେସ୍ ରିଲିଜ୍‌ରେ ପୁରୀ ରାଜା କହିଛନ୍ତି, ଆମେ…

ଜଗନ୍ନାଥ ଧାମ ଦୀଘା ଘୋଷଣା ସମ୍ପୂର୍ଣ୍ଣ ନିନ୍ଦନୀୟ – ଛତିଶା ନିଯୋଗ

ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଆଇନର ଆଶ୍ରୟ ନେବାକୁ ଛତିଶା ପକ୍ଷରୁ ନିଯୋଗ ପରାମର୍ଶ ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଛତିଶା ନିଯୋଗ ନାୟକ ପରାମର୍ଶ ଦେଇଛନ୍ତି। ଛତିଶା ନିଯୋଗ ପକ୍ଷରୁ କୁହାଯାଇଛି ଯେ ଜଗନ୍ନାଥ ଧାମ ଦୀଘା ଘୋଷଣା ସମ୍ପୂର୍ଣ୍ଣ ନିନ୍ଦନୀୟ। ଜଗନ୍ନାଥ ଧାମ…

ଆଜି ଭକ୍ତଙ୍କ ପାଇଁ  ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର

ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର। କେଦାରନାଥ ବାବାଙ୍କ ମନ୍ଦିରର ମୁଖ୍ୟଫାଟକ ଆଜି ଭକ୍ତଙ୍କ ପାଇଁ ଖୋଲା ଯାଇଛି। ୧୩ କ୍ଵିଣ୍ଟାଲ ଫୁଲରେ ଝଲସୁଛି ପୁରା ମନ୍ଦିର। ଆଜି ସକାଳ ୭ଟାରେ ରୀତି ନୀତି ସହ ଭକ୍ତମାନଙ୍କ ପାଇଁ ମନ୍ଦିର ଖୋଲାଯାଇଥିଲା। ଏହି ସମୟରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର…

ଶ୍ରୀକ୍ଷେତ୍ରରେ ମହା ଆଡ଼ମ୍ବରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦିତ

ଶ୍ରୀକ୍ଷେତ୍ରରେ ମହା ଆଡ଼ମ୍ବରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦିତ ହୋଇଛି । ବୈଶାଖ ଶୁକ୍ଳ ତୃତୀୟା ଅର୍ଥାତ୍ ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ବିଧି ମୁତାବକ ରଥ କାର୍ଯ୍ୟ ପାଇଁ ଆନୁଷ୍ଠାନିକ ଭାବେ ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି ।  ସନାତନ ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ…

ପହଲଗାମ୍‌ରେ ପର୍ଯ୍ୟଟକଙ୍କୁ ଆତଙ୍କବାଦୀଙ୍କ ଆକ୍ରମଣ ପରେ ପୁରୀରେ ସୁରକ୍ଷାକୁ ନେଇ ସତର୍କତା ଆପଣାଇଛି ପୁଲିସ

ପହଲଗାମ୍‌ରେ ପର୍ଯ୍ୟଟକଙ୍କୁ ଆତଙ୍କବାଦୀଙ୍କ ଆକ୍ରମଣ ପରେ ପୁରୀରେ ସୁରକ୍ଷାକୁ ନେଇ ସତର୍କତା ଆପଣାଇଛି ପୁଲିସ । ପୁରୀର ୪ଟି ମେରାଇନ୍ ଥାନାକୁ ଆଲର୍ଟ କରାଯାଇଛି । ସନ୍ଦିଗ୍ଧଙ୍କ ଗତିବିଧି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରୀମନ୍ଦିର ଉପରେ ଆତଙ୍କୀଙ୍କ ଆଖି ଥିବା ନେଇ ପୂର୍ବରୁ…

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ

ଆଜି ବିଶ୍ବପ୍ରସିଦ୍ଧ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ଶ୍ରୀବଳଭଦ୍ର ଏବଂ ମା' ସୁଭଦ୍ରାଙ୍କ ବଡ଼ ମହାସ୍ନାନ କରାଯାଇଛି। ଜଣେ ଭକ୍ତ ବାନ୍ତି କରିବାରୁ ଏହି ବଡ଼ ମହାସ୍ନାନ କରାଯାଇଛି। ସୂଚନା ମୁତାବକ ସକାଳ ପ୍ରାୟ ସାଢେ ୮ଟା ସମୟରେ ଭିତର ଦର୍ଶନ ଚାଲିଥିବାବେଳେ ଭକ୍ତ ଜଣ…

ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ

ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି

ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ସୋମବାର…