Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Culture
ଶ୍ରୀମନ୍ଦିରକୁ ବିଜେ କରିବ ଫୁଲୁରୀ ତେଲ
ମହାପ୍ରଭୁଙ୍କ ଅନବସର ସେବା ପାଇଁ ଶ୍ରୀମନ୍ଦିରକୁ ବିଜେ କରିବ ଫୁଲୁରୀ ତେଲ। ବଡ଼ ଓଡ଼ିଆ ମଠ ମହନ୍ତ ଏହି ତେଲ ପ୍ରସ୍ତୁତ କରି ମହାପ୍ରଭୁଙ୍କ ସେବା ପାଇଁ ପହଁଚାଇବେ। ହେରାପଞ୍ଚମୀରୁ ଆରମ୍ଭ ହୋଇଯାଏ ପର ବର୍ଷ ପାଇଁ ଠାକୁରଙ୍କ ଫୁଲୁରୀ ତେଲ ପ୍ରସ୍ତୁତି...24 ପ୍ରକାର ଉପାଦାନରେ ତିୁଆରି ହୋଇଥାଏ…
ରତ୍ନଭଣ୍ଡାରର ତୁରନ୍ତ ମରାମତି ପାଇଁ ପତ୍ନତତ୍ତ୍ୱ ବିଭାଗକୁ ନିର୍ଦ୍ଦେଶ ଦେବାକୁ ମୁଖମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି…
ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାରର ତୁରନ୍ତ ମରାମତି ଏବଂ ରକ୍ଷଣାବେକ୍ଷଣ ପାଇଁ ପତ୍ନତତ୍ତ୍ୱ ବିଭାଗକୁ ନିର୍ଦ୍ଦେଶ ଦେବାକୁ ମୁଖମନ୍ତ୍ରୀ ମୋହନ ମାଝିଙ୍କୁ ଅନୁରୋଧ କରିଛନ୍ତି । ଭିତର ରତ୍ନଭଣ୍ଡାର ସ୍ଥିତି…
କଣ ପାଇଁ ତିଳକ ମଥାରେ ଲଗାଯାଏ!
ମଥାରେ ତିଳକ ଲାଗାଇବାକୁ ନେଇ ରହିଛି ଅନେକ କିମ୍ୱଦନ୍ତୀ। ତିଳକ ଲଗାଇଲେ ଯେ କେବଳ ଆମ ଜୀବନରେ ସାକାରାତ୍ମକ ଚିନ୍ତାଧାରା ଆସିଥାଏ ତାହା ନୁହେଁ ବରଂ ବ୍ୟକ୍ତିର ଜନ୍ମ ଜାତକରେ ଅଶୁଭତ୍ୱ ପ୍ରଦାନ କରୁଥିବା ଗ୍ରହ ବି ଶାନ୍ତ ହୋଇଥାନ୍ତି। ସବୁଦିନ ହେଉ କିମ୍ୱା ବିଶେଷ ପୂଜା ପର୍ବଣରେ ତିଳକ…
ଚଳିତବର୍ଷ ନବଯୌବନ ଦର୍ଶନ ବନ୍ଦ
ଚଳିତବର୍ଷ ନବଯୌବନ ଦର୍ଶନ ବନ୍ଦ ରହିବ। ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଗୋଟିଏ ଦିନରେ ପଡ଼ୁଥିବାରୁ ଏହିଦିନ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଉଭୟ ଅଣସର ଓ ଶ୍ରୀଗୁଣ୍ଡିଚା ଯାତ୍ରା ନୀତି ଶୃଙ୍ଖଳା ପାଇଁ ଏଭଳି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପରିଚାଳନା କମିଟି।…
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ : ନବ ଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତି
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ କାଏମ ରଖିବାକୁ ଏହି ବୈଠକରେ ନିଷ୍ପତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ ନୀତି ତ୍ୱରାନ୍ୱିତ କରିବାକୁ ନବ ଯୌବନ ଦର୍ଶନ ବନ୍ଦ କରିବାକୁ…
ହାତବାନ୍ଧି ବସିଛନ୍ତି ମହାରଣା
କରତକଳରୁ ତେର ପରସ୍ତ ପୋଟଳ କାମ ପାଇଁ ପାଞ୍ଚ ପାହିଆ ପଟା ପହଞ୍ଚି ନାହିଁ। ପଟା ରଥଖଳାରେ ନିର୍ଦ୍ଧାରିତ ସମୟରେ ପହଞ୍ଚି ନଥିବାରୁ ମହାରଣା ସେବକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କାଠ ପହଞ୍ଚି ନଥିବାରୁ ଧାର୍ଯ୍ୟ ସମୟରେ ରଥକାମ ସାରିବା ଆହ୍ବାନ ପାଲଟିବ ବୋଲି କହିଛନ୍ତି। ରଥଯାତ୍ରାକୁ ଆଉ…
ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ
ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ ପରେ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ବିଜେଡି ସରକାର ୫୦ କୋଟି ଟଙ୍କା ଦେଇଥିଲେ । କିନ୍ତୁ ପୀଠର ବିକାଶ ପାଇଁ ଏହା…
ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା
ଆଜିଠାରୁ ଅଲାରନାଥ ପୀଠରେ ହେବ ଅନବସର ଦର୍ଶନ । ସମସ୍ତ ଭକ୍ତମାନେ ୧୩ ଦିନ ଧରି କରିପାରିବେ ଦର୍ଶନ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଅଲାରନାଥ ପୀଠ । ଶନିବାର ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ବେଦୀରେ ଦିବ୍ୟସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି ।…
କ’ଣ ରହିଛି ଦେବସ୍ନାନ ପୂର୍ଣ୍ଣିମାର ମାହାତ୍ମ୍ୟ!
ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ…