Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Culture
କାଲିଠୁ ଝଟକିବେ ଜଗଜ୍ଜନନୀ ମାଆ ଦୁର୍ଗା, ଚଳଚଞ୍ଚଳ ହେବ ରାଜ୍ୟର ସମସ୍ତ ଶକ୍ତିପୀଠ
ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଷୋଡ଼ଶ ପୂଜା । ଏଥିପାଇଁ ଚଳଚଞ୍ଚଳ ହେଲାଣି ରାଜ୍ୟର ସବୁ ଶକ୍ତିପୀଠ । ଚଣ୍ଡୀପାଠ ଓ ମନ୍ତ୍ର ଉଚ୍ଚାରଣରେ କମ୍ପିବ ଶକ୍ତିପୀଠ । କଟକର ଗଡ଼ଚଣ୍ଡୀ, କଟକ ଚଣ୍ଡୀ, ଝଙ୍କଡ଼ର ମା’ ଶାରଳା, ଯାଜପୁରର ବିରଜା, ବାଙ୍କୀର ଚର୍କିକା ଭଳି ସବୁ ଶକ୍ତି…
ବଦଳିଲା ବାଲିଯାତ୍ରା ନାଁ
ବଦଳିଲା ବାଲିଯାତ୍ରା ନାଁ। ନଭେମ୍ବର ୫ରୁ ଆରମ୍ଭ ହେବାକୁ ଥିବା ବାଲିଯାତ୍ରାରେ ଚଳିତ ଥର ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଏଥର ବାଲିଯାତ୍ରା ନାମ ବଦଳାଇବାକୁ ନିଷ୍ପତ୍ତି ନିଆଯାଇଛି। ଏହି ମେଳାର ନୂଆ ନାମ ହେଲା 'ଐତିହାସିକ ବାଲିଯାତ୍ରା କଟକ ୨୦୨୫' । ଆଗରୁ କେବଳ ଐତିହାସିକ ବାଲିଯାତ୍ରା…
ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ
ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବ। ଏହି କାମ ଚଳିତ ମାସରେ କରାଯିବା ପାଇଁ ଚେଷ୍ଟା କରାଯାଉଛି।…
ଆଜି ଠୁ ପିତୃପକ୍ଷ ଆରମ୍ଭ
ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି ସୋମବାରଠାରୁ ପିତୃପକ୍ଷ ଆରମ୍ଭ ହେବ। ଏହା ୧୫ ଦିନ ଅର୍ଥାତ୍ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ। ପିତୃପକ୍ଷ ଅବସରରେ ତୀର୍ଥରାଜ ମହୋଦଧି, ଶ୍ୱେତଗଙ୍ଗା, ମାର୍କଣ୍ଡେୟ,…
ପିତୃପକ୍ଷ ଆରମ୍ଭ
ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ସମୟକୁ ବା ପକ୍ଷକୁ ପିତୃପକ୍ଷ କୁହାଯାଏ । ଏହି ସମୟ ପିତୃ ଉପାସନାର ପ୍ରକୃଷ୍ଟ ସମୟ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି । ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦ ତିଥି ରୁ ପିତୃପକ୍ଷ ଆରମ୍ଭ ହୁଏ । ହିନ୍ଦୁ ଶାସ୍ତ୍ର ଅନୁଯାୟୀ ମୃତ…
ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଶିକ୍ଷକମାନଙ୍କର ମନର ଯତ୍ନ ପାଇଁ ସମର୍ପଣ ଏକ ଦୃଢ଼ ଏବଂ ଉଜ୍ଜ୍ୱଳ ଭବିଷ୍ୟତର ମୂଳଦୁଆ। "ଆମେ ଡକ୍ଟର ଏସ. ରାଧାକ୍ରିଷ୍ଣନଙ୍କ ଜନ୍ମବାର୍ଷିକୀରେ ତାଙ୍କ ଜୀବନ ଏବଂ ଚିନ୍ତାଧାରା…
ଗୁରୁ ହିଁ ସାକ୍ଷାତ ଈଶ୍ବର
ଗୁରୁ ବ୍ରହ୍ମା, ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର; ଗୁରୁ ସାକ୍ଷାତ୍ ପରମ୍ ବ୍ରହ୍ମ, ତସ୍ମୈଶ୍ରୀ ଗୁରବେ ନମଃ ।
ଗୁରୁଦିବସ ବା ଶିକ୍ଷକ ଦିବସ ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଏକ ବିଶେଷ ଦିବସ । ଭାରତରେ ଦ୍ୱିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ (ସେପ୍ଟେମ୍ବର ୫)…
ସେପ୍ଟେମ୍ବର 7ରୁ ଆରମ୍ଭ ହେଉଛି ପିତୃପକ୍ଷ
ହିନ୍ଦୁ ଶାସ୍ତ୍ର ଅନୁଯାୟୀ ମୃତ ପ୍ରେତାତ୍ମାମାନଙ୍କୁ ଶ୍ରାଦ୍ଧ ତର୍ପଣ ଦିଆଯିବାର ଏକ ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ସମୟକୁ ବା ପକ୍ଷକୁ ପିତୃପକ୍ଷ କୁହାଯାଏ । ଏହି ସମୟ ପିତୃ ଉପାସନାର ପ୍ରକୃଷ୍ଟ ସମୟ ବୋଲି…
ଆଜି ପାର୍ଶ୍ୟ ପରିବର୍ତ୍ତିନ ଏକାଦଶୀ : କଣ ରହିଛି ରହସ୍ୟ
ଭାଦ୍ରବ ମାସର ଶୁକ୍ଳ ପକ୍ଷ ଏକାଦଶୀକୁ ପାର୍ଶ୍ୟ ପରିବର୍ତ୍ତିନ ଏକାଦଶୀ ବା ପଦ୍ମା ଏକାଦଶୀ ରୂପେ ପାଳନ କରାଯାଏ । ବର୍ଷକୁ ପଡୁଥିବା ୪ଟି ବଡ଼ ଏକାଦଶୀ ମଧ୍ୟରୁ ଏହି ଏକାଦଶୀ ଅନ୍ୟତମ । ଧାର୍ମିକ ମାନ୍ୟତା ଅନୁଯାୟୀ ଏହି ଦିନ ଭଗବାନ ବିଷ୍ଣୁ ଯୋଗନିଦ୍ରାରେ ରହି ନିଜର ପାର୍ଶ୍ଵ ପରିବର୍ତ୍ତନ…
ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ
ପୁରୀ ଶ୍ରୀମନ୍ଦିରରେ ମଙ୍ଗଳବାର ଏକ ଭିନ୍ନ ଘଟଣା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ନୀଳଚକ୍ର ଉପରେ ହଠାତ୍ ଏକ ଚିଲ ବସିଥିବା ଦେଖାଯାଇଥିଲା । ପତିତପାବନବାନା ଉପରେ ଚିଲଟି ବସିଥିଲା । ଦୀର୍ଘ ସମୟ ଧରି ନୀଳଚକ୍ର ଉପରେ ଚିଲଟି ବସିବା ପରେ ସେଠାରୁ ଉଡି ଯାଇଥିଲା । ବଡଦାଣ୍ଡରେ ଲୋକେ ଏକାଠି…