Browsing Category

Culture

ବାହାରେ ବିକ୍ରି ହେଉଥିବା ଖଜା ମହାପ୍ରସାଦ ନୁହେଁ

ବାହାରେ ବିକ୍ରି ହେଉଥିବା ଖଜା ମହାପ୍ରସାଦ ନୁହେଁ । ଶ୍ରୀମନ୍ଦିର ଭିତରେ ମିଳୁଥିବା ଖଜା ହିଁ ମହାପ୍ରସାଦ । ଯଦି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ବାହାରୁ ଖଜା କିଣୁଛନ୍ତି, ତେବେ ଭଲ ଜିନିଷରେ ତିଆରି ଖଜା ନିଅନ୍ତୁ । କିନ୍ତୁ ମହାପ୍ରସାଦ ଭାବି ଏହାକୁ କିଣନ୍ତୁ ନାହିଁ । ବ୍ୟବସାୟୀ ମାନେ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ

ଆଜି ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ହେବ । ଏଣୁ ଦ୍ବୀତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା 6ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ…

ଆଜି ଛତିଶା ନିଯୋଗ ବୈଠକ

ଆଜି (ମଙ୍ଗଳବାର) ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ।  ଏଥିରେ ରତ୍ନଭଣ୍ଡାର ମରାମତି ସମ୍ପର୍କରେ ଆଲୋଚନା ହୋଇପାରେ। ଏହାସହ ଶ୍ରୀମନ୍ଦିରରେ ପୂଜା ନୀତି ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ କିଭଳି ସହଳ କରାଯାଇ ପାରିବ ସେନେଇ ଆଲୋଚନା ହୋଇ ପରେ ନୀତି ନିର୍ଘଣ୍ଟ…

୧୦ ତାରିଖରେ ଛତିଶା ନିଯୋଗର ବୈଠକ

ଆସନ୍ତା ୧୬ ତାରିଖରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ। ରତ୍ନଭଣ୍ଡାର ମରାମତି ପାଇଁ ଦୈନିକ ୫ରୁ ୬ ଘଣ୍ଟା ସମୟ ଆବଶ୍ୟକ କରୁଛି ଏଏସ୍‌ଆଇ। ତେଣୁ ଆସନ୍ତା ୧୦ ତାରିଖରେ ଛତିଶା ନିଯୋଗର ବୈଠକ ବସିବ। ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ନ ହୋଇ ମରାମତି ପାଇଁ ସମୟ ବାହାର କରାଯିବା…

ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ମରାମତି କରିବା ପାଇଁ ଦିନକୁ ୫ଘଣ୍ଟାର ସମୟ ଆବଶ୍ୟକ। ସୂଚନାଯୋଗ୍ୟ, ଗତ ଜୁଲାଇ…

କୋଣାର୍କ ସୂର୍ଯ୍ୟମନ୍ଦିର ସ୍ଥିତି ପରଖିଲା ଏଏସଆଇ କମିଟି

କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ଭାରତୀୟ ସର୍ବେକ୍ଷଣ ସଂସ୍ଥା ଏଡିଜି ଜାନଭୀଜ ଶର୍ମାଙ୍କ ସମେତ ଏକ କୋର୍‌ କମିଟି ଶନିବାର ଦୀର୍ଘ ୬ ଘଣ୍ଟା ଧରି ସ୍ଥିତି ଅନୁଧ୍ୟାନ କରିବା ସହ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏଡିଜି ଶ୍ରୀ ଶର୍ମାଙ୍କ ସହିତ କନଭେନସନ…

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି

ଶ୍ରୀମନ୍ଦିରରେ ମାର୍ଗଶୀର ଶୁକ୍ଳ ଷଷ୍ଠୀ ଅବସରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି। ମହାପ୍ରଭୁଙ୍କ ମାନବୀୟ ଲୀଳାକ୍ରମରେ ଏହି ନୀତିରେ ଶୀତର ପ୍ରକୋପରୁ ବର୍ତ୍ତିବାକୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା…

ଯାତ୍ରାରେ ଚାଲୁଥିବା ଅଶ୍ଳୀଳ ନୃତ୍ୟ ଖୁବ୍‌ ଶୀଘ୍ର ବନ୍ଦ ହେବ , ରାଜ୍ୟ ସରକାର ଆଣୁଛନ୍ତି ମାର୍ଗଦର୍ଶିକା

ଯାତ୍ରାରେ ବନ୍ଦ ହେବ ପରିବେଷଣ ହେଉଥିବା ଅଶ୍ଳୀଳତା । ଯାତ୍ରାରେ ହେଉଥିବା ଅଶ୍ଳୀଳ ନୃତ୍ୟ ଯୋଗୁଁ ସମାଜ ଉପରେ ଏହାର କୁପ୍ରଭାବ ପଡୁଛି । ଏହାସହ ପଥଭ୍ରଷ୍ଟ ହେଉଛନ୍ତି ଯୁବ ସମାଜ । ଏନେଇ ଶୁକ୍ରବାର ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି । ଉଚ୍ଚଶିକ୍ଷା…

ଭାରତୀୟ ସଂସ୍କୃତି ଏବଂ ପରମ୍ପରା ସହିତ ଆୟୁର୍ବେଦ ଅଙ୍ଗାଙ୍ଗିଭାବେ ଜଡ଼ିତ

ଭାରତୀୟ ସଂସ୍କୃତି ଏବଂ ପରମ୍ପରା ସହିତ ଆୟୁର୍ବେଦ ଅଙ୍ଗାଙ୍ଗିଭାବେ ଜଡ଼ିତ। ଏହା ଜାଣିବାକୁ ହେଲେ ଆମକୁ ବହୁତ ଦୂର ଯିବାକୁ ପଡ଼ିବ ନାହିଁ। ପ୍ରଭୁ ଜଗନ୍ନାଥଙ୍କ ନୀତିକାନ୍ତିକୁ ଅଧ୍ୟୟନ କଲେ ଆମେ ଏହାକୁ ଜାଣିପାରିବା। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେଇ…

କୋଣାର୍କ ଉତ୍ସବ ଦ୍ୱିତୀୟ ସନ୍ଧ୍ୟା : ଶାସ୍ତ୍ରୀୟ ଓଡ଼ିଶୀ ଓ ମଣିପୁରୀ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ

କୋଣାର୍କ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଶାସ୍ତ୍ରୀୟ ଓଡ଼ିଶୀ ଓ ମଣିପୁରୀ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ ହୋଇଥିଲେ। ଦ୍ୱିତୀୟ ସନ୍ଧ୍ୟାରେ ଅତିଥି ଭାବେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ, ପୂର୍ବତଟ ରେଳ ମହାପ୍ରବନ୍ଧକ ପରମେଶ୍ୱର ଫଙ୍କୱାଲ, ପର୍ଯ୍ୟଟନ ବିଭାଗ ସ୍ୱତନ୍ତ୍ର ସଚିବ…