Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Culture
କଂସ କୁ ବଧ କରିବାକୁ ଆସୁଛନ୍ତି ବାଳ ଗୋପାଳ !
ହିନ୍ଦୁ ଧର୍ମରେ ଜନ୍ମାଷ୍ଟମୀ ପର୍ବର ବିଶେଷ ମହତ୍ତ୍ୱ ରହିଛି । ଭଗବାନ ବିଷ୍ଣୁଙ୍କ ଅଷ୍ଟମ ଅବତାର ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବକୁ ପାଳନ କରିବା ପାଇଁ ଏହି ପର୍ବ ପାଳନ କରାଯାଏ । ଜନ୍ମାଷ୍ଟମୀ ଦିନ ଶ୍ରୀକୃଷ୍ଣଙ୍କୁ ବାଳ ଗୋପାଳ ରୂପରେ ପୂଜା କରାଯାଏ । ଏହା ସାରା ଦେଶରେ ଖୁବ ହର୍ଷ,…
ଆଜିଠୁ ବୁଧେଇ ଓଷା ଆରମ୍ଭ
ଆଜିଠୁ ଆରମ୍ଭ ହେଉଛି ବୁଧେଇ ଓଷା । ଓଡିଶାରେ ପାଳନ ହେଉଥିବା ଅନେକ ବ୍ରତ ମଧ୍ୟରେ ଏହା ବେଶ୍ ଭିନ୍ନ ଓ ସ୍ୱତନ୍ତ୍ର ମଧ୍ୟ । ଭାଦ୍ରବ ମାସର ପ୍ରତି ବୁଧବାରରେ ଏହି ଓଷା ପାଳିତ ହୁଏ । କେହି ଏହାକୁ ଗହ୍ମାପୂର୍ଣ୍ଣିମାରୁ ଇନ୍ଦୁପୂର୍ଣ୍ଣିମା ମଧ୍ୟରେ ମନାଇ ଥାଆନ୍ତି ତ ପୁଣି କେହି ଭାଦ୍ରବ…
ଆସନ୍ତାକାଲି ବନକଲାଗି ନୀତି
ଆସନ୍ତାକାଲି ବନକଲାଗି ନୀତି ସମୟରେ ମହାପ୍ରଭୁଙ୍କର ସାଧାରଣ ଦର୍ଶନ ବନ୍ଦ ରଖାଯାଇ ବିଧି ବିଧାନ ସହ ଏହି ନୀତି ପାଳନ କରାଯାଇଥାଏ। ତେବେ ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାନୁଯାୟୀ,…
ପବିତ୍ର ଗହ୍ମା ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି…
ଆଜି ଶ୍ରାବଣ ମାସର ଶେଷ ସୋମବାର
ଭୁବନେଶ୍ଵର: ଆଜି ଶ୍ରାବଣ ମାସର ଶେଷ ସୋମବାର। ଏଥିଲାଗି ରାଜ୍ୟର ସମସ୍ତ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଲାଗିରହିଥିବା ଦେଖିବାକୁ ମିଳୁଛି। ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ଭୋର ସମୟରୁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଦୂର ଦୂରାନ୍ତରୁ ପାଣି ଆଣି ଆସୁଥିବା କାଉଡିଆ…
ଆଜି ଶ୍ରାବଣ ମାସର ଶେଷ ସୋମବାର
ଆଜି ଶ୍ରାବଣ ମାସର ଶେଷ ସୋମବାର। ଜଳ ଲାଗି ପାଇଁ ରାଜ୍ୟର ସବୁ ଶିବ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ମନସ୍କାମନା ପୂରଣ ଆଶାରେ ଲମ୍ବା ଧାଡିରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳ ଲାଗି କରୁଛନ୍ତି କାଉଡିଆ। ବୋଲ ବମ୍ ହର ହର ବମ୍ ଧ୍ବନୀରେ ପ୍ରକମ୍ପିତ ହେଉଛି ପୁରା ପରିବେଶ ।…
ଆଜି ରାକ୍ଷୀପୂର୍ଣ୍ଣିମା
ଭାଇ ଓ ଭଉଣୀଙ୍କ ଅବିସ୍ମରଣୀୟ ପ୍ରେମ ‘ରକ୍ଷାବନ୍ଧନ’। ଏହା ଭାଇ ଓ ଭଉଣୀଙ୍କ ମଧ୍ୟରେ ଏକ ପବିତ୍ର ପ୍ରେମ ଓ ପରସ୍ପରଙ୍କ ପ୍ରତି ସମ୍ମାନର ପ୍ରତୀକ। ଏହାକୁ ଭାଇମାନେ ତାଙ୍କ ଭଉଣୀ ହାତରୁ ରାକ୍ଷୀ ବାନ୍ଧି ସାରା ଜୀବନ ରକ୍ଷା କରିବାକୁ ପ୍ରତିଜ୍ଞା କରନ୍ତି ଏବଂ ଉପହାର ସହିତ ପାଳନ କରନ୍ତି।ପୁରାଣରେ…
ଭକ୍ତଙ୍କୁ ମାଗଣା ମହାପ୍ରସାଦ
ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ ମିଳିବ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ବୟାନ ରଖିଛନ୍ତି। ଭକ୍ତଙ୍କୁ ମାଗଣା ଅବଢ଼ା ଦେବାକୁ ବ୍ୟବସ୍ଥା କରାଯାଉଛି। ପ୍ରତିଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଛନ୍ତି, ସମସ୍ତଙ୍କୁ ମାଗଣା ମହାପ୍ରସାଦ…
ମାଗଣାରେ ମିଳିବ ମହାପ୍ରସାଦ
ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ସମସ୍ତ ଭକ୍ତଙ୍କୁ ମାଗଣାରେ ବଣ୍ଟନ କରାଯିବ ମହାପ୍ରସାଦ। ଏନେଇ ଯୋଜନା ରଖିଛନ୍ତି ରାଜ୍ୟ ସରକାର। ପୁରୀରେ ରଥ ସେବା ସମ୍ମାନ-୨୦୨୪ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ତେବେ କେବଠୁ ଓ କେମିତି ଦିଆଯିବ…
ସୂର୍ଯ୍ୟ ଦେବଙ୍କୁ ଅର୍ପଣ କରନ୍ତୁ ଏହି ଜିନିଷ
ରବିବାର ଦିନ ସୂର୍ଯ୍ୟଦେବଙ୍କୁ ସମର୍ପିତ କରାଯାଇଥାଏ। ଏହି ଦିନ ଭଗବାନ ଭାସ୍କର ବା ସୂର୍ଯ୍ୟଦେବଙ୍କୁ ପୂଜା କରିବା ଦ୍ୱାରା ସୁଖ-ସମୃଦ୍ଧି ବୃଦ୍ଧି ପାଇଥାଏ। ହିନ୍ଦୁ ଧର୍ମରେ ପ୍ରତିଦିନ ସୂର୍ଯ୍ୟଦେବକୁ ଜଳ ପ୍ରଦାନ କରିବା ଲାଭଦାୟକ ହୋଇଥାଏ। ହେଲେ ଯଦି ଆପଣ ପ୍ରତିଦିନ ସୂର୍ଯ୍ୟ ଦେବଙ୍କ ପୂଜା…