Browsing Category

Culture

ଚଳିତ ମାସ 30 ତାରିଖରୁ ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର ,ସକାଳ ୬ରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲା ରହିବ…

ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ଦୀର୍ଘ 4 ଘଣ୍ଟା ଧରି ବୈଠକ ଚାଲିଥିଲା   ।  ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହୋଇଛି ଆଲୋଚନା। ଚଳିତବର୍ଷ ସ୍ନାନଯାତ୍ରା ଠାରୁ ନୀଳାଦ୍ରୀବିଜେ ପର୍ଯ୍ୟନ୍ତ ନୀତିକାନ୍ତି ସମୀକ୍ଷା କରାଯାଇ…

ଦୁର୍ଗାପୂଜା ପ୍ରସ୍ତୁତି ବୈଠକ: ଚଳିତ ବର୍ଷ କଟକ ଦଶହରା ଭସାଣିର ହେବ ସିଧା ପ୍ରସାରଣ

ଚଳିତ ବର୍ଷ କଟକ ଦଶହରା ଭସାଣିର ହେବ ସିଧା ପ୍ରସାରଣ । ସୂଚନା ଓ ଲୋକସମ୍ପର୍କ ବିଭାଗ ଭସାଣ ଶୋଭାଯାତ୍ରାର ସିଧା ପ୍ରସାରଣ କରିବ । ଗୁରୁବାର ଜିଲ୍ଲାପାଳ ଦତ୍ତାତ୍ରୟ ଭାଓ ସାହେବ ସିନ୍ଦେଙ୍କ ଅଧ୍ୟକ୍ଷତାରେ କଟକ ନେତାଜୀ ସଂସ୍କୃତି ଭବନରେ ଅନଷ୍ଠିତ ଦୁର୍ଗାପୂଜା ପ୍ରସ୍ତୁତି ବୈଠକରେ ଏହି…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ

ବୁଧବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି ବାମନ ଜନ୍ମ ନୀତି । ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବା ପରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ…

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନ ଜନ୍ମ ନୀତି

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନ ଜନ୍ମ ନୀତି । ଶ୍ରୀନଅରରେ ହେବ ସୁନିଆଁ ଉତ୍ସବ । ଆଜି ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏହି ନୀତିକୁ ଦୃଷ୍ଟିରେ ରଖି ଅପରାହ୍ନ ୫ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ…

କପିଳାସ ପୀଠ ପରିସରରେ ଅଜଗର ସାପ,ଭକ୍ତ ଓ ପର୍ଯ୍ୟଟକଙ୍କ ମଧ୍ୟରେ ଭୟ

କପିଳାସ ପୀଠ ପରିସରରେ ସାପ । ଢେଙ୍କାନାଳ ପ୍ରସିଦ୍ଧ ଶୈବପୀଠ କପିଳାସର ପାହାଚ ରାସ୍ତାର ଗଣେଷ ମନ୍ଦିର ନିକଟରେ ଏକ ସାପ ଦେଖା ଦେଇଥିବା ବେଳେ ବାରବାଙ୍କ ରାସ୍ତାରେ ଏକ ବଡ଼ ଅଜଗର ସାପ ଦେଖିବାକୁ ମିଳିଛି । ସାପଙ୍କୁ ଦେଖି ଶ୍ରଦ୍ଧାଳୁଙ୍କ ମଧ୍ୟରେ ଭୟର ବାତା ବରଣ ସୃଷ୍ଟି ହୋଇଛି । ସାପଟି କିଛି…

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ ସହିତ ଆଶୀର୍ବାଦ ଲାଭ କରିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ ସହିତ ଆଶୀର୍ବାଦ ଲାଭ କରିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ । ମହାପ୍ରଭୁଙ୍କ ଦର୍ଶନ ସାରି ଫେରିବା ପରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ସମ୍ପର୍କ ବହୁ ପ୍ରାଚୀନ। ଉଭୟ…

ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ,ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ

ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିକୁ ରାଧାଷ୍ଟମୀ ଭାବେ ପାଳନ କରାଯାଇଥାଏ । ଏହି ତିଥି ଶ୍ରୀକୃଷ୍ଣଙ୍କ ଜନ୍ମ ବା ଜନ୍ମାଷ୍ଟମୀର ୧୫ ଦିନ ପରେ ଆସିଥାଏ । ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି ଜନ୍ମାଷ୍ଟମୀ ଭାବେ ପାଳନ କରାଯାଇଥାଏ, ଶ୍ରୀରାଧାଙ୍କର…

୨୦ ଘଣ୍ଟା ପରେ ସ୍ବାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି,କାଲି ପଞ୍ଚବକ୍ରଙ୍କ ନୀତିକାନ୍ତିକୁ ନେଇ ଦେଖା…

୨୦ ଘଣ୍ଟା ପରେ ସ୍ବାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ।  ମନ୍ଦିର ପ୍ରଶାସନର ବୁଝାସୁଝା ପରେ ଆରମ୍ଭ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି ।  ନୀତିକାନ୍ତି ସ୍ବାଭାବିକ ନେଇ ବ୍ରାହ୍ମଣ ନିଯୋଗ ସଭାପତି ଦେଇଛନ୍ତି ସୂଚନା।  କାଲି ପଞ୍ଚବକ୍ରଙ୍କ ନୀତିକାନ୍ତିକୁ ନେଇ ବିବାଦ ଦେଖା…

ଅନିଶ୍ଚିତତାରେ ଲିଙ୍ଗରାଜଙ୍କ ନିତିକାନ୍ତି,କୋର୍ଟକୁ ଯିବାକୁ ପୂଜା ପଣ୍ଡା ନିଯୋଗ ଓ ବ୍ରାହ୍ମଣ ନିଯୋଗର ଚେତାବନୀ

୩ ଘଣ୍ଟା ବୈଠକ ଫଳ ଶୂନ । ଏବେବି ଅନିଶ୍ଚିତତାରେ ଲିଙ୍ଗରାଜଙ୍କ ନିତିକାନ୍ତି । କୋର୍ଟକୁ ଯିବାକୁ ପୂଜା ପଣ୍ଡା ନିଯୋଗ ଓ ବ୍ରାହ୍ମଣ ନିଯୋଗର ଚେତାବନୀ । ଆପୋଷ ବୁଝାମଣା ମାଧ୍ୟମରେ ନୀତି ସମ୍ପାଦନ କରିବାକୁ ମନ୍ଦିର ପରିଚାଳନା କମିଟିର ନିବେଦନ । ଗତକାଲି ରାତି ୧୧ ରୁ ଅନିଦ୍ରା ଓ ଓପାସ…

ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ

ଆଜି ପବିତ୍ର ବିଶ୍ବକର୍ମା ପୂଜା । ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ । ଉତ୍ସବ ମୁଖର ବନ୍ଦର ନଗରୀ ପାରାଦୀପ । ମୋଟ ୩୦ଟି ମଣ୍ଡପରେ ପୂଜା ପାଉଛନ୍ତି ଦେବଶିଳ୍ପୀ ବିଶ୍ବକର୍ମା । ସୁଉଚ୍ଚ ତୋରଣ ସାଙ୍ଗକୁ ଆଲୋକ ମାଳାରେ ଝଲସୁଛି ପୂଜା ମଣ୍ଡପ । ଆଜି ସକାଳୁ ବିଭିନ୍ନ ଅନୁଷ୍ଠାନ…