Browsing Category

Culture

ହଟିଲା କଟକଣା ,ଖୋଲିଲା ଶ୍ରୀମନ୍ଦିରର ଚାରିଦ୍ବାର

ହଟିଲା କାର୍ତ୍ତିକ କଟକଣା । ଆଜିଠୁ ଶ୍ରୀମନ୍ଦିରରେ ଚାରିଦ୍ବାର ଦେଇ ଦର୍ଶନ କରିବେ ଭକ୍ତ । ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା । ଚାରିଦ୍ବାରରେ ପ୍ରବେଶ ଅନୁମତି ଥିବା ବେଳେ ତିନି ଦ୍ବାରା ଦେଇ ଭକ୍ତ ବାହାରକୁ ବାହାରିପାରିବେ ।  ଗତକାଲି କାର୍ତ୍ତିକ ପୂର୍ଣ୍ଣିମା ଯୋଗୁ…

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା , ଆ- କା- ମା – ବୈ

ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ସକାଳୁ ସକାଳୁ ଡଙ୍ଗାଭସାଇଛନ୍ତି ଓଡ଼ିଶାବାସୀ ।  ବଡ଼ି ଭୋରରୁ ଏଥିପାଇଁ ଚଳଚଂଚଳ ହୋଇଉଠିଛି ସାରା ଓଡ଼ିଶା । ଭୋରରୁ ହଜାର  ହଜାର ଶ୍ରଦ୍ଧାଳୁ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି । ପୁରୀ ବେଳାଭୂମି, ମହାନଦୀ, କାଠଯୋଡି, ଭୁବନେଶ୍ୱର…

ଆଜିଠୁ କଟକ ବାଲିଯାତ୍ରା

କଟକ: ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟର ମହାମେଳା ଐତିହାସିକ କଟକ ବାଲିଯାତ୍ରା। ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ଦେବା ପ୍ରକ୍ରିୟାରେ ପ୍ରଥମଥର ପାଇଁ ୧୩ଟି ଦେଶର ରାଷ୍ଟ୍ରଦୂତ ଓ ହାଇକମିସନରଙ୍କ ସମେତ ୮ଟି ଦେଶର କଳାକାର ବାଲିଯାତ୍ରାରେ ସାମିଲ ହେବାକୁ ଯାଉଛନ୍ତି। ବାଲିଯାତ୍ରାର…

ସରିଲା ପବିତ୍ର ବଡ଼ଓଷା, ବାବା ଧବଳେଶ୍ୱରଙ୍କ ପାଖରେ ଲାଗିହେଲା ଗଜଭୋଗ

ସରିଲା ପବିତ୍ର ବଡ଼ଓଷା, ବାବା ଧବଳେଶ୍ୱରଙ୍କ ପାଖରେ ଲାଗିହେଲା ଗଜଭୋଗ। ରାତି ତମାମ ଉଜାଗର ହୋଇ ବାବାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ଶୃଙ୍ଖଳିତ ଦର୍ଶନ ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ୱରଙ୍କ ପାଖରେ…

ବଡସିଂହାର ବେଶରେ ଦର୍ଶନ ଦେଲେ ବାବା ଧବଳେଶ୍ୱର

ଆଜି ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର।  ରାତି ୩ଟା ରୁ ପହଡ଼ ଖୋଲାଯାଇ ବାବାଙ୍କୁ ୧୦୮ ଗରା ସୁବାସୀତ ଜଳରେ ସ୍ନାନ କରାଯାଇ ଆଳତୀ ମଙ୍ଗଳ ଆଳତୀ ଘିଅରେ ଅଭିଶେକ କରାଯାଇଛି। ଏହାପରେ ବାଳଭୋଗ, ଖେଚୁଡ଼ି ଭୋଗ ପରେ ବଡ଼ସିଂହାର ବେଶରେ   ଦର୍ଶନ ଦେଉଛନ୍ତି  ବାବା ଧବଳେଶ୍ଵର।…

ପଞ୍ଚୁକର ଦ୍ବିତୀୟ ଦିନ , ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦର୍ଶନ କରିବେ ଭକ୍ତ

ପଞ୍ଚୁକ ବ୍ରତ ପାଇଁ ଶୀକ୍ଷେତ୍ରରେ ଭକ୍ତଙ୍କ ଅହେତୁକ ଭିଡ଼ । ପ୍ରଥମ ଦିନ ଏକାଦଶୀରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ଅନୁଷ୍ଠିତ ହୋଇଥିବା ବେଳେ ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଦ୍ବାଦଶୀ ତିଥିରେ ଭକ୍ତମାନେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦର୍ଶନ କରିବେ । ଭକ୍ତଙ୍କ ଭିଡ଼…

ପଞ୍ଚୁକ ପାଇଁ ଚଳଚଞ୍ଚଳ ବାବା ଧବଳେଶ୍ଵର ପୀଠ

ପଞ୍ଚୁକ ପାଇଁ ଚଳଚଞ୍ଚଳ ଧବଳେଶ୍ଵର ପୀଠ । ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । ରାତି ୩ଟାରେ ଦ୍ଵାର ଫିଟା ହୋଇ ୧୦୮ ଗରା ଜଳରେ ବାବାଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ, ମଙ୍ଗଳ ଆଳତୀ ପରେ ବାବାଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ୬୦ ଟି ସିସିଟିଭି…

ପବିତ୍ର ପଞ୍ଚକ ବ୍ରତ ଆଜିଠୁ ଆରମ୍ଭ, ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ଲକ୍ଷ୍ମୀ ନାରାୟଣଙ୍କ ଉପାସନା

ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ପବିତ୍ର ପଞ୍ଚକ ବ୍ରତ ଆଜିଠୁ ଆରମ୍ଭ । ଏହି ପଞ୍ଚକ ବ୍ରତକୁ ଭୀଷ୍ମ ପଞ୍ଚକ ବା ବଗ ପଞ୍ଚକ ବୋଲି କୁହାଯାଏ । ପଞ୍ଚକ ବ୍ରତର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ଲକ୍ଷ୍ମୀ ନାରାୟଣଙ୍କ ଉପାସନା ହେଉଥିବା ବେଳେ ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ…

ଆଜି ପବିତ୍ର ଅଁଳା ନବମୀ

ଆଜି ପବିତ୍ର ଅଁଳା ନବମୀ । ଚଳଚଞ୍ଚଳ ସାକ୍ଷୀଗୋପାଳ ମନ୍ଦିର । ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ । ଓଡିଆଣୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା । ପାରମ୍ପରିକ ସୁବର୍ଣ୍ଣ ଗହଣା ଗୁଡିକ ମାଆଙ୍କ ପାଖରେ ଲାଗି କରାଯାଇଛି ।  ଏଥିସହିତ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ ସଜ୍ଜିତ ହୋଇ ଛନ୍ଦାଚରଣରେ…

ନଭେମ୍ବର ୧୨ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ପଞ୍ଚୁକ ନୀତି

ନଭେମ୍ବର ୧୨ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଶ୍ରୀଜୀଉଙ୍କ ପଞ୍ଚୁକ ନୀତି। ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ସ୍ବତନ୍ତ୍ର ବେଶ । କାର୍ତ୍ତିକ ମାସ ଆରମ୍ଭରୁ ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ ୧୨ ତାରିଖରେ ହେବ ଲକ୍ଷ୍ମୀନାରାୟଣ ବେଶ। ୧୩ରେ ବାଙ୍କଚୂଡ଼ା ବେଶ, ୧୪ରେ…