Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
Culture
ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ
ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳୁ ସକାଳୁ ହବିଷ୍ୟାଳି ମାନେ ତୀର୍ଥ ପୁଷ୍କରିଣୀ ସମେତ ସରକାରଙ୍କ ତରଫରୁ ହୋଇଥିବା 4ଟି ଅସ୍ଥାୟୀ ହବିଷ୍ୟାଳି ଶିବିରରେ…
କାର୍ତ୍ତିକ ମାସରେ 2ଟି ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ ଭକ୍ତ
କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ କରାଯାଇଛି ପରିବର୍ତ୍ତନ । ଆସନ୍ତାକାଲିଠୁ ୨ଟି ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିହେବ। କେବଳ ସିଂହଦ୍ଵାର ଓ ପଶ୍ଚିମଦ୍ବାର ଦେଇ ଭକ୍ତ ମାନେ ପ୍ରବେଶ କରିବେ।
ସିଂହଦ୍ଵାର ବ୍ୟତୀତ ଅନ୍ୟ ତିନି ଦ୍ବାର…
ଆଜି ଠାରୁ ଆରମ୍ଭ କାର୍ତ୍ତିକ ବ୍ରତ
ଆସନ୍ତା ୧୭ ତାରିଖଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। ପୁଣ୍ୟ ମାସ କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ଶ୍ରୀମନ୍ଦିରରେ ଭିଡ଼ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ବି ଗହଳଚହଳରେ ଭରି ଉଠିଛି। ସେପଟେ ଗୁରୁବାରଠାରୁ ହବିଷିଆଳି ମା’ମାନେ କାର୍ତ୍ତିକ…
ଆଜିଠାରୁ ଆରମ୍ଭ ହେଲା ଶ୍ରୀଜିଉଙ୍କର କାର୍ତ୍ତିକ ନୀତି
ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି। ଆଶ୍ବିନ ମାସ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଏହି ନୀତି ମହାପ୍ରଭୁଙ୍କ ଚାଲିବାକୁ ଥିବାବେଳେ ଏହି ଏକ ମାସ ଧରି ମହାପ୍ରଭୁଙ୍କ ସ୍ବତନ୍ତ୍ର ବାଳଭୋଗ ସହ ରାଧାଦାମୋଦର ବେଶ ଆରମ୍ଭ ହୋଇଛି।…
ଆଜି ଭସାଣି
ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି ପବିତ୍ର ବିଜୟାଦଶମୀ। ଅସତ୍ୟ ଉପରେ ସତ୍ୟର ବିଜୟର ପ୍ରତୀକ ସ୍ୱରୂପ ରାବଣ ପୋଡ଼ି ଉତ୍ସବ ସରିଛି । ମା’ଙ୍କ ଦର୍ଶନ ପାଇଁ ଏଥର ବିଭିନ୍ନ ପୂଜା ମଣ୍ଡପରେ ପ୍ରବଳ ଜନ ସମାଗମ ହୋଇଥିଲା। ଆଜି ଭସାଣି ପାଇଁ ପ୍ରସ୍ତୁତି ଚାଲିଛି ।
ଦଶହରାରେ…
ବିଜୟା ଦଶମୀରେ ବଡ଼ କଥା କହିଲେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ସରସଂଘଚାଳକ
ଦେଶର ବିକାଶ ପାଇଁ ହିନ୍ଦୁମାନଙ୍କୁ ଏକ ହେବାକୁ ପଡ଼ିବ ବୋଲି କହିଛନ୍ତି ପରମ ପୁଜନୀୟ ଡକ୍ଟର ମୋହନ ଭାଗବତ । ସେ କହିଛନ୍ତି ସାରା ବିଶ୍ବରେ ଭାରତର ପ୍ରତିଷ୍ଠା ବଢିଛି । ଆଗକୁ ବଢୁଛି ଭାରତ । ଭାରତ ଧାର୍ମିକ ମାର୍ଗରେ ପରିଚାଳିତ ହେବ । ବିଶ୍ବରେ ଯୁଦ୍ଧ ଲାଗି ରହିଛି । ଭାରତ କିନ୍ତୁ ଶାନ୍ତି…
ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଂଚଳ ସିଲଭର ସିଟି କଟକ
ଆଜି ମଣ୍ଡପରେ ମହାମାୟାଙ୍କ ମହାନବମୀ। ଦୁର୍ଗତୀନାଶିନୀଙ୍କ ଆବାହନରେ ପ୍ରକମ୍ପିତ ହେଉଛି ଗଗନ ପବନ। ଘଣ୍ଟ ଘଣ୍ଟା ଓ ଶଙ୍ଖ ଧ୍ୱନିରେ ଉଛୁଳି ପଡୁଛି ପରିବେଶ। ବ୍ରାହ୍ମଣଙ୍କ ମନ୍ତ୍ର ଉଚ୍ଚାରଣ ଓ ଚଣ୍ଡୀପାଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଦୁର୍ଗାଙ୍କ…
ବିଶ୍ବ ନବନିର୍ମାଣ ଆଧ୍ୟାତ୍ମିକ ଚିତ୍ର ପ୍ରଦର୍ଶନୀରେ ସୁଖୀ ପରିବାର ଉପରେ ଆଲୋଚନା
ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ,ପଟିଆ ଭୁବନେଶ୍ବର ପକ୍ଷରୁ ବିଶ୍ବ ନବନିର୍ମାଣ ଆଧ୍ୟାତ୍ମିକ ଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଚିତ୍ର ପ୍ରଦର୍ଶନୀରେ ଆତ୍ମଦର୍ଶନ, ପରାମାତ୍ମା ଦର୍ଶନ, ସୃଷ୍ଟି ଚକ୍ର, ରାଜଯୋଗ ଦର୍ଶନ ଓ ସୁଖୀ ପରିବାର, ଶାନ୍ତି ପରିବାର…
ଆଜି ମଣ୍ଡପରେ ମହାମାୟାଙ୍କ ମହାନବମୀ ପୂଜା
ଆଜି ପୀଠରେ ମାଆଙ୍କ ବିଜୟୀ ଦଶମୀ, ମଣ୍ଡପରେ ମହାମାୟାଙ୍କ ମହାନବମୀ ପୂଜା । ସବୁଠି ପୂଜାର ମାହୋଲ । ମଣ୍ଡପରେ ମା’ ଜଗଜ୍ଜନନୀଙ୍କ ନବମୀ ପୂଜା କରାଯାଉଛି । ମା’ ଦୁର୍ଗାଙ୍କ ପୂଜା ପାଇଁ ସଜେଇ ହୋଇଛି ଗାଁଠୁ ସହର । ରଙ୍ଗୀନ ଆଲୋକମାଳା, ଆକର୍ଷଣୀୟ ସାଜସଜ୍ଜାରେ ଝଲସୁଛି ପୂଜା ମଣ୍ଡପ । ତେବେ ଆଜି…
ପାଟଣା ସାହି ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ରାଜଧାନୀର ପାଟଣା ସାହି ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ସେଠାରେ ପହଞ୍ଚି ମାଆଙ୍କର ଆଳତି କରିଛନ୍ତି। ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। ପାଟଣା ସାହି ପୂଜାମଣ୍ଡପରେ ସେଠାକାର ବିଶେଷାଙ୍କ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି…