Browsing Category

Culture

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ। ଓଡିଆ ପରମ୍ପରା ଅନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହେବ। ଆଜି ଠାରୁ ଶ୍ରୀମନ୍ଦିର ପ୍ରଚଳନ ହେବ ନୂଆ ପାଞ୍ଜି। ଦୋଳ ପୂର୍ଣ୍ଣିମାରେ ଦୋଳ ଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜିକୁ ଶ୍ରୀମନ୍ଦିରରେ ପ୍ରଚଳନ କରାଯିବ। ଏଥିସହ…

ଜ୍ୟରେ ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ…

ଏପ୍ରିଲ ୧୪ ତାରିଖରେ ସାରା ରାଜ୍ୟରେ ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଳିତ ହେବ। ଏହି ପର୍ବକୁ କିପରି ଶାନ୍ତିଶୃଙ୍ଖଳାର ସହ ପାଳନ କରାଯିବ ସେଥିପାଇଁ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟ ଠାରେ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, ଆଜି ମା’ଙ୍କ ନଗର ପରିକ୍ରମାରେ ବାହାରିବେ

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରାକୁ ନେଇ ଉତ୍ସବ ମୁଖର ବ୍ରହ୍ମପୁର ସହର । ଆଜି ମା’ଙ୍କ ଯାତ୍ରାର ଦଶମ ଦିନ । ସକାଳୁ ସକାଳୁ ମା'ଙ୍କୁ ଅସ୍ଥାୟୀ ପୀଠରେ ଦର୍ଶନ କରିବା ପାଇଁ ଭକ୍ତଙ୍କ ଭିଡ଼ ଲାଗିଲାଣି । ନଡ଼ିଆ କଦଳୀ ସହ ବିଭିନ୍ନ ଫଳମୂଳ ଧରି ମା'ଙ୍କୁ ପୂଜାର୍ଚ୍ଚନା କରିବା ପାଇଁ ଭକ୍ତମାନେ…

ଆଜିର ରାଶିଫଳ

ମେଷ: ବ୍ୟବସାୟ କାମରେ ବଡ଼ ସହରକୁ ଯାଇପାରନ୍ତି। ଅଜଣା ବ୍ୟକ୍ତିଙ୍କ ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁ ନାହିଁ। ନବ ଦମ୍ପତ୍ତି ଭବିଷ୍ୟତକୁ ନେଇ ଯୋଜନା କରିବେ। ‌ ବୃଷ: ଜ୍ଞାନ ଓ ବୁଦ୍ଧି ବଳ ପ୍ରୟୋଗ କରନ୍ତୁ ସଫଳତା ପାଇବେ। ଯେଉଁ ଫିଲ୍ମ କଳାକାର ସଂଘର୍ଷ କରୁଛନ୍ତି ସେମା‌ନଙ୍କ…

ପ୍ରସିଦ୍ଧ ଚନ୍ଦନେଶ୍ଵର ଚଡକ ମେଳାର ଚତୁର୍ଥ ଅର୍ଘ୍ୟ,ଉପବାସଧାରୀ ଭକ୍ତଙ୍କ ସଂଖ୍ୟା ୩ ଲକ୍ଷ ପାର

ପ୍ରସିଦ୍ଧ ଚନ୍ଦନେଶ୍ଵର ଚଡକ ମେଳାର ଚତୁର୍ଥ ଅର୍ଘ୍ୟ । ଉପବାସଧାରୀ ଭକ୍ତଙ୍କ ସଂଖ୍ୟା ୩ ଲକ୍ଷ ପାର କରିଛି ।  ଆସନ୍ତାକାଲି ବାବାଙ୍କ ସ୍ୱତନ୍ତ୍ର ପର୍ବ ନୀଳ ପର୍ବ ଥିବାରୁ ଭକ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି ।  ସୁରକ୍ଷା ଦୃଷ୍ଟିରୁ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ…

ପୁରୀରେ ଜମୁଛି ସାହିଯାତ,ଦେଖିବାକୁ ମିଳିଥିଲା ଶ୍ରୀରାମଙ୍କ ବନବାସ ଯାତ୍ରାର କଥାବସ୍ତୁ

ପୁରୀରେ ଜମୁଛି ସାହିଯାତ । ଶ୍ରୀରାମଙ୍କ ବନବାସ ଯାତ୍ରାର କଥାବସ୍ତୁ ସାହିଯାତରେ ଦେଖିବାକୁ ମିଳିଥିଲା । ମାର୍କଣ୍ଡେଶ୍ବର ସାହିର ଭଗବତୀକୋଟ ଆଖଡ଼ା ପକ୍ଷରୁ ସାହିଯାତ ବାହାରି ସାହି ପରିକ୍ରମା କରିଥିଲା । ସନ୍ଧ୍ୟା ଧୂପ ପରେ ଦକ୍ଷିଣିଘର ପୂଜା ହୋଇ ଆଜ୍ଞାମାଳ ବିଜେ ହୋଇଥିଲା । ପରେ ରାମ,…

ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ

ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ। ମଙ୍ଗଳବାର ବ୍ରହ୍ମପୁର ଗସ୍ତରେ ଯାଇଥିବା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏସମ୍ପର୍କରେ ସୂଚନା ଦେଇଛନ୍ତି। ଚଳିତ ସପ୍ତାହରେ ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। ପରିଚାଳନା କମିଟିର ପ୍ରସ୍ତାବ ଓ…

ବ୍ରହ୍ମପୁର ଠାକୁରାଣୀ ଯାତ୍ରାର ଆଜି ପଞ୍ଚମ ଦିନ,ମାଆଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ଧର୍ମଝଣ୍ଡା ସ୍ଥାପନ

ବ୍ରହ୍ମପୁର ଠାକୁରାଣୀ ଯାତ୍ରାର ଆଜି ପଞ୍ଚମ ଦିନ । ପରମ୍ପରା ଅନୁଯାୟୀ ଆଜି ମାଆଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ଧର୍ମଝଣ୍ଡା ସ୍ଥାପନ ହୋଇଛି । ଯାତ୍ରାର ତୃତୀୟ ଦିନ ସନ୍ଧ୍ୟାରୁ ମାଆ ସହର ପରିକ୍ରମା ଆରମ୍ଭ କରିଛନ୍ତି ।  ପରିକ୍ରମାରେ ବାହାରି ମାଆ ପ୍ରଥମେ ମହୁରୀ ଗଡ଼ ରାଜାଙ୍କ ରାଜବାଟୀରେ…

ଆଜି ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ

ଆଜି ପବିତ୍ର ରାମନବମୀ । ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ । ରାମନବମୀକୁ ଧୁମଧାମରେ ପାଳନ ପାଇଁ ସାରା ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମସ୍ଥଳୀ…

ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ

ଆଜି ପବିତ୍ର ଅଶୋକାଷ୍ଟମୀ। ଏହି ଅବସରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ ହୋଇଛି। ଅଣଲେଉଟା ରଥରେ ବାହାରିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସେଇଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଏକାମ୍ରକ୍ଷେତ୍ର। ମହାପ୍ରଭୁଙ୍କ ନୀତିନିର୍ଘଣ୍ଟ ସମ୍ପନ୍ନ  ପରେ ରଥଟଣା ଆରମ୍ଭ ହୋଇଛି। ଆଜି…