Browsing Category

Culture

ହୁଣ୍ଡି ସ୍ଥାନାନ୍ତର ପରେ ଫେବୃଆରୀ ପହିଲାରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇପାରେ

ଫେବୃଆରୀ ପହିଲାରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇପାରେ ବୋଲି  ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀମନ୍ଦିରରେ ନୂତନ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ତାରିଖ ପୁନର୍ବାର ଘୁଞ୍ଚିବାକୁ ନେଇ ଚର୍ଚା ଜୋର ଧରିଛି । ହୁଣ୍ଡି ସ୍ଥାନାନ୍ତର ପାଇଁ କିଛି ଅନୁମତି ଜରୁରୀ।…

ଶ୍ରୀମନ୍ଦିର କର୍ମଚାରୀ ଓ ଅଧିକାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଜାରି

ଶ୍ରୀମନ୍ଦିର କର୍ମଚାରୀ ଓ ଅଧିକାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଜାରି ହୋଇଛି। ୫ ସୂତ୍ରୀ କାର୍ଯ୍ୟବଳୀ ଅନୁପାଳନ ପାଇଁ ମୁଖ୍ୟ ପ୍ରଶାସକ ପରାମର୍ଶ ଦେଇଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଜାରି କରିଥିବା ୫ ସୂତ୍ରୀ କାର୍ଯ୍ୟବଳୀ ଅନୁଯାୟୀ ଡ୍ୟୁଟି ସମୟରେ ଗୁଟଖା, ପାନ ଓ ମାଦକ ଦ୍ରବ୍ୟ…

ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଗଠନ ହେବ ସ୍ଵତନ୍ତ୍ର କମିଟି , ଦୁଇରୁ ତିନି ମାସ ଭିତରେ ସରକାରଙ୍କୁ ରିପୋର୍ଟ ପ୍ରଦାନ…

ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଗଠନ ହେବ ସ୍ଵତନ୍ତ୍ର କମିଟି । ଜଣେ ହାଇକୋର୍ଟଙ୍କ ଅବସର ପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ସମସ୍ତ ନିଯୋଗ ଙ୍କ ସହ ଆଲୋଚନା କରି ନିତିକାନ୍ତି ଉପରେ ବିଚାର କରିବେ ।   ବିଭିନ୍ନ ନିଯୋଗ ପାଖରେ ଥିବା ଭିନ୍ନ ଭିନ୍ନ ସେବା ଏବଂ ରେକର୍ଡ ଯାଞ୍ଚ…

ଦୀର୍ଘ ୪୬ ଘଣ୍ଟା ପରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ବାଭାବିକ

ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରୁ ହଟିଲା ଅଚଳାବସ୍ଥା। ଦୀର୍ଘ ୪୬ ଘଣ୍ଟା ପରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ବାଭାବିକ ହୋଇଛି। ସନ୍ଧ୍ୟା ସାଢ଼େ ୬ଟାରେ ଦିଅଁଙ୍କୁ ମହାସ୍ନାନ କରାଯିବା ପରେ ମଙ୍ଗଳ ଆଳତି ଓ ଅବକାଶ ନୀତି ସହ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଛି। ଗତ ସୋମବାର ରାତି ୮ଟାରୁ…

ଆଜି ଶ୍ରୀମନ୍ଦିରରେ ବନକଲାଗି, ୫ଘଣ୍ଟା ବନ୍ଦ ରହିବ ଶ୍ରୀଜିଉ ମାନଙ୍କ ଦର୍ଶନ

ଆଜି ଶ୍ରୀମନ୍ଦିରରେ ବନକଲାଗି, ୫ଘଣ୍ଟା ବନ୍ଦ ରହିବ ଶ୍ରୀଜିଉ ମାନଙ୍କ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଶ୍ରୀଜିଉ ମାନଙ୍କର ବନକ ଲାଗି କରାଯିବ । ଶ୍ରୀଜୀଉ ମାନଙ୍କର…

ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବିଭ୍ରାଟ

ଆଜି ମକର ସଂକ୍ରାନ୍ତି ପାଇଁ ଘୃତ୍ୟ କମଳ ଲାଗି ହୋଇଥାଏ। କିନ୍ତୁ ପୁନର୍ବାର ବଡୁ ସେବାୟତ ଏକୁଟିଆ ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ହେଲେ ପୂଜାପଣ୍ଡା ନିଯୋଗ ବିରୋଧ କରିବାରୁ ନୀତିରେ ସହଯୋଗ କରି ନଥିଲେ। ଏଥିପାଇଁ ମହାପ୍ରଭୁ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି ।…

ଆଜି ପବିତ୍ର ମକର ସଂକ୍ରାନ୍ତି , ଘରେ ଘରେ ପ୍ରସ୍ତୁତ ହେଉଛି ମକର ଚାଉଳ

ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଏହାକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ । ଉତ୍ତର ଭାରତରେ ଏହାକୁ ଲୋହରୀ କୁହାଯାଉଥିବା ବେଳେ ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର…

ଆଜିଠୁ ମହାକୁମ୍ଭ ମେଳା

ଆଜିଠୁ ମହାକୁମ୍ଭ ମେଳା । ୧୪୪ ବର୍ଷ ପରେ ଏଭଳି ଅଲୌକିକ ଭାରତୀୟ ସଂସ୍କୃତି, ଆଧ୍ୟାତ୍ମିକ ଓ ଆସ୍ଥାର ପ୍ରତୀକ ହେଉଛି ମହାକୁମ୍ଭ। ଶ୍ରଦ୍ଧାଳୁଙ୍କୁ ସ୍ୱତନ୍ତ୍ର ଅନୁଭୂତି ଦେବାକୁ ସବୁ ପ୍ରକାର ପ୍ରସ୍ତୁତି ହୋଇଛି । ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି । ଜାନୁଆରୀ ୧୩ରୁ…

ପ୍ରୟାଗରାଜରେ ମହାକୁମ୍ଭକୁ ନେଇ ବ୍ୟାପକ ପ୍ରସ୍ତୁତି

ଆସନ୍ତା 13 ତାରିଖଠୁ ମହାକୁମ୍ଭ ଆରମ୍ଭ ହେଉଥିବାରୁ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଦେଇଛି ଉତ୍ତର ପ୍ରଦେଶ ପୋଲିସ । ଏଆଇ ଟୋକନୋଲୋଜିର ଉପଯୋଗ ସହ କୁମ୍ଭମେଳା ସ୍ଥଳରେ ଲାଗିଛି 4 ହଜାର କ୍ୟାମେରା । ସାଇବର ଠକଙ୍କ ଉପରେ ବି ରହିଛି ନଜର । ସିଙ୍ଗଲ ୟୁଜ ପ୍ଲାଷ୍ଟିକ ସମ୍ପୂର୍ଣ୍ଣ ବ୍ୟାନ…

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ପ୍ରଥମ ବର୍ଷ ପୂର୍ତ୍ତି ପାଳିତ

ଅଯୋଧ୍ୟାର ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ଏକବର୍ଷ ପୂରଣ ହୋଇଛି । ଏହି ଅବସରରେ ଆଯୋଧ୍ୟାରେ ଭବ୍ୟ ଆୟୋଜନ କରାଯାଇଛି । ତିନିଦିନ ପର୍ଯ୍ୟନ୍ତ ସାଂସ୍କୃତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଅୟୋଜିତ କରାଯିବ । ରାମମନ୍ଦିରକୁ ୫୦ କ୍ୱିଣ୍ଟାଲ ପୁଷ୍ପରେ ସଜା ଯାଇଛି । ପ୍ରଥମ ବାର୍ଷିକୀ…