Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Culture
ଆଜି ଖୋଲିପାରେ ଗୁପ୍ତ ସୁଡ଼ଙ୍ଗର ରହସ୍ୟ
ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ…
ଆଜି ପୁଣି ଖୋଲିବ ରତ୍ନଭଣ୍ଡାର
ଶ୍ରୀଜଗନ୍ନାଥ ମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାର ଯାଞ୍ଚ ଆଜି (ବୁଧବାରଠାରୁ) ଆରମ୍ଭ ହେବ। ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥାର ଅତିରିକ୍ତ ମହାନିର୍ଦେଶକ ଏଥିପାଇଁ ଗଠିତ ଉଚ୍ଚସ୍ତରୀୟ ବୈଷୟିକ କମିଟିର ନେତୃତ୍ୱ ନେବେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ…
ଆଜି ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା
ଆଜି ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା। ସାରା ରାଜ୍ୟରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି। ଚଳଚଞ୍ଚଳ ହୋଇପଡିଛି ବନ୍ଦର ନଗରୀ ପାରାଦୀପ। ପାରାଦୀପର ଛୋଟ ବଡ ପ୍ରାୟ ୩୦ଟି ମଣ୍ଡପରେ ପୂଜା ଆୟୋଜନ କରାଯାଇଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳା…
ଶ୍ରୀମନ୍ଦିରରେ ଆଜି ବାମନ ଜନ୍ମ ନୀତି
ଶ୍ରୀମନ୍ଦିରରେ ଆଜି ବାମନ ଜନ୍ମ ନୀତି । ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ…
ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ
ଆସନ୍ତାକାଲି ଅର୍ଥାତ୍ ରବିବାର ପବିତ୍ର ଭାଦ୍ରବ ଶୁକ୍ଳପକ୍ଷର ଶ୍ରବଣା ଦ୍ୱାଦଶୀ ତିଥି। ଏହି ତିଥିର ମାହାତ୍ମ୍ୟ ହେଉଛି ଶ୍ରୀଦିବ୍ୟସିଂହ ଦେବ ମହାରାଜାଙ୍କ ନୂତନ ଅଙ୍କ ଆରମ୍ଭ, ସୁନିଆଁ, ସର୍ବସମ୍ମତ ବାମନ ଜନ୍ମ, ଶ୍ରୀମନ୍ଦିରରେ ବାମନ ଜନ୍ମ, ଶକ୍ରଧ୍ୱଜ ଉତ୍ଥାପନ, ଇନ୍ଦ୍ରଧ୍ୱଜ ପୂଜା, ଗରୁଡ଼…
ଆସନ୍ତା ୧୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ହେବ
ଆସନ୍ତା ୧୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ହେବ। ଏଥିଲାଗି ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ଏକ କମିଟି ରତ୍ନଭଣ୍ଡାର ଯାଞ୍ଚ କରିବ ବୋଲି ଜଣାଯାଇଛି।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ୧୮ ତାରିଖ ଦିନ ଗୋଟାଏ ରୁ…
ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କୁ ଲାଗି ହେବ ନବାନ୍ନ
ଆଜି କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ୱରୀଙ୍କୁ ଲାଗି ହେବ ନବାନ୍ନ। ସକାଳ ୮ଟା ୨୦ରୁ ୯ଟା ୪୦ ମଧ୍ୟରେ ନବାନ୍ନ ଲାଗି ହେବ ବୋଲି ଜଣାଯାଇଛି। ନବାନ୍ନ ଲାଗି ପରେ ୧୨ଟା ଭିତରେ ଲୋକେ ନୂଆ ଖାଇବେ। ଏଥିଲାଗି ମା’ଙ୍କ ପାଖରେ ସ୍ବତନ୍ତ୍ର ନୀତିକାନ୍ତି ହେଉଛି। କଳାହାଣ୍ଡିର ଗଡ଼ଜାତ…
ନୂଆଁଖାଇରେ ନୂଆଁ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ନୂଆଁଖାଇରେ ନୂଆଁ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏହି ଅବସରରେ ସେ…
ଆଜି ନୂଆଁଖାଇ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପର୍ବ। ଏହି ଦିନ ମା ସମଲେଶ୍ୱରୀଙ୍କ ପାଖେ ନବାନ୍ନା ଲାଗି ହୋଇଥାଏ। ତେବେ ପ୍ରତିଘରେ ନୂଆ ଖାଇବା ସହ ନୂଆ ପିନ୍ଧି ପରସ୍ପରକୁ ପିଲାଠୁ ବୁଢା ଯାଏଁ ଶୁଭେଚ୍ଛା ଜଣାଇବେ। ପଶ୍ଚମ ଓଡ଼ିଶା ପରମ୍ପରା ଅନୁଯାୟୀ, ସକାଳ ୯ଟା ୧୨ମିନିଟରୁ ୯ଟା ୨୭ ମିନିଟ ମଧ୍ୟରେ ମାଆଙ୍କ…
ଆଜି ଧରାପୃଷ୍ଠକୁ ଅବତରଣ କରିବେ ପ୍ରଭୁ ଗଜାନନ
ଧରାପୃଷ୍ଠକୁ ଅବତରଣ କରିବେ ପ୍ରଭୁ ଗଜାନନ । ସାରା ଭାରତରେ ଧୁମଧାମରେ ପାଳନ ହେବ ପବିତ୍ର ଗଣେଶ ଚତୁର୍ଥୀ ।ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ପ୍ରଭୁ ଶ୍ରୀଗଣେଶଙ୍କ ଜନ୍ମ । ଯାହାକୁ ଗଣେଶ ଚତୁର୍ଥୀ କୁହାଯାଇଥାଏ । ଏହି ଦିନ ଖୁବ୍ ଧୁମଧାମରେ ବିଘ୍ନେଶ୍ୱରଙ୍କର ସ୍ଥାପନା କରାଯାଇଥାଏ…