Browsing Category

Culture

ଭୁବନେଶ୍ୱର ରାମ ମନ୍ଦିରରେ ଦେବ ଦୀପାବଳି ପାଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ରାମ ମନ୍ଦିରରେ ଦେବ ଦୀପାବଳି ପାଳନ । ଦେବ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତିବର୍ଷ ମାର୍ଗଶିର ମାସ ଶୁକ୍ଳ ପ୍ରତିପଦ ତିଥିରେ ପାଳନ ହୁଏ ଦେବ ଦୀପାବଳି । କିମ୍ବଦନ୍ତୀ ଅନୁଯାୟୀ ଅସତ୍ୟ ଉପରେ ସତ୍ୟର ଜୟ ପାଇଁ ପ୍ରଭୁ ରାମଚନ୍ଦ୍ର ଦେବ ଦୀପାବଳି ପାଳନ…

ଆରମ୍ଭ ହେଲା କୋଣାର୍କ ମହୋତ୍ସବ

ଆରମ୍ଭ ହେଲା କୋଣାର୍କ ମହୋତ୍ସବ। ରବିବାର ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ୩୫ତମ କୋଣାର୍କ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ ଉଦଘାଟିତ ହୋଇଛି। ଏହାକୁ ଉଦଘାଟନ କରିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ପ୍ରଥମ ସନ୍ଧ୍ୟାରେ ଓଡିଶୀ ଓ କଥକ ନୃତ୍ୟ ପରିବେଷଣ କରିଛନ୍ତି ଭୁବନେଶ୍ଵର ଓ ଦିଲ୍ଲୀର…

ନୂଆ କଂସ ଭୁବନେଶ୍ବର ପ୍ରଧାନ

ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ କଂସ ଚୟନ ପ୍ରକ୍ରିୟା…

୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫…

ସରିଲା ଐତିହାସିକ ବାଲିଯାତ୍ରା

ଐତିହାସିକ ବାଲିଯାତ୍ରାରେ ଶନିବାର ଶେଷ ଦିବସରେ ଜନ ସମାଗମ ହେବା ନେଇ ଢେର ଆଗରୁ ବାରି ହୋଇପଡ଼ୁଥିଲା। ଫଳରେ ଯାତ୍ରା ପଡ଼ିଆରେ ଲକ୍ଷାଧିକ ଲୋକ ଫସି ଯାଇଥିଲେ। ଏପରି ସ୍ଥିତି ହୋଇଥିଲା ଯେ, ଯାତ୍ରାକୁ ଆସୁଥିବା ଗାଡ଼ିଗୁଡ଼ିକୁ ବିଭିନ୍ନ ଛକମାନଙ୍କରେ ଅଟକାଇ ରଖିବାକୁ ପୁଲିସ ବାଧ୍ୟ ହୋଇଥିଲା।…

ରାଜଧାନୀ ଦିଲ୍ଲୀରେ ଓଡ଼ିଆ ସଂସ୍କୃତିର ଝଲକ୍

ଆଜିଠୁ ଜବାହାରଲାଲ ନେହରୁ ଷ୍ଟାଡିୟମ୍ ପରିସରରେ 3 ଦିନିଆ ଓଡ଼ିଶା ପର୍ବ ୨୦୨୪ ଆରମ୍ଭ । ଓଡ଼ିଆ ସମାଜ ପକ୍ଷରୁ ଭବ୍ୟ ଆୟୋଜନ ।ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ ଚଳିତ ଓଡ଼ିଶା ପର୍ବକୁ କରିବ ଗରିମାମୟ। ସାହିତ୍ୟିକ ଓ କଳାକାରଙ୍କ ପ୍ରତିଭାର ପ୍ରଦର୍ଶନ ସହ ଜମିବ ଓଡ଼ିଆ ଖାଦ୍ୟର…

କାଳିଆ ଦିଅଁ ହେବେ ପୋଢ଼ୁଆଁ  , ନିଆଳିର ଶ୍ରୀମାଧବାନନ୍ଦଜୀଉ ମନ୍ଦିରରୁ ଆସିବ ଅଷ୍ଟମୀ ଭାର

କାଳିଆ ଦିଅଁ ହେବେ ପୋଢ଼ୁଆଁ  । ନିଆଳିର ଶ୍ରୀମାଧବାନନ୍ଦଜୀଉ ମନ୍ଦିରରୁ ଭଣଜା ପାଇଁ ଯିବ ଓ ନବବସ୍ତ୍ର ସହ ଅଷ୍ଟମୀ ଭାର । ମାର୍ଗଶୀର ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବଡଦିଅଁ ହେବେ ପୋଢୁଆଁ । ମହାପ୍ରଭୁ ପିନ୍ଧିବେ ନୂଆ ବସ୍ତ୍ର, ଲାଗି ହେବ ସ୍ୱତନ୍ତ୍ର ଭୋଗ । କଟକ ଜିଲ୍ଲା ନିଆଳି ବ୍ଲକ…

ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ

ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ସାଢ଼େ ୧୦ଟା ଯାଏଁ କାର୍ଯ୍ୟକ୍ରମ ଚାଲି ପାରିବ। ସମୟ କଟକଣା ଯୋଗୁଁ ଗତ କାଲି ଅସୀମା…

ମୋ ପୁଅ ଠାକୁର ବୋଲି କେବେ କହିନାହିଁ

ମୁହଁ ଖୋଲିଲେ ରାଜଧାନୀ ଭୁବନେଶ୍ୱରର ଚର୍ଚ୍ଚିତ ନାବାଳକ ବାବାଙ୍କ ବାପା।ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେଳେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା। ସେଥିରେ ମୁଁ, ମୋ ସ୍ତ୍ରୀ ଓ ସମ୍ପର୍କୀୟ…

ହାତ ଯୋଡ଼ି ଭୁଲ ମାଗିଲେ ବୈକୁଣ୍ଠ ଆଶ୍ରମ ମୁଖ୍ୟ ଟ୍ରଷ୍ଟି

ଆଶ୍ରମରେ ତୁଳସୀ ପାଦରେ ନୁହେଁ ପ୍ରଭୁଙ୍କ ମୁଣ୍ଡରେ ଦିଆ ଯାଇଥାଏ । ଯିଏବି ତୁଳସୀ ପାଦରେ ଦେଇଛି ସେଥିପାଇଁ ଗଣମାଧ୍ୟମ ଆଗରେ ହାତ ଯୋଡି କ୍ଷମା ମାଗିଛନ୍ତି ଆଶ୍ରମ ଟ୍ରଷ୍ଟି ପାଣ୍ଡଵ ପରିଡା। ଖଣ୍ଡଗିରି କୁନି ସାରଥି ପାଦରେ ପବିତ୍ର ତୁଳସୀ ରଖିବା ଘଟଣା ଅଭିଯୋଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି…