Browsing Category

Culture

ଆସନ୍ତାକାଲିଠୁ ବୁଲିପାରିବେ ପ୍ରବାସୀ ଭାରତୀୟ ସମ୍ମେଳନ ପ୍ରଦର୍ଶନୀ

ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମେଳନ  ସରିବା ପରେ ସାଧାରଣ ଲୋକଙ୍କ ପାଇଁ ପ୍ରଦର୍ଶନ ଆଗାମୀ ୧୨ ତାରିଖ ପର୍ଯ୍ୟନ୍ତ ଖୋଲା ରଖାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ଏହି ସୂଚନା ପ୍ରଦାନ କରିଛନ୍ତି। ପ୍ରଦର୍ଶନୀ ବୁଲିବା ପାଇଁ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ।…

ଆଜିଠୁ ବରଗଡ଼ ଧନୁଯାତ୍ରା ଆରମ୍ଭ

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାରରୁ ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ମଧ୍ୟ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ହାଟପଦାସ୍ଥିତ ରାଜ ଦରବାରରେ ଧନୁଯାତ୍ରା…

ଏଣିକି ସିଂହଦ୍ୱାର ଦେଇ ପ୍ରବେଶ କରି ପାରିବେ ଶ୍ରଦ୍ଧାଳୁ, ନୂଆବର୍ଷରେ ଭିଡ଼କୁ ଦୃଷ୍ଟିରେ ରଖି ପଦକ୍ଷେପ ନେଲେ…

ଏଣିକି ସିଂହଦ୍ୱାର ଦେଇ ପ୍ରବେଶ କରି ପାରିବେ ଶ୍ରଦ୍ଧାଳୁ । ନୂଆବର୍ଷରେ ଭିଡ଼କୁ ଦୃଷ୍ଟିରେ ରଖି ପଦକ୍ଷେପ ନେଲେ ଶ୍ରୀମନ୍ଦିର କର୍ତ୍ତୃପକ୍ଷ । ନୂଆବର୍ଷରେ ଶ୍ରଦ୍ଧାଳୁଙ୍କୁ ସହଯୋଗ କରିବାକୁ ଅନୁମତି ପ୍ରଦାନ କରାଯାଇଛି । ଏବେଠାରୁ ହିଁ ଶ୍ରୀମନ୍ଦିରରେ ହେଲାଣି ଶ୍ରଦ୍ଧାଳୁଙ୍କ ସମାଗମ ।…

ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା

ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ। ଏଥିପାଇଁ ଏବେଠୁ ଚଳଚଞ୍ଚଳ ବରଗଡ଼ ସହର। ୧୧ ଦିନର ଯାତ୍ରା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି । ଅଭିନୟକୁ ଜୀବନ୍ତ କରିବା ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି କଳାକାର। ଦେବକୀଙ୍କ ବିବାହ ପାଇଁ ଚିନ୍ତିତ ମହାରାଜ…

ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ

ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ । ଇଂରାଜୀ ନବବର୍ଷ ଏବଂ ଛୁଟି ଯୋଗୁଁ ଆଗାମୀ କିଛି ଦିନ ଧରି ଶ୍ରୀମନ୍ଦିରରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଆଗମନ ତଥା ଭିଡ ଅନୁମାନ କରାଯାଉଛି । ତେଣୁ ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ତଥା ଶ୍ରଦ୍ଧାଳୁଙ୍କ ଦର୍ଶନ…

ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ିଦର୍ଶନ

ଶ୍ରୀମନ୍ଦିର ନାଟମଣ୍ଡପରେ ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ିଦର୍ଶନ। ଏଥିପାଇଁ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିମିଟେଡ୍‌ (ଓବିସିସି) ପକ୍ଷରୁ ନାଟମଣ୍ଡପରେ ୬ଥାକିଆ କାଠରୢାମ୍ପ୍‌ ନିର୍ମାଣ ଆରମ୍ଭ ହୋଇଛି। ଶନିବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.…

ଶ୍ରୀମନ୍ଦିର ଭିତରେ ଗଣ୍ଡଗୋଳ , 2 ସବାୟତଙ୍କୁ କାରଣ ଦର୍ଶାଅ ନୋଟିସ

ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ୨ଜଣ ସେବାୟତଙ୍କୁ ଶନିବାର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ସେମାନେ ହେଲେ ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆ। ଶ୍ରୀମନ୍ଦିର ଆଇନ ୨୧(କ) ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ…

ଶୃଙ୍ଖଳିତ ହେବ ଶ୍ରୀମନ୍ଦିର ନାଟମଣ୍ଡପ ଦର୍ଶନ

ଶ୍ରୀମନ୍ଦିର ନାଟମଣ୍ଡପରେ ଜାନୁଆରିରୁ ଆରମ୍ଭ ହେବାକୁ ଯାଉଛି ନୂଆ ଦର୍ଶନ ବ୍ୟବସ୍ଥା। ନାଟମଣ୍ଡପରେ ବି ଭକ୍ତମାନେ ଧାଡ଼ିରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ନାଟମଣ୍ଡପରେ କାଠରାମ୍ପ୍‌ରେ ୬ଟି ଧାଡ଼ି ବ୍ୟବସ୍ଥା କରାଯିବ। ତିନିଟି ଧାଡ଼ି ଶିଶୁ, ମହିଳା, ବୃଦ୍ଧବୃଦ୍ଧାଙ୍କ ପାଇଁ ଓ ବାକି ତିନିଟି…

ଦିବା ପହୁଡ଼ ନୀତି : ୩ ଘଣ୍ଟା ଦର୍ଶନ ବନ୍ଦ

ଦିବା ପହୁଡ଼ ପାଇଁ ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ପରେ ଆପାତତଃ ଅପରାହ୍ଣ ୨ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦିବା ପହୁଡ଼ ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପହିଲି ଭୋଗ…

ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ

ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ।  କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଜାକିରଙ୍କ…