Browsing Category

Culture

ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ବର୍ଷେ ଭିତରେ ତୁଟିଲାନି ଶ୍ରୀଲିଙ୍ଗରାଜଙ୍କ ନବାଙ୍କ ବେଢ଼ା ବିବାଦ। ଆଜି ମକର ସଂକ୍ରାନ୍ତିରେ ବି ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି  କାଲି ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି, ଉପାସରେ ମହାପ୍ରଭୁ ଲିଙ୍ଗରାଜ । ବଡୁ ଓ ସୁଆର ନିଯୋଗ ବିବାଦ ଯୋଗୁଁ ଉପାସରେ ଲିଙ୍ଗରାଜ । ଗତକାଲି…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ

କାଲି ମକର ସଂକ୍ରାନ୍ତି । ଏହାର ଠିକ୍ ପୂର୍ବଦିନ ଅର୍ଥାତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ । ଏହାସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେଉଛି। ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁର ମାନଙ୍କୁ ଲାଗି କରାଯାଇଥାଏ । ଆଜି…

ପୁଣି ସାମାଜିକ ଗଣମାଧ୍ୟମରେ ପ୍ରଘଟ ଶ୍ରୀମନ୍ଦିର ଭିତର ଫଟୋ

ବର୍ଷ ଆରମ୍ଭରୁ ଶ୍ରୀମନ୍ଦିର ଭିତର ଫଟୋ ପୁଣି ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଛି। ମୋହିତ ନାମକ ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦ ବଜାର ଫଟୋ ନିଜ ଇନଷ୍ଟାଗ୍ରାମ୍ ଆଇଡିରେ ଅପଲୋଡ଼ କରି ପ୍ରଘଟ କରିଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ଆନନ୍ଦ ବଜାର ନିକଟରେ ଛିଡ଼ା ହୋଇ ଯୁବକଜଣକ ଫଟୋ ଉଠାଇଥିବା…

କମିବନି ଭକ୍ତନିବାସ ପାର୍କିଂ ଫି

ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସ୍ପଷ୍ଟ କରିଛନ୍ତି। ମୁଖ୍ୟ ପ୍ରଶାସକ କହିଛନ୍ତି, ଭକ୍ତ ନିବାସରେ ସ୍ବଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆଯାଉଛି। ବାହାରୁ ଆସୁଥିବା ଅନେକ ଭକ୍ତ ଚାରିଚକିଆ ଗାଡ଼ି ନେଇ…

ଆସନ୍ତା ୧୦ରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟ ସ୍ତରୀୟ ଶିଶିର ସରସ ମେଳା

ଆସନ୍ତା ୧୦ରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟ ସ୍ତରୀୟ ଶିଶିର ସରସ ମେଳା ୨୦୨୬ ।ଚଳିତବର୍ଷ ପ୍ରଦର୍ଶନୀ ପଡ଼ିଆରେ ଏହି ମେଳା ଅନୁଷ୍ଠିତ କରାଯିବ । ଯାହା ଜାନୁଆରୀ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତିଦିନ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମେଳା ବୁଲିପାରିବେ ରାଜଧାନୀବାସୀ । ତେବେ…

ଆଜି ବନକଲାଗି ନୀତି , ଅପରାହ୍ଣରେ ଦର୍ଶନ କଟକଣା

ଆଜି  ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର ତଥା ବନକଲାଗି ନୀତି ହେବ। ଏଥିପାଇଁ ଅପରାହ୍ଣରେ ଦର୍ଶନ କଟକଣା ରହିବ। ବନକଲାଗି ସମୟରେ ସର୍ବସାଧାରଣ ଠାକୁର ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ। ଦତ୍ତମହାପାତ୍ର…

ଶ୍ରୀମନ୍ଦିରରେ ଧାଡ଼ି ବ୍ୟବସ୍ଥାକୁ ନେଇ ଠେଲାପେଲା ପରିସ୍ଥିତି, ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ଧାଡ଼ି ବ୍ୟବସ୍ଥାକୁ ନେଇ ଠେଲାପେଲା ପରିସ୍ଥିତି ଉପୂଜିଛି । ସେବକ ଓ ସୁରକ୍ଷାକର୍ମୀଙ୍କ ମାଧରେ ଠେଲାପେଲା ହୋଇଥିବା ସୂଚନା ରହିଛି । ପୁଣି ଶ୍ରୀମନ୍ଦିରରେ ଧାଡ଼ି ବ୍ୟବସ୍ଥାକୁ ନେଇ ଠେଲାପେଲା ପରିସ୍ଥିତି ଉପୁଜିଛି । ଶ୍ରୀମନ୍ଦିର ସୁରକ୍ଷା ସ୍ଵତନ୍ତ୍ର ବଳ ଓ ସେବକଙ୍କ ମଧ୍ୟରେ…

ଆଜି ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି

ଆଜି ପୌଷପୁର୍ଣ୍ଣିମା ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି । ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇ ରାଜ ରାଜେଶ୍ବର ବେଶରେ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି। ଗୋଟିଏ ଦିନରେ ମହାପ୍ରଭୁଙ୍କର ୩୯ଟି ନୀତି ରହିଥିବାରୁ ବିଭିନ୍ନ ସେବାୟତ ନିଯୋଗ ସହ ସମନ୍ୱୟ ରଖିବା ପାଇଁ…

ଅଲବିଦା ୨୦୨୫, ସ୍ୱାଗତ ୨୦୨୬ , ନୂଆବର୍ଷର ଅଭିନନ୍ଦନ

ଡିଜେର ତାଳେ ତାଳେ ନାଚିଲା ଓଡ଼ିଶା ।  ଧୁମ୍‌ଧାମ୍‌ରେ ପାଳିତ ହେଲା 'ଜିରୋ ନାଇଟ୍' ସେଲିବ୍ରେସନ୍ ।  ଅଲବିଦା ୨୦୨୫, ସ୍ୱାଗତ ୨୦୨୬। ଘଣ୍ଟାର କଣ୍ଟା ରାତି ୧୨ଟା ଛୁଇଁବା କ୍ଷଣି ସାରା ରାଜ୍ୟରେ ଆରମ୍ଭ ହୋଇଯାଇଛି ନବବର୍ଷର ମାହୋଲ। ରାଜଧାନୀ ଭୁବନେଶ୍ୱର ସମେତ ସାରା ଓଡ଼ିଶାରେ 'ଜିରୋ ନାଇଟ୍'…

ଧନୁଯାତ୍ରା ମହୋତ୍ସବରେ ମୁଖ୍ୟମନ୍ତ୍ରୀ: ବରଗଡ଼କୁ ୧୩୬୨ କୋଟିର ପ୍ରକଳ୍ପ ଭେଟି, ମଥୁରା ନଗରୀରେ ଉତ୍ସାହ

ବରଗଡ଼: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ  ପହଞ୍ଚିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବରଗଡ଼ବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଜିଲ୍ଲାର ବିକାଶ ପାଇଁ ୧୩୬୨ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ…