Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
Culture
ତିରୁପତି ମନ୍ଦିର ଲଡୁ ବିବାଦ
ତିରୁପତି ଲଡୁରେ ପଶୁ ଚର୍ବି ମିଶିଥିବା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଏହି ମାମଲାର ଯାଞ୍ଚ ପାଇଁ ଏକ ନୂତନ ସ୍ବତନ୍ତ୍ର ଏସଆଇଟି ଗଠନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ସୂଚନାରୁ ଜଣାପଡିଛି, ଗତ ଶୁଣାଣି ସମୟରେ ଜଷ୍ଟିସ ଗଭଇ ମନ୍ତବ୍ୟ ଦେଇଛନ୍ତି ଯେ ଭଗବାନଙ୍କୁ…
ପାର୍ବଣ ଋତୁରେ ଡିଜେକୁ ମିଳିଲା ଗ୍ରୀନ୍ ସିଗନାଲ
ଦୁର୍ଗାପୂଗା ଅବସରରେ ଡିଜେ ବାଜିବା ପାଇଁ ଗ୍ରୀନ ସିଗନାଲ ଦେଇଛନ୍ତି ଅଦାଲତ । କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ଉଚ୍ଚ ନ୍ୟାୟାଳୟ । ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ମିଳିବା ପରେ ପାର୍ବଣର ଉତ୍ସାହ ଦ୍ୱିଗୁଣିତ ହୋଇଛି । ଏଣିକି କଟକ ସହରରେ…
ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ
ସମ୍ବଲପୁର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଆଜି ମା’ ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା’ ସମଲେଶ୍ବରୀଙ୍କୁ…
ଆଜିଠୁ ମା’ଙ୍କ ନବରାତ୍ରୀ ପୂଜା
ଆଜିଠୁ ମା’ଙ୍କ ନବରାତ୍ରୀ ପୂଜା । ଏଥିପାଇଁ ସାରା ଦେଶର ପ୍ରସିଦ୍ଧ ଶକ୍ତିପୀଠ ଚଳଚଞ୍ଚଳ ହୋଇଉଠିଛି । ସାରା ଦେଶରେ ଭୋର ସମୟରୁ ମା'ଙ୍କ ପୂଜାର୍ଚ୍ଚନା କରାଯାଉଛି । ଆମ ରାଜ୍ୟର ବିଭିନ୍ନ ଶକ୍ତି ପୀଠ ଗୁଡିକରେ ଶ୍ରଦ୍ଧାଳୁ ମାନଙ୍କ ଭିଡ ବଢିବାରେ ଲାଗିଛି । ନିଜର ମନସ୍କାମନା ପୂରଣ ପାଇଁ…
ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ
ସମ୍ବଲପୁରର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ଲାଗି ରହିଛି।ମାଁ ବର୍ଷସାରା ଲାଲ ରଙ୍ଗରେ ଦର୍ଶନ…
ଆଜି ମହାଳୟା ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ
ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ପୁରୀ, ଭୁବନେଶ୍ବର, ଯାଜପୁର ଆଦି ବିଭିନ୍ନ ସ୍ଥାନରେ ପିତୃପକ୍ଷ ପିଣ୍ଡଦାନ କରାଯାଇଛି। ଇନ୍ଦୁ ପୂର୍ଣ୍ଣିମା ଠାରୁ ପିତୃପକ୍ଷ ଅବସରରେ ଯାଜପୁରର ନାଭିଗୟା ଠାରେ ଦୈନିକ ଶହଶହ ଶ୍ରଦ୍ଧାଳୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସି ପିଣ୍ଡଦାନ…
ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ
ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀ ଭକ୍ତଙ୍କୁ ଧଵଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ବର୍ଷ ତମାମ ସିନ୍ଦୁର ବର୍ଣ୍ଣରେ ଦର୍ଶନ ଦେଉଥିବା ମାଆ ସମଲେଶ୍ୱରୀ କେବଳ ମହାଳୟାରେ ଶ୍ୱେତବର୍ଣ୍ଣରେ ଦର୍ଶନ ଦେଇଥାନ୍ତି । ମହାଳୟାରେ ପିତୃପୁରୁଷଙ୍କୁ ପିଣ୍ଡ ଦାନ ପରେ ଗଙ୍ଗା…
୧୪ରୁ ଶ୍ରୀମନ୍ଦିରରେ ରାଧାଦାମୋଦର ବେଶ
କାର୍ତ୍ତିକ ମାସ ବାଳଧୂପ ନୀତି ସହ ମହାପ୍ରଭୁଙ୍କ ରାଧା ଦାମୋଦର (ରାଈଦାମୋଦର) ବେଶ ଆରମ୍ଭ ହେବ। ପ୍ରତିବର୍ଷ ଭଳି ଚଳିତବର୍ଷ ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ମାସେ ବ୍ୟାପୀ ପ୍ରତିଦିନ ଶ୍ରୀବିଗ୍ରହ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ…
ହବିଷ୍ୟାଳୀ ଯୋଜନା
ଚଳିତ ବର୍ଷ ହବିଷ୍ୟାଳୀ ଯୋଜନାରେ ୨ ହଜାର ୫୦୦ ହବିଷ୍ୟାଳୀଙ୍କ ପାଇଁ ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ହୋଇଛି । ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ହବିଷ୍ୟାଳୀ ଯୋଜନାକୁ ଅନୁମତି ମିଳିଛି । ଆସନ୍ତା ମାସ ୧୮ ତାରିଖରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ସପ୍ତାହରୁ ହବିଷ୍ୟାଳୀ…
ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ମନ୍ଦିର ଏବଂ ଉଦ୍ୟାନର ଉଦ୍ଘାଟନ କରିବେ ରାଷ୍ଟ୍ରପତି
ଐତିହାସିକ ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର, ଶିବ ମନ୍ଦିର, ହନୁମାନ ମନ୍ଦିର ଏବଂ ଉଦ୍ୟାନର ଉଦ୍ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଡିସେମ୍ବର ୧୨ରେ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଷ୍ଟ୍ରପତିଙ୍କ ସହ ଏହି କାର୍ଯ୍ୟରେ ସମ୍ମାନିତ…