Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Culture
ଏଣିକି ସିଂହଦ୍ୱାର ଦେଇ ପ୍ରବେଶ କରି ପାରିବେ ଶ୍ରଦ୍ଧାଳୁ, ନୂଆବର୍ଷରେ ଭିଡ଼କୁ ଦୃଷ୍ଟିରେ ରଖି ପଦକ୍ଷେପ ନେଲେ…
ଏଣିକି ସିଂହଦ୍ୱାର ଦେଇ ପ୍ରବେଶ କରି ପାରିବେ ଶ୍ରଦ୍ଧାଳୁ । ନୂଆବର୍ଷରେ ଭିଡ଼କୁ ଦୃଷ୍ଟିରେ ରଖି ପଦକ୍ଷେପ ନେଲେ ଶ୍ରୀମନ୍ଦିର କର୍ତ୍ତୃପକ୍ଷ । ନୂଆବର୍ଷରେ ଶ୍ରଦ୍ଧାଳୁଙ୍କୁ ସହଯୋଗ କରିବାକୁ ଅନୁମତି ପ୍ରଦାନ କରାଯାଇଛି । ଏବେଠାରୁ ହିଁ ଶ୍ରୀମନ୍ଦିରରେ ହେଲାଣି ଶ୍ରଦ୍ଧାଳୁଙ୍କ ସମାଗମ ।…
ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା
ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ। ଏଥିପାଇଁ ଏବେଠୁ ଚଳଚଞ୍ଚଳ ବରଗଡ଼ ସହର। ୧୧ ଦିନର ଯାତ୍ରା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି । ଅଭିନୟକୁ ଜୀବନ୍ତ କରିବା ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି କଳାକାର।
ଦେବକୀଙ୍କ ବିବାହ ପାଇଁ ଚିନ୍ତିତ ମହାରାଜ…
ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ
ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ । ଇଂରାଜୀ ନବବର୍ଷ ଏବଂ ଛୁଟି ଯୋଗୁଁ ଆଗାମୀ କିଛି ଦିନ ଧରି ଶ୍ରୀମନ୍ଦିରରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଆଗମନ ତଥା ଭିଡ ଅନୁମାନ କରାଯାଉଛି । ତେଣୁ ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ତଥା ଶ୍ରଦ୍ଧାଳୁଙ୍କ ଦର୍ଶନ…
ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ିଦର୍ଶନ
ଶ୍ରୀମନ୍ଦିର ନାଟମଣ୍ଡପରେ ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ିଦର୍ଶନ। ଏଥିପାଇଁ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିମିଟେଡ୍ (ଓବିସିସି) ପକ୍ଷରୁ ନାଟମଣ୍ଡପରେ ୬ଥାକିଆ କାଠରୢାମ୍ପ୍ ନିର୍ମାଣ ଆରମ୍ଭ ହୋଇଛି। ଶନିବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.…
ଶ୍ରୀମନ୍ଦିର ଭିତରେ ଗଣ୍ଡଗୋଳ , 2 ସବାୟତଙ୍କୁ କାରଣ ଦର୍ଶାଅ ନୋଟିସ
ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ୨ଜଣ ସେବାୟତଙ୍କୁ ଶନିବାର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ସେମାନେ ହେଲେ ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆ। ଶ୍ରୀମନ୍ଦିର ଆଇନ ୨୧(କ) ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ…
ଶୃଙ୍ଖଳିତ ହେବ ଶ୍ରୀମନ୍ଦିର ନାଟମଣ୍ଡପ ଦର୍ଶନ
ଶ୍ରୀମନ୍ଦିର ନାଟମଣ୍ଡପରେ ଜାନୁଆରିରୁ ଆରମ୍ଭ ହେବାକୁ ଯାଉଛି ନୂଆ ଦର୍ଶନ ବ୍ୟବସ୍ଥା। ନାଟମଣ୍ଡପରେ ବି ଭକ୍ତମାନେ ଧାଡ଼ିରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ନାଟମଣ୍ଡପରେ କାଠରାମ୍ପ୍ରେ ୬ଟି ଧାଡ଼ି ବ୍ୟବସ୍ଥା କରାଯିବ। ତିନିଟି ଧାଡ଼ି ଶିଶୁ, ମହିଳା, ବୃଦ୍ଧବୃଦ୍ଧାଙ୍କ ପାଇଁ ଓ ବାକି ତିନିଟି…
ଦିବା ପହୁଡ଼ ନୀତି : ୩ ଘଣ୍ଟା ଦର୍ଶନ ବନ୍ଦ
ଦିବା ପହୁଡ଼ ପାଇଁ ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ପରେ ଆପାତତଃ ଅପରାହ୍ଣ ୨ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦିବା ପହୁଡ଼ ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପହିଲି ଭୋଗ…
ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ
ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ । କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଜାକିରଙ୍କ…
ବାହାରେ ବିକ୍ରି ହେଉଥିବା ଖଜା ମହାପ୍ରସାଦ ନୁହେଁ
ବାହାରେ ବିକ୍ରି ହେଉଥିବା ଖଜା ମହାପ୍ରସାଦ ନୁହେଁ । ଶ୍ରୀମନ୍ଦିର ଭିତରେ ମିଳୁଥିବା ଖଜା ହିଁ ମହାପ୍ରସାଦ । ଯଦି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ବାହାରୁ ଖଜା କିଣୁଛନ୍ତି, ତେବେ ଭଲ ଜିନିଷରେ ତିଆରି ଖଜା ନିଅନ୍ତୁ । କିନ୍ତୁ ମହାପ୍ରସାଦ ଭାବି ଏହାକୁ କିଣନ୍ତୁ ନାହିଁ । ବ୍ୟବସାୟୀ ମାନେ…
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ
ଆଜି ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ହେବ । ଏଣୁ ଦ୍ବୀତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା 6ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ…