Browsing Category

Culture

ଆଜି ମା ଙ୍କ ପଞ୍ଚମ ଦିନ

ଦେବୀ ଭଗବତୀଙ୍କ ପଞ୍ଚମ ରୂପର ନାମ ହେଉଛି ସ୍କନ୍ଦମାତା। ଚୈତ୍ର ନବରାତ୍ରି ୨୦୨୪ ରେ, ୧୩ ଏପ୍ରିଲ ଶନିବାର ଦିନ ମାଆ ସ୍କନ୍ଦମାତାଙ୍କ ଉପବାସ ପାଳନ କରାଯିବ। ଏହି ଦିନ ମାଆ ଦେବୀଙ୍କୁ କଦଳୀ ଅର୍ପଣ କରିବା ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। କଦଳୀରୁ ତିଆରି ଜିନିଷକୁ ସ୍କନ୍ଦମାତା ବହୁତ…

ନବରାତ୍ରିର ଚତୁର୍ଥ ଦିନରେ

ଚୈତ୍ର ନବରାତ୍ରିର ଚତୁର୍ଥ ଦିନରେ ମା’ଙ୍କର ପୂଜା କଲେ ଅଜେୟ ରହିବାର ବରଦାନ ମିଳିଥାଏ । ମା’ଙ୍କ ଉପାସନା ଶାନ୍ତ ମନରେ କରିବା ଉଚିତ । କୁହାଯାଏ, ଯେତେବେଳେ ସାରା ସଂସାରରେ ଚାରିଆଡ଼ ଘୋର ଅନ୍ଧାକାର ଛାଇ ଯାଇଥିଲା, ସେହି ସମୟରେ ମା’ କୁଷ୍ମାଣ୍ଡା ନିଜର ମଧୁର ମୁସ୍କାନରେ ବ୍ରହ୍ମାଣ୍ଡର ରଚନା…

ଚୈତ୍ର ନବରାତ୍ରିର ୩ୟ ଦିନରେ କରନ୍ତୁ ମାଆ ଚନ୍ଦ୍ରଘଣ୍ଟାଙ୍କ ପୂଜା

ଚୈତ୍ର ନବରାତ୍ରିର ତୃତୀୟ ଶକ୍ତି ମାଆ ଚନ୍ଦ୍ରଘଣ୍ଟାଙ୍କ ପୂଜା କରାଯାଇଥାଏ। ମାଆଙ୍କ ଏହି ରୂପ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ବିଶ୍ୱାସ କରାଯାଏ। ମାଆ ଚନ୍ଦ୍ରଘଣ୍ଟାଙ୍କ ଉପାସନା ସାହସୀ କରାଇଥାଏ । ଦେବୀ ଚନ୍ଦ୍ରଘଣ୍ଟାଙ୍କ ରଙ୍ଗ ସୁନା ପରି ଉଜ୍ଜ୍ୱଳ ଏବଂ ତାଙ୍କ ବାହନ ସିଂହ ଅଟେ।ଦେବୀ ମାଆଙ୍କ…

ଆଜି ପବିତ୍ର ଇଦ୍

ଆଜି ପବିତ୍ର ଇଦ୍ ଉଲ ଫିତର। ସାରା ଭାରତରେ ଆଜି ଇଦ୍ ଉତ୍ସବ ପାଳନ ହେଉଛି। ରମଜାନ ମାସ ପୂରଣ ହେବା ପରେ ଆଜି ଇଦ ପାଳନ କରୁଛନ୍ତି ଇସଲାମ ଭାଇଭଉଣୀ। ମସଜିଦରେ ଇସଲାମ ଧର୍ମାବଲମ୍ବୀଙ୍କ ଗହଳି ଲାଗିଛି। ସମୂହ ନମାଜ ପାଠ କରୁଛନ୍ତି ମୁସଲମାନ ଭାଇଭଉଣୀ। ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି…

ମାଆ ବ୍ରହ୍ମଚାରିଣୀ ହେଉଛନ୍ତି ମା ଦୁର୍ଗାଙ୍କର ଦ୍ୱିତୀୟ ଶକ୍ତି

ନବରାତ୍ରର ଦ୍ୱିତୀୟ ଦିନରେ ମାଆ ବ୍ରହ୍ମଚାରିଣୀଙ୍କର ପୂଜା କରାଯାଏ। ମାଆ ବ୍ରହ୍ମଚରିଣୀଙ୍କୁ ପୂଜା କରି ଭକ୍ତମାନେ ଅନେକ ପ୍ରକାରର ସଫଳତା ହାସଲ କରନ୍ତି। ବିଶ୍ୱାସ କରାଯାଏ ଯେ, ମା ଦୁର୍ଗାଙ୍କୁ ପୂଜା କରିବା ଦ୍ୱାରା ନଅଟି ଗ୍ରହ ଶାନ୍ତ ହୋଇଯାଏ। ଜ୍ୟୋତିଷ ଶାସ୍ତ୍ରରେ ମା ବ୍ରହ୍ମଚାରିଣୀ…

ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବନକ ଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସ୍ୱତନ୍ତ୍ର ନୀତି ହେବ । ଗୁପ୍ତ ନୀତି ପାଇଁ  ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସଂଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ଶ୍ରୀଜୀଉମାନଙ୍କ ଶ୍ରୀମୁଖ ଶୃଙ୍ଗାର ତଥା…

ଚୈତ୍ର ନବରାତ୍ରୀ

ଚୈତ୍ର ନବରାତ୍ରୀ ଆରମ୍ଭ ହୋଇସାରିଛି । ତେଣୁ ପରିବାରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ଚାହୁଁଥିଲେ କିଛି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ ନଚେତ ମା’ ଦୁର୍ଗାଙ୍କ କୃପାରୁ ବଞ୍ଚିତ ହେବେ ।ନବରାତ୍ରୀର ନଅ ଦିନରେ ମାଆ ଦୁର୍ଗାଙ୍କ ରୂପରେ ବିଧି-ବିଧାନ ସହ ପୂଜା ଆରାଧନା କରାଯାଏ । ଭକ୍ତ ଏହି ସମୟରେ…

ଚଳଚଞ୍ଚଳ ରଥଗଡ଼ା

ମହାପ୍ରଭୁଙ୍କ ରୁକୁଣା ରଥାଯାତ୍ରାକୁ ଆଉ ମାତ୍ର ୧୪ ଦିନ। ପୁଣି ଦୁଇଦିନ ପୂର୍ବରୁ ରଥ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ମନ୍ଦିର ପ୍ରଶାସନର ନିର୍ଦ୍ଦେଶ। ଏହାକୁ ଆଖିରେ ରଖି ରଥଖଳାରେ ପ୍ରାୟ ୬୦ ଜଣ କାରିଗର ମହାପ୍ରଭୁ ଲିଙ୍ଗରାଜଙ୍କ ନିକଟରେ ନିଜକୁ ସମର୍ପି ଦିନରାତି ରଥ ଗଢ଼ିବାରେ…

୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ସୋମବାର ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଖସାପଡ଼ା ଲାଗି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ମଣ୍ଡପରେ ଭୋଗ ଲାଗି ପରେ ନୀତି ଅନୁଷ୍ଠିତ ହେବ।

ଆଜି ଉତ୍କଳ ଦିବସ

ଆଜି ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବ ଆଉ ଗୌରବର ଦିନ । ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ପାଇଥିଲା ନୂତନ ପରିଚୟ । ଆଜି ଓଡ଼ିଶା ଇତିହାସ ପାଇଁ ଏକ ଅବିସ୍ମରଣୀୟ ଦିନ । ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶାକୁ ସ୍ୱତନ୍ତ୍ର ମାନ୍ୟତା ମିଳିଥିବାରୁ ଏହି ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ…