Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Culture
ଶ୍ରୀମନ୍ଦିର:ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ । ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି । ମଙ୍ଗଳବାର ଏକାଦଶୀରେ ମହାପ୍ରଭୁଙ୍କ ବିବାହ ନୀତି ହେବାକୁ ଥିବାବେଳେ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲା । ଫଳରେ ୫ ଘଣ୍ଟା ବିଳମ୍ବ ହୋଇଥିଲା ଶ୍ରୀଜିଉଙ୍କ ନୀତିକାନ୍ତି ।ଗତକାଲି…
ଆଜି ଶ୍ରୀଜିଉଙ୍କ ରାଜେନ୍ଦ୍ରଭିଷେକ ନୀତି
ଆଜି ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ରାଜେନ୍ଦ୍ରଭିଷେକ ନୀତି । ନୀତି ଶେଷ ହେବା ପରେ ମଦନମୋହନ ଆଜ୍ଞାମାଳ ପାଇ ବଟ ଗଣେଶଙ୍କଠାରେ ଥିବା ଖଟ ଉପରେ ବିଜେ କରିବେ । ଏହାପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇ ଜଗମୋହନର ବିଦ୍ୟୁତ ଆଲୋକ ବନ୍ଦ କରାଯାଇ ଅନ୍ଧାର…
ଆଜି ହେଉଛି ବକ୍ରି ଇଦ୍
ଆଜି ହେଉଛି ଇସଲାମ ଧର୍ମାବଲମ୍ବୀଙ୍କ ପାଇଁ ସ୍ୱତନ୍ତ୍ର ଦିନ । ଦେଶର ଇସଲାମ ସମ୍ପ୍ରଦାୟର ଲୋକେ ଆଜିର ଦିନକୁ ଇଦ ଉଲ୍ ଜୁହା ବା ବକ୍ରି ଇଦ୍ ଭାବେ ପାଳନ କରୁଛନ୍ତି । ଏହି ଦିନ ଟିକୁ ବଳିଦାନ ଦିବସ ଭାବେ ପାଳନ କରାଯାଇଥାଏ । ବଳିଦାନର ଏହି ପରମ୍ପରା ହଜରତ ଇବ୍ରାହିମଙ୍କ ସମୟରୁ ଆରମ୍ଭ…
ରଥଯାତ୍ରା ପ୍ରସ୍ତୁତି : ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ
ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକରେ ହେବ ଆଲୋଚନା । ଏହି ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଗୁଇନ୍ଦା…
ଆଜି ଶେଷ ରଜ
ଆଜି ଶେଷ ରଜ। ଏହାକୁ ବେଶ ଧୂମଧାମରେ ପାଳନ କରୁଛନ୍ତି ଓଡ଼ିଶାବାସୀ। ଚାରିଆଡ଼େ ଉତ୍ସବର ମାହୋଲ ଦେଖିବାକୁ ମିଳୁଥିବା ବେଳେ ପିଠାପଣାର ମହକରେ ବାସି ଉଠୁଛି ପ୍ରତିଟି ଓଡ଼ିଆ ଘର। ଆଜି ରବିବାର ହୋଇଥିବାରୁ ସକାଳୁ ସକାଳୁ ଆମିଷ ମାର୍କେଟରେ ମଧ୍ୟ ଭିଡ଼ ଦେଖିବାକୁ ମିଳିଲାଣି।ଗ୍ରାହକଙ୍କ ଚାହିଦାକୁ…
ଶ୍ରୀଜୀଉଙ୍କ ସ୍ନାନଯାତ୍ରା: ୫ଟାରୁ ପହଣ୍ଡି, ୩ଟା ୪୦ରୁ ଗଜବେଶ
ଚଳିତ ମାସ ୨୨ରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଦେବସ୍ନାନ ପୂର୍ଣ୍ଣିମା । ତେଣୁ ୨୦ ତାରିଖ ସୁଦ୍ଧା ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଛି। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ବୈଠକ ଶୁକ୍ରବାର ସ୍ବତନ୍ତ୍ର ସର୍କିଟ୍…
ବନସ୍ତେ ଡ଼ାକିଲା ଗଜ ……..ଆସିଛି ରଜ
ଓଡ଼ିଶାର ପାରମ୍ପାରିକ ଗଣ ପର୍ବ ରଜ । ପୁରୁଣା ପରମ୍ପରା ଅନୁସାରେ ପହିଲି ରଜ ପାଳନ ପାଳୁଛନ୍ତି ଯୁବତୀ ।ଆଜି ପହିଲି ରଜ । ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି । ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ ।…
୫୩ ବର୍ଷ ପରେ ୧୩ ଦିନ ଅଣସର ନୀତି
୫୩ ବର୍ଷ ପରେ ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ପଡ଼ିଛି। ଯେଉଁଦିନ ନେତ୍ରୋତ୍ସବ, ସେହିଦିନ ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା। ଏହାକୁ ନେଇ ଅଡ଼ୁଆ ସ୍ଥିତି ଉପୁଜିଛି। ହାତରେ ଦୁଇଦିନ କମ୍ ଥିବାରୁ ନୀତିକାନ୍ତିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ସେବାୟତ। ୧୩ ଦିନ ଭିତରେ ସବୁ…
ମହାପ୍ରଭୁଙ୍କ ଆଶୀର୍ବାଦରେ ଏହା ସମ୍ଭବ ହେଇଛି, ତାଙ୍କ ଇଚ୍ଛାରେ ସବୁକିଛି ହୁଏ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ନେଇ ରଖିଲେ ପ୍ରତିକ୍ରିୟା । ପ୍ରଥମ କ୍ୟାବିନେଟରେ ୪ଟି ପ୍ରସ୍ତାବରୁ ପ୍ରଥମଟି କାର୍ଯ୍ୟକାରୀ ହୋଇଛି । ପ୍ରଥମ ପ୍ରସ୍ତାବ ଅନୁଯାୟୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି । ଭକ୍ତଙ୍କ…
ନଗର ପରିକ୍ରମାରେ ବାହାରିଛନ୍ତି ଦେବ ଦମ୍ପତି
ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବ ମୁଖର ସମ୍ବଲପୁର ସହର । ବିବାହ ସମ୍ପନ୍ନ ହେବା ପରେ ନଗର ପରିକ୍ରମାରେ ବାହାରିଛନ୍ତି ଦେବ ଦମ୍ପତି । ଅଳତୀ ପରେ ସୁସଜ୍ଜିତ ରଥରେ ବିଜେ କରି ମହାଦେବ ଓ ଦେବୀ ପାର୍ବତୀ ଗ୍ର ପରିକ୍ରମା କରିଛନ୍ତି । ରାତି ୧୨ଟାରେ ବାହାରିଥିବା ଏହି ପରିକ୍ରମା ବ୍ରାହ୍ମ…