Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Culture
ଆଜି ୧୦ ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଜାରି ,ଦିନ ୧୧ଟାରୁ ୩ଟା ବାହାରକୁ ନଯିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି…
ସାରା ରାଜ୍ୟରେ ପ୍ରଚଣ୍ଡ ଖରା । ୧୭ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର । ୪୦ ଡିଗ୍ରୀ ଟପିଲା ୮ ସହରର ତାପମାତ୍ରା । ଝାରସୁଗୁଡାରେ ସର୍ବାଧିକ ୪୧ ଡିଗ୍ରୀ ରେକର୍ଡ ହୋଇଛି । ଆଜି ୧୦ ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଜାରି । ଦିନ ୧୧ଟାରୁ ୩ଟା ବାହାରକୁ ନଯିବାକୁ ଜନସାଧାରଣଙ୍କୁ …
ଆଜି ଦୋଳପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ସୁନାବେଶ
ମହାପ୍ରଭୁଙ୍କ ଦ୍ବାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ । ସେଥିପାଇଁ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ସୁନାବେଶ l ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ମଣି ବିମାନରେ ଦୋଳବେଦୀକୁ ବିଜେ କରିବା ସହ ଭକ୍ତଙ୍କ ସହିତ ଅବିର ଓ…
ଭକ୍ତମାନେ ଆନନ୍ଦବଜାରରୁ ମହାପ୍ରସାଦ ଆଣି ଅନ୍ନକ୍ଷେତ୍ରରେ ମହାପ୍ରସାଦ ସେବନ କରିପାରିବେ, ଉତ୍ତରଦ୍ବାର ବାହାରେ ଖୋଲାଯିବ…
ଶ୍ରୀମନ୍ଦିର ଉତ୍ତରଦ୍ବାର ବାହାରେ ଖୋଲାଯିବ ଅନ୍ନକ୍ଷେତ୍ର । ଭକ୍ତମାନେ ଆନନ୍ଦବଜାରରୁ ମହାପ୍ରସାଦ ଆଣି ଉତ୍ତର ଦ୍ବାର ବାହାରେ ହେବାକୁ ଥିବା ଅନ୍ନକ୍ଷେତ୍ରରେ ମହାପ୍ରସାଦ ସେବନ କରିପାରିବେ । ଏନେଇ ସୂଚନା ଦେଇଛନ୍ତି ଗଜପତି ମହାରାଜା ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ…
ମହୋଦଧିରେ ଗୋବିନ୍ଦ ଦ୍ୱାଦଶୀ ଦୁର୍ଲଭ ବୁଡ
ଆଜି ପୂଷ୍ୟା ନକ୍ଷତ୍ର ଯୁକ୍ତ ଗୋବିନ୍ଦ ଦ୍ୱାଦଶୀ ଦୁର୍ଲଭ ବୁଡ । ବିଶ୍ବାସ ରହିଛି ତୀର୍ଥରାଜ ମହୋଦଧିରେ ସ୍ନାନ କଲେ ଅଶେଷ ପୁଣ୍ୟ ମିଳିଥାଏ । ୧୦ ତାରିଖ ଦିନ ପାପନାଶିନୀ ଏକାଦଶୀରେ ୧୧ ତାରିଖ ସକାଳ ୮.୧୫ ସୁଦ୍ଧା ପୂଷ୍ୟା ନକ୍ଷତ୍ର ଯୁକ୍ତ ଗୋବିନ୍ଦ ଦ୍ୱାଦଶୀସ୍ନାନ କରିବାର ରହିଛି ନିୟମ । ।…
ଦୋଳ ପୂର୍ଣ୍ଣିମା ଓ ହୋଲି ସମୟର ନୀତିକାନ୍ତି ଯୋଗୁ ରତ୍ନଭଣ୍ଡାର ମରାମତି କାମ ୭ ଦିନ ଲାଗି ସ୍ଥଗିତ ରହିବ
ଦୋଳ ପୂର୍ଣ୍ଣିମା ଓ ହୋଲି ସମୟର ନୀତିକାନ୍ତି ଯୋଗୁ ରତ୍ନଭଣ୍ଡାର ମରାମତି କାମ ୭ ଦିନ ଲାଗି ସ୍ଥଗିତ ରହିବ। ଛତିଶା ନିଯୋଗର ନିଷ୍ପତ୍ତି ଅନୁଯାୟୀ ଆସନ୍ତା ୯ ତାରିଖରୁ ୧୫ ତାରିଖ ଯାଏ ବନ୍ଦ ରହିବ ମରାମତି କାମ। ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ…
ସାର୍ବଜନୀନ ହେବନି ରତ୍ନଭଣ୍ଡାର ଚାବି ରିପୋର୍ଟ – ବଦଳିଗଲା ସରକାରଙ୍କ ସ୍ବର
ନିର୍ବାଚନ ସମୟରେ ରତ୍ନଭଣ୍ଡାର ଚାବି ହଜିବାକୁ ପ୍ରସଙ୍ଗ କରି, ବିଜେଡି ଉପରେ ଜୋରଦାର ବର୍ଷୁଥିଲା ବିଜେପି । ପ୍ରଧାନମନ୍ତ୍ରୀ ମୋଦୀଙ୍କଠାରୁ ଆରମ୍ଭ କରି ଶୀର୍ଷ ନେତାମାନେ, ସରକାରକୁ ଆସିଲେ ରଚ୍ନଭଣ୍ଡାର ଚାବି ଖୋଜି ଆଣିବାକୁ ପ୍ରତିଶ୍ରୁତି ଦେଉଥିଲେ । ହେଲେ ସରକାରକୁ ଆସିବା ପରେ ବିଜେପିର…
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି , 5 ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
ଆଜି ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀ ବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦତ୍ତ…
ସବୁଠୁ ପବିତ୍ର କୁହାଯାଉଥିବା ଗଙ୍ଗା ନଦୀର ଜଳ ଏବେ ପ୍ରଦୂଷିତ
ସବୁଠୁ ପବିତ୍ର କୁହାଯାଉଥିବା ଗଙ୍ଗା ନଦୀର ଜଳ ଏବେ ପ୍ରଦୂଷିତ। ବିହାର ଦେଇ ଯାଇଥିବା ଗଙ୍ଗା ନଦୀର ଏହି ଜଳ ଏବେ ଗାଧୋଇବା ପାଇଁ ମଧ୍ୟ ଅନୁପଯୁକ୍ତ। ଜଳରେ ବ୍ୟାକ୍ଟେରିଆ ବା ଜୀବାଣୁ ସଂଖ୍ୟା ବହୁ ଅଧିକ ରହୁଥିବାରୁ ତାହା ପ୍ରଦୂଷିତ ହୋଇପଡ଼ିଥିବା ବିହାର ଅର୍ଥନୈତିକ ସର୍ଭେ ୨୦୨୪-୨୫ରେ…
ଆଜି ଜାଗର , ହର ହର ମହାଦେବ ନାରାରେ ପ୍ରକମ୍ପିତ ଲିଙ୍ଗରାଜରୁ ଲୋକନାଥ ଓ ଧବଳେଶ୍ବରରୁ କପିଳାସ ପୀଠ
ଆଜି ଜାଗର। ଦେବାଦି ଦେବ ମହାଦେବଙ୍କ ଭକ୍ତଙ୍କ ପାଇଁ ବିଶେଷ ଦିନ। ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ, ହର ହର ମହାଦେବ ନାରାରେ ପ୍ରକମ୍ପିତ ଲିଙ୍ଗରାଜରୁ ଲୋକନାଥ ଓ ଧବଳେଶ୍ବରରୁ କପିଳାସ ପୀଠ। ସଜେଇ ହୋଇଛି ଲିଙ୍ଗରାଜଙ୍କ ମନ୍ଦିର। ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଠାରୁ…
ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଗଜୋଦ୍ଧାରଣ ବେଶ
ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଗଜୋଦ୍ଧାରଣ ବେଶ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଦର୍ଶନ ଦେବେ। ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ…