Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Culture
୧୪ରୁ ଶ୍ରୀମନ୍ଦିରରେ ରାଧାଦାମୋଦର ବେଶ
କାର୍ତ୍ତିକ ମାସ ବାଳଧୂପ ନୀତି ସହ ମହାପ୍ରଭୁଙ୍କ ରାଧା ଦାମୋଦର (ରାଈଦାମୋଦର) ବେଶ ଆରମ୍ଭ ହେବ। ପ୍ରତିବର୍ଷ ଭଳି ଚଳିତବର୍ଷ ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ମାସେ ବ୍ୟାପୀ ପ୍ରତିଦିନ ଶ୍ରୀବିଗ୍ରହ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ…
ହବିଷ୍ୟାଳୀ ଯୋଜନା
ଚଳିତ ବର୍ଷ ହବିଷ୍ୟାଳୀ ଯୋଜନାରେ ୨ ହଜାର ୫୦୦ ହବିଷ୍ୟାଳୀଙ୍କ ପାଇଁ ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ହୋଇଛି । ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ହବିଷ୍ୟାଳୀ ଯୋଜନାକୁ ଅନୁମତି ମିଳିଛି । ଆସନ୍ତା ମାସ ୧୮ ତାରିଖରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ସପ୍ତାହରୁ ହବିଷ୍ୟାଳୀ…
ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ମନ୍ଦିର ଏବଂ ଉଦ୍ୟାନର ଉଦ୍ଘାଟନ କରିବେ ରାଷ୍ଟ୍ରପତି
ଐତିହାସିକ ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର, ଶିବ ମନ୍ଦିର, ହନୁମାନ ମନ୍ଦିର ଏବଂ ଉଦ୍ୟାନର ଉଦ୍ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଡିସେମ୍ବର ୧୨ରେ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଷ୍ଟ୍ରପତିଙ୍କ ସହ ଏହି କାର୍ଯ୍ୟରେ ସମ୍ମାନିତ…
ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ
ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ଏ ବାବଦରେ ଆଲୋଚନା ଆରମ୍ଭ ହୋଇଛି। ଜୟଦେବ ଭବନରେ ଆଜି ଆୟୋଜିତ ଶ୍ରୀ ଜଗନ୍ନାଥ ସଂସ୍କୃତି ପରିଷଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି…
ଆଜି ଇନ୍ଦିରା ଏକାଦଶୀ
ହିନ୍ଦୁବିଶ୍ୱାସୀ ସନାତନ ସଂସ୍କୃତିର ଓ ଭକ୍ତି ଭାବନାପୂର୍ଣ୍ଣ ହୃଦୟରେ ପାଳନ କରିଥାନ୍ତି । ଏକାଦଶୀ ବ୍ରତ ହିନ୍ଦୁ ଧର୍ମର ଏକ ପବିତ୍ର ବ୍ରତ । ସୁସ୍ଥ ଓ ଦୀର୍ଘଜୀବନ ଲାଭରେ ସହାୟକ ହୁଏ ଏକାଦଶୀ ଉପବାସ । ଅଗ୍ନି ପୁରାଣ ମତରେ ଏକାଦଶୀ ବ୍ରତ କଲେ ଭଗବାନ ଶ୍ରୀହରିଙ୍କ ନିତ୍ୟ ନିବାସରେ ସ୍ଥାନ…
ଆସୁଛନ୍ତି ମା’ ଦୁର୍ଗା
ଆଶ୍ୱୀନ ମାସର ଶୁକ୍ଳ ପକ୍ଷ ପ୍ରତିପଦା ତିଥିରୁ ଆରମ୍ଭ ହୁଏ ମା’ ଦୁର୍ଗାଙ୍କ ପୂଜାର ସମ୍ଭାର । ଏହି ଦିନରୁ ନବରାତ୍ରୀ ଆରମ୍ଭ ହେଉଥିବା ବେଳେ ଦଶମୀ ତିଥିରେ ଦଶହରା ପାଳନ କରାଯାଏ । ଚଳିତବର୍ଷ ଅକ୍ଟୋବର ୩ ତାରିଖ, ଗୁରୁବାରରୁ ଆରମ୍ଭ ହେବାକୁ ଯାଉଛି ଶାରଦୀୟ ନବରାତ୍ରୀ । ଧାର୍ମିକ ମାନ୍ୟତା…
ପୁରୀ ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର
ପୁରୀ ଶ୍ରୀମନ୍ଦିରରେ ଫୁଡ୍ ଇନ୍ସପେକ୍ଟର ନିଯୁକ୍ତ ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ମହାପ୍ରଭୁଙ୍କୁ ଲାଗି ହେଉଥିବା ମହାପ୍ରସାଦ ସହ ବିଭିନ୍ନ ଶୁଖିଲା ଭୋଗର ମାନ ଯାଞ୍ଚ କରିବେ ଫୁଡ୍ ଇନ୍ସପେକ୍ଟର। ଖୁବ୍ ଶୀଘ୍ର ଶ୍ରୀମନ୍ଦିରରେ ଫୁଡ୍…
୧୦୦ କୋଟି ଟଙ୍କାର ରୁପା ଓ ସୁନା ଅଳଙ୍କାରରେ ସଜେଇ ହେବେ ମା’
ଏଥର କଟକ ଦଶହରାରେ ପୂଜାମଣ୍ଡପଗୁଡ଼ିକରେ ପାଖାପାଖି ୧୦୦ କୋଟି ଟଙ୍କାର ରୁପା ଓ ସୁନା ଅଳଙ୍କାରରେ ସଜେଇ ହେବେ ମା’। ବିଭିନ୍ନ କାରଣରୁ ଏଥର ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରତ୍ୟେକ ପୂଜା ମଣ୍ଡପରେ ଅଗ୍ନିଶମ ବିଭାଗ ପକ୍ଷରୁ ଧାର୍ଯ୍ୟ…
୨୩ ଯାଏଁ ରତ୍ନଭଣ୍ଡାର ଯାଞ୍ଚ କରାଯିବ
ଆଜିଠାରୁ ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୩ ତାରିଖ ଯାଏଁ ଜାରି ରହିବ। ଆଜି ପ୍ରଥମ ଦିନରେ ଏଏସ୍ଆଇ ଓ ବିଶେଷଜ୍ଞ ଟିମ୍ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଅପରାହ୍ଣ ୨ଟାରେ ପ୍ରବେଶ କରିଥିଲେ। ଦୀର୍ଘ ୪ ଘଣ୍ଟା ପରେ ଏହି ଟିମ୍…
21ରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ
ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରିବ ଏଏସଆଇ ଭାରତୀୟ ପତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଆସନ୍ତା ସେପ୍ଟେମ୍ବର 21,22 ଓ 23 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈ୍ଷୟିକ ସର୍ଭେ ଅନୁଷ୍ଠିତ ହେବ । ଦିନ 2 ଟାରୁ ସନ୍ଧ୍ୟା 6 ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି । ଆସନ୍ତା…