Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Culture
ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳର ଫଟୋ ଓ ଭିଡିଓ ବାରମ୍ବାର ଭାଇରାଲ୍ ,ପୋଲିସର କଟକଣା କେବଳ ଲୋକ ଦେଖାଣିଆ
ଶ୍ରୀମନ୍ଦିର ସୁରକ୍ଷାରେ ଅବହେଳା, ପଶୁଛି ମାଳ ମାଳ ମୋବାଇଲ। ପୋଲିସର କଟକଣା କେବଳ ଲୋକ ଦେଖାଣିଆ ହୋଇଥିବା ବେଳେ ଅମାନିଆଙ୍କୁ ସାହସ ଦେଉଛି କୋହଳ ଆଇନ ବ୍ୟବସ୍ଥା। ଫଳରେ ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳର ଫଟୋ ଓ ଭିଡିଓ ବାରମ୍ବାର ଭାଇରାଲ୍ ହେବାରେ ଲାଗିଛି। ନିକଟରେ ବି ଏଭଳି କିଛି ଘଟଣା…
ଶ୍ରାବଣରେ ରୁଦ୍ରାଭିଷେକ
ଭୋଳା ବାବାଙ୍କ ପ୍ରିୟ ମାସ ଶ୍ରାବଣ ମାସ ଜୁଲାଇ ୨୨ରୁ ଆରମ୍ଭ ହୋଇଛି । ଅଗଷ୍ଟ ୧୯ ପର୍ଯ୍ୟନ୍ତ ଶ୍ରାବଣ ମାସ ରହିଥିବାରୁ ପୁରା ମାସ ସାରା ଭୋଳାବାବାଙ୍କ ଭକ୍ତିରେ ଲାଗିଥାନ୍ତି ଶିବ ଭକ୍ତ । ଭଗବାନ ଶିବଙ୍କୁ ପ୍ରସନ୍ନ କରିବା ପାଇଁ ଏହି ମାସରେ ଅନେକ ଲୋକ ଉପବାସ ପାଳନ କରିବା ସହ ମହାଦେବଙ୍କୁ…
କାହିଁକି ଯାଆନ୍ତି ବୋଲବମ ଯାତ୍ରା?
ଶ୍ରାବଣ ମାସ ଆରମ୍ଭ ହୋଇସାରିଛି। ଏନେଇ ରାଜ୍ୟର ବିଭିନ୍ନ ଶୈବପୀଠରେ ଜଳଲାଗି କରିବାକୁ କାଉଡିଆମାନେ ବିଭିନ୍ନ ନଦୀରୁ ଜଳ ଉଠାଉଛନ୍ତି । ଗେରୁଆ ବସ୍ତ୍ର ପିନ୍ଧି ବର୍ଷା ଏବଂ ଖରାକୁ ଖାତିର ନକରି ଖାଲି ପାଦରେ କାନ୍ଧରେ ବାହୁଙ୍ଗି ଧରି ଶିବ ମନ୍ଦିରରେ ପହଞ୍ଚିଛନ୍ତି ଶ୍ରଦ୍ଧାଳୁ । ହାତରେ…
ମା’ ମଝିଘରିଆଣିଙ୍କ ହୁଣ୍ଡିରୁ ମିଳିଲା ୯୯ ଲକ୍ଷ ୧୫ ହଜାର ଟଙ୍କା
ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଛି ୯୯ ଲକ୍ଷ ୧୫ ହଜାର ଟଙ୍କା। ଟଙ୍କା ସମେତ ୫୩ ଗ୍ରାମ ସୁନା ଏବଂ ୨୩୯୨ ଗ୍ରାମ ରୁପା ଅଳଙ୍କାର ମଧ୍ୟ ହୁଣ୍ଡିରୁ ବାହାରିଛି। ଶ୍ରଦ୍ଧାଳୁମାନେ ଏହି ଟଙ୍କା ଏବଂ ଅଳଙ୍କାର ମନ୍ଦିରକୁ ଦାନ ଦେଇଛନ୍ତି। ଏହା ସହିତ…
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଆଜି(ବୁଧବାର) ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ…
ଶ୍ରାବଣ ମାସରେ କ’ଣ ରହିଛି ମହତ୍ୱ !
ହିନ୍ଦୁ ଧର୍ମରେ ଶ୍ରାବଣ ମାସର ବିଶେଷ ମହତ୍ୱ ରହିଛି । ଶ୍ରାବଣ ମାସ ଭଗବାନ ଶିବଙ୍କ ପ୍ରିୟ ମାସ ଏବଂ ସୋମବାର ପ୍ରିୟ ବାର । ଏହି ମାସରେ ପବିତ୍ର ମନରେ ଭୋଳାନାଥଙ୍କ ପୂଜାର୍ଚ୍ଚନା ଓ ବ୍ରତ କରିବା ଦ୍ୱାରା ସମସ୍ତ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଅନେକ ଶିବ ଭକ୍ତ…
ରାଜ୍ୟର ବିଭିନ୍ନ ଶୈବ ପୀଠରେ କାଉଡିଆଙ୍କ ଲମ୍ୱାଧାଡି
ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି । ଦୂର ଦୂରାନ୍ତରୁ ପାଣି ଆଣି ଆସୁଥିବା କାଉଡିଆ ତଥା ଶିବ ଭକ୍ତଙ୍କ ଲମ୍ୱାଧାଡି ବିଭିନ୍ନ ଶୈବପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ…
ଆଜି ପାଳିତ ହେଉଛି ଗୁରୁ ପୂର୍ଣ୍ଣିମା
ବ୍ୟାସ ପୂର୍ଣ୍ଣିମା ନାମରେ ପରିଚିତ ଗୁରୁ ପୂର୍ଣ୍ଣିମା ଆଜି ପାଳିତ ହେଉଛି। ଏହି ପର୍ବ ଗୁରୁମାନଙ୍କୁ ସମର୍ପିତ। ଏହି ଅବସରରେ ଲୋକମାନେ ଜ୍ଞାନ ଓ ଆଶୀର୍ବାଦରେ ନିଜ ଜୀବନକୁ ମାର୍ଗଦର୍ଶନ କରୁଥିବା ଗୁରୁମାନଙ୍କୁ ସ୍ମରଣ କରିବା ସହ କୃତଜ୍ଞତା ଜ୍ଞାପନ କରିଥାନ୍ତି। ବୋଧି ବୃକ୍ଷ ତଳେ ଜ୍ଞାନ…
ସରିଲା ନବଦିନାତ୍ମକ ଯାତ୍ରା , ଆଜିଠୁ ମିଳିବ ନୀଳାଚଳ ଅବଢା
ନବଦିନାତ୍ମକ ଯାତ୍ରା ସାରି ବଡ଼ ଦେଉଳକୁ ଫେରିଛନ୍ତି ବଡ଼ଠାକୁର । ଗୋଟି ପହଣ୍ଡିରେ ରଥରୁ ରତ୍ନବେଦୀକୁ ତିନି ଠାକୁରଙ୍କୁ ନିଆଯାଯାଇଛି। ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ପହଣ୍ଡି ହୋଇଥିଲା। ଭକ୍ତ ଓ ଭଗବାନ ପରସ୍ପରଙ୍କୁ ଛାଡି ଯିବାକୁ ଚାହୁଁନଥିଲେ। ଆଉ ଜଗନ୍ନାଥଙ୍କ ପହଣ୍ଡି ବେଳେ ପୁରୀରେ…