Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Culture
ଆଜି ବାହୁଡ଼ିବେ ମହାବାହୁ
ଆଜି ବାହୁଡ଼ା ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା । ଜନ୍ମବେଦୀରେ ସବୁ ଲିଳାଖେଳା ସାରିବା ନୀଳକନ୍ଦରକୁ ବାହୁଡ଼ିିବେ ନୀଳାଦ୍ରୀନାଥ ଏଥିପାଇଁ ସରିଛି ସବୁ ପ୍ରସ୍ତୁତି।ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାହୁଡ଼ା ନୀତି ପାଇଁ ଆଡପ ମଣ୍ଡପରେ…
ରତ୍ନଭଣ୍ଡାର ଯାଞ୍ଚ ଲାଗି ତଦାରଖ କମିଟି ସଦସ୍ୟ ଭାଙ୍ଗିଲେ ତାଲା
ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି ତଦାରଖ କମିଟି ସଦସ୍ୟ। ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ସଦସ୍ୟ। ଚାବିରେ ଖୋଲିଲାନି ରତ୍ନଭଣ୍ଡାର ତାଲା, ତାଲାକୁ ଭାଙ୍ଗିଛନ୍ତି ଟିମ୍ । ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ଭାଙ୍ଗି ଏହା ଭିତରେ ଟିମ୍ ପ୍ରବେଶ କରିଛି । ୧୫…
ବଡ଼ଠାକୁରଙ୍କ ନୀତିରେ ହୋଇଛି ମହାବିଭ୍ରାଟ !
ପୁରୀ: ଚଳିତ ରଥଯାତ୍ରାରେ ନୀତିରେ ହୋଇଛି ମହାବିଭ୍ରାଟ । ଏନେଇ ବିଭିନ୍ନ ସେବାୟତ ଖୋଲାଖୋଲି ଗଣମାଧ୍ୟମରେ ମୁହଁ ଖୋଲି କହୁଛନ୍ତି । ରଥ ଯାତ୍ରା ପୂର୍ବରୁ ଏବଂ ପରେ ସବୁ ନୀତିନିୟମକୁ ଦଳିଚକଟି ଦିଆଯାଇଛି ବୋଲି ସେବାୟତମାନେ ଅଭିଯୋଗ କରୁଛନ୍ତି।ବଡ଼ଠାକୁରଙ୍କ ମୁଖ୍ୟ ବାଡ଼ଗ୍ରାହୀ ହଳଧର…
ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ବାହୁଡା ଯାତ୍ରା ପ୍ରସ୍ତୁତି
ସେପଟେ ହେରାପଞ୍ଚମୀ ନୀତି ସମ୍ପର୍ଣ୍ଣ ହେବାପରେ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ବାହୁଡା ଯାତ୍ରା ପ୍ରସ୍ତୁତି । ରଥଯାତ୍ରା ଦିନଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଅଟକି ରହିଥିବା ତିନି ରଥକୁ ଆଜି ଦକ୍ଷିଣମୋଡ କରାଯିବ । ଏଥିପାଇଁ ନାକଚଣା ଦ୍ବାର ସମ୍ମୁଖ ଶରଧାବାଲିକୁ ସଫାସୁତୁରା…
ଆଜି ହେରା ପଞ୍ଚମୀ, ମହାଲକ୍ଷ୍ମୀ ଅଭିମାନ କରିଛନ୍ତି
ଆଜି ହେରା ପଞ୍ଚମୀ । ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ମା’ ଅଭିମାନ କରିଛନ୍ତି। ସେହିପରି ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର…
ଆଜି ପବିତ୍ର ହେରା ପଞ୍ଚମୀ
ପରମ୍ପରା ଅନୁସାରେ ଶ୍ରୀମନ୍ଦିର ଆଜି ହେରା ପଞ୍ଚମୀ ଅନୁଷ୍ଠିତ ହେବ । ଅନେକ ଦିନ ଧରି ମହାପ୍ରଭୁଙ୍କ ସହ ମାତା ଲକ୍ଷ୍ମୀ ଭେଟ ନ ହେଇଥିବାରୁ ମାତା ଲକ୍ଷ୍ମୀ ବ୍ୟସ୍ତ ବିବ୍ରତ ହୋଇ ରୁଷିଛନ୍ତି । ମହାପ୍ରଭୁ ବଡଭାଇ ଏବଂ ଭଉଣୀଙ୍କୁ ସାଙ୍ଗରେ ନେଇ ଜନ୍ମ ବେଦିକୁ ଆସିଥିବା ବେଳେ ମାତା ଲକ୍ଷ୍ମୀଙ୍କୁ…
ପହଣ୍ଡି ବେଳେ ବଡ଼ ଅଘଟଣ
ଆଡ଼ପ ପହଣ୍ଡି ବେଳେ ବଡ଼ ଅଘଟଣ । ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର । ତାଳଧ୍ୱଜ ରଥର ଚାରମାଳ ଉପରୁ ହାମୁଡେଇ ପଡ଼ିଲେ ବଡ଼ ଠାକୁର । ପହଣ୍ଡିରେ ସାମିଲ ହୋଇଥିବା ପାଞ୍ଚ ସେବାୟତ ଆହତ ହୋଇଥିବା ସୂଟନା । ଆହତ ସେବାୟତଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ ଏପରି ଅଘଟଣ କୋଟି କୋଟି…
୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର
ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର । ଏନେଇ ସ୍ପଷ୍ଟ କରିଛି କମିଟି । ତେବେ ସରକାର ଅନୁମତି ଦେଲେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର କମିଟି ବୈଠକରେ ବଡ ନିଷ୍ପତ୍ତି ନିଆଯାଇଛି । ରଥ ଯାତ୍ରାରେ ବେଳେ ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ଏ ନେଇ…
ଆଜି ଚତୁର୍ଦ୍ଧାବିଗ୍ରହଙ୍କ ଆଡ଼ପପହଣ୍ଡି
ତିନି ରଥ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ରଥ ଉପରେ ଆଜିର ଦୈନନ୍ଦିନ ନୀତି ସଂପନ୍ନ ହୋଇଛି। ରଥଟଣା ଦିନ ଆଡ଼ପପହଣ୍ଡି ପରମ୍ପରା-ବିରୋଧୀ ଥିବାରୁ ମଙ୍ଗଳବାର ଅପରାହ୍ଣରେ ଚତୁର୍ଦ୍ଧାବିଗ୍ରହଙ୍କ ଆଡ଼ପପହଣ୍ଡି ଅନୁଷ୍ଠିତ ହେବ। ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଆଡ଼ପମଣ୍ଡପ…
ମାଉସୀ ଘରେ ପହଞ୍ଚିଲେ ତିନିଠାକୁର
ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିଲା ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ପୂର୍ବରୁ ଗୁଣ୍ଡିଚାମନ୍ଦିର ପାଖ ଶରଧାବାଲିରେ ପହଞ୍ଚିଥିଲେ ବଡବାଡସାମନ୍ତ ବଡ଼ଠାକୁର ଶ୍ରୀବଳଦେବ ଗୋସାଇଁ ଓ ହଳଦୀମୁଖୀ ମା’ ସୁଭଦ୍ରା। ବଳଭଦ୍ରଙ୍କ ତାଳଧ୍ବଜ ପରେ ତାଙ୍କ ପଛେ ପଛେ ଘର୍ଘରନାଦ କରି ଆସି ପହଞ୍ଚିଥିଲା…