Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Culture
ଶ୍ରୀମନ୍ଦିରରେ ଆଜି ବାମନ ଜନ୍ମ ନୀତି
ଶ୍ରୀମନ୍ଦିରରେ ଆଜି ବାମନ ଜନ୍ମ ନୀତି । ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ…
ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ
ଆସନ୍ତାକାଲି ଅର୍ଥାତ୍ ରବିବାର ପବିତ୍ର ଭାଦ୍ରବ ଶୁକ୍ଳପକ୍ଷର ଶ୍ରବଣା ଦ୍ୱାଦଶୀ ତିଥି। ଏହି ତିଥିର ମାହାତ୍ମ୍ୟ ହେଉଛି ଶ୍ରୀଦିବ୍ୟସିଂହ ଦେବ ମହାରାଜାଙ୍କ ନୂତନ ଅଙ୍କ ଆରମ୍ଭ, ସୁନିଆଁ, ସର୍ବସମ୍ମତ ବାମନ ଜନ୍ମ, ଶ୍ରୀମନ୍ଦିରରେ ବାମନ ଜନ୍ମ, ଶକ୍ରଧ୍ୱଜ ଉତ୍ଥାପନ, ଇନ୍ଦ୍ରଧ୍ୱଜ ପୂଜା, ଗରୁଡ଼…
ଆସନ୍ତା ୧୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ହେବ
ଆସନ୍ତା ୧୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ହେବ। ଏଥିଲାଗି ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ଏକ କମିଟି ରତ୍ନଭଣ୍ଡାର ଯାଞ୍ଚ କରିବ ବୋଲି ଜଣାଯାଇଛି।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ୧୮ ତାରିଖ ଦିନ ଗୋଟାଏ ରୁ…
ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କୁ ଲାଗି ହେବ ନବାନ୍ନ
ଆଜି କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ୱରୀଙ୍କୁ ଲାଗି ହେବ ନବାନ୍ନ। ସକାଳ ୮ଟା ୨୦ରୁ ୯ଟା ୪୦ ମଧ୍ୟରେ ନବାନ୍ନ ଲାଗି ହେବ ବୋଲି ଜଣାଯାଇଛି। ନବାନ୍ନ ଲାଗି ପରେ ୧୨ଟା ଭିତରେ ଲୋକେ ନୂଆ ଖାଇବେ। ଏଥିଲାଗି ମା’ଙ୍କ ପାଖରେ ସ୍ବତନ୍ତ୍ର ନୀତିକାନ୍ତି ହେଉଛି। କଳାହାଣ୍ଡିର ଗଡ଼ଜାତ…
ନୂଆଁଖାଇରେ ନୂଆଁ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ନୂଆଁଖାଇରେ ନୂଆଁ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏହି ଅବସରରେ ସେ…
ଆଜି ନୂଆଁଖାଇ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପର୍ବ। ଏହି ଦିନ ମା ସମଲେଶ୍ୱରୀଙ୍କ ପାଖେ ନବାନ୍ନା ଲାଗି ହୋଇଥାଏ। ତେବେ ପ୍ରତିଘରେ ନୂଆ ଖାଇବା ସହ ନୂଆ ପିନ୍ଧି ପରସ୍ପରକୁ ପିଲାଠୁ ବୁଢା ଯାଏଁ ଶୁଭେଚ୍ଛା ଜଣାଇବେ। ପଶ୍ଚମ ଓଡ଼ିଶା ପରମ୍ପରା ଅନୁଯାୟୀ, ସକାଳ ୯ଟା ୧୨ମିନିଟରୁ ୯ଟା ୨୭ ମିନିଟ ମଧ୍ୟରେ ମାଆଙ୍କ…
ଆଜି ଧରାପୃଷ୍ଠକୁ ଅବତରଣ କରିବେ ପ୍ରଭୁ ଗଜାନନ
ଧରାପୃଷ୍ଠକୁ ଅବତରଣ କରିବେ ପ୍ରଭୁ ଗଜାନନ । ସାରା ଭାରତରେ ଧୁମଧାମରେ ପାଳନ ହେବ ପବିତ୍ର ଗଣେଶ ଚତୁର୍ଥୀ ।ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ପ୍ରଭୁ ଶ୍ରୀଗଣେଶଙ୍କ ଜନ୍ମ । ଯାହାକୁ ଗଣେଶ ଚତୁର୍ଥୀ କୁହାଯାଇଥାଏ । ଏହି ଦିନ ଖୁବ୍ ଧୁମଧାମରେ ବିଘ୍ନେଶ୍ୱରଙ୍କର ସ୍ଥାପନା କରାଯାଇଥାଏ…
ଲାଲବାଗ ରାଜାଙ୍କୁ ୨୦ କିଲୋଗ୍ରାମ ସୁନାରେ ନିର୍ମିତ ମୁକୁଟ ଦାନ କରିଛି ରିଲାଏନ୍ସ ଫାଉଣ୍ଡେସନ
ଗଣେଶ ଚତୁର୍ଥୀରେ ଗଜାନନଙ୍କୁ ସ୍ୱାଗତ ପାଇଁ ସାରା ଦେଶରେ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁମ୍ବାଇର ପ୍ରସିଦ୍ଧ 'ଲାଲବାଗ ରାଜା'ଙ୍କ ପ୍ରତିମୂର୍ତ୍ତିରୁ ଏହି ପରଦା ହଟାଇ ଦିଆଯାଇଛି। ଏଥର ବାପ୍ପା ମାରୁନ ରଙ୍ଗର ପାଟବସ୍ତ୍ର ପିନ୍ଧିଥିବାବେଳେ ଏକ ସୁନା ମୁକୁଟ ପିନ୍ଧିଥିବା ଦେଖିବାକୁ ମିଳିଛି |…
ଗୁୁରୁଦିବସରେ ଶିକ୍ଷକଙ୍କୁ ଖୁସି ଖବର ଦେଲେ ମାଝୀ ସରକାର
ଗୁରୁଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଗାମୀ ୩ ସପ୍ତାହ ମଧ୍ୟରେ ରାଜ୍ୟରେ ୧୬ ହଜାର ୧୦ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ।
ଶିକ୍ଷକଙ୍କ ଅଭାବ ପୂରଣ ପାଇଁ ରାଜ୍ୟରେ ୨୭ ହଜାର ୧୯୭ ଶିକ୍ଷକଙ୍କୁ…
କେଉଁ ଦିନ ପାଳନ ହେବ ବିଶ୍ୱକର୍ମା ପୂଜା?
ବିଶ୍ୱ ବ୍ରହ୍ମାଣ୍ଡର ପ୍ରଥମ ଶିଳ୍ପକାର, ବାସ୍ତୁକାର ବା ଇଞ୍ଜିନିୟର ବୋଲି କୁହାଯାଏ । ଭଗବାନ ଶ୍ରୀକୃଷ୍ଣଙ୍କ ପବିତ୍ର ଦ୍ୱାରକା ନଗରୀକୁ ମଧ୍ୟ ବିଶ୍ୱକର୍ମା ହିଁ ନିର୍ମାଣ କରିଥିଲେ । ଏହାବ୍ୟତୀତ ଦେବାଦେବୀଙ୍କ ପାଇଁ ନାନାଦି ଅସ୍ତ୍ରଶସ୍ତ୍ର ମଧ୍ୟ ପ୍ରସ୍ତୁତ କରିଥିଲେ ପ୍ରଭୁ ବିଶ୍ୱକର୍ମା ।…