Trending
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
Browsing Category
Culture
ରଥଯାତ୍ରା ପୂର୍ବରୁ ସଜେଇ ହେଉଛି ଶ୍ରୀକ୍ଷେତ୍ର,ସହରରେ ଥିବା ଉଭୟ ପାର୍ଶ୍ଵର କୋଠା ଗୁଡ଼ିକୁ ରଙ୍ଗ ଦିଆଯିବା କାର୍ଯ୍ୟ…
ରଥଯାତ୍ରା ପୂର୍ବରୁ ସଜେଇ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ପୁରୀ ଆସିବାକୁ ଥିବା ଭକ୍ତମାନେ ଏକ ନୂଆ ଅନୁଭୂତି ପାଇବେ। ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବା ବେଳେ ଏହା ପୂର୍ବରୁ ପୁରୀ ସହରରେ ଥିବା ଉଭୟ ପାର୍ଶ୍ଵର କୋଠା…
ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇବା ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…
ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇବା ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୁଭେନ୍ଦୁ ଅଧିକାରୀଙ୍କୁ ମୋହନ ମାଝୀଙ୍କ ଚିଠି ଲେଖିଛନ୍ତି । ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦକୁ ବାଦ୍ ଦେବାକୁ ଚିଠିରେ ଉଲ୍ଲେଖ ।…
୪୯ ଦିନରେ ଚଳଚଞ୍ଚଳ ରଥଖଳା , ଆଜି ରଥ ଉପରକୁ ଉଠିଛି, ଛଅ କାଠ , ଭୋଇ ସେବକ ପକାଇଛନ୍ତି ଚତୁର୍ଥ ହରିବୋଲ୍
୪୯ ଦିନରେ ଚଳଚଞ୍ଚଳ ରଥଖଳା । ଆଜି ରଥ ଉପରକୁ ଉଠିଛି, ଛଅ କାଠ ।ଭୋଇ ସେବକ ପକାଇଛନ୍ତି ଚତୁର୍ଥ ହରିବୋଲ୍ ।୨୦୪ ସେବକଙ୍କ ଉପସ୍ଥିତିରେ ଚାଲିଛି ନିର୍ମାଣ କାର୍ଯ୍ୟ ।ତିନି ରଥରେ ରଥରେ ଛନ୍ଦ ଗୟଳ ମୋଡା କାର୍ଯ୍ୟ ଶେଷ ହୋଇ ଯୋଖା ଫିଟିଙ୍ଗ କାର୍ଯ୍ୟ ମଧ୍ୟ ଶେଷ ହୋଇ ସାରିଛି । ୩ ଟି ରଥରେ…
କଟକରେ କାଳବୈଶାଖୀ ବର୍ଷା ସହ ଘଡଘଡି,ମା’ କଟକଚଣ୍ଡୀ ମନ୍ଦିରରୁ ଖସିଲା ପଥର
କଟକରେ କାଳବୈଶାଖୀ ବର୍ଷା ସହ ଘଡଘଡି । ହ୍ରାସ ପାଇଲା ତାପମାତ୍ରା । ଗରମ ଗୁଳୁଗୁଳିରୁ ମିଳିଲା ଆସ୍ୱସ୍ତି । ଏପଟେ ଝଡ ପବନରେ ମା’ କଟକଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ ଯୋଗୁ ମନ୍ଦିରରୁ ପଥର ଖସିଥିବା ଦେଖିବାକୁ ମିଳିଛି । ବଜ୍ରପାତ ଯୋଗୁ ମନ୍ଦିର ଶିଖରରେ ଫାଟ ସୃଷ୍ଟି ହୋଇଛି । ସନ୍ଧ୍ୟା…
ସୂର୍ଯ୍ୟମନ୍ଦିର ଜଗମୋହନ ଗର୍ଭଗୃହରୁ ବାଲି କଢ଼ା ନିମନ୍ତେ ସ୍ଥିତି ଅନୁଧ୍ୟାନ କଲେ ଏଏସଆଇ ଡିଜି
ବିଶ୍ବପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ କୋଣାର୍କ ସ୍ଥିତ ଐତିହ୍ୟ ଓ କୀର୍ତ୍ତିରାଜି ସଂପନ୍ନ ସୂର୍ଯ୍ୟମନ୍ଦିର ଜଗମୋହନ ଗର୍ଭଗୃହରୁ ବାଲି କଢ଼ା ନିମନ୍ତେ ଏଏସଆଇ ଡିଜି ୟଦୁବୀର ସିଂ ରାଓ୍ବତ ଶନିବାର ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି।
ଏଏସଆଇ ମହାନିର୍ଦ୍ଦଶେକଙ୍କ…
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି । ବୈଠକ ସରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ରାଜେନ୍ଦ୍ରାଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଛତିଶା ନିଯୋଗ ଏବଂ ନୀତି ସବ୍ କମିଟି ବୈଠକରେ ଚୂଡ଼ାନ୍ତ…
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ। ବନକଲାଗି ଅବସରରେ ଏହି ନୀତି ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ…
ରଥଯାତ୍ରା : ରଥତ୍ରୟର ୪୨ ଚକ ସହ ୨୧ ଅଖ ସଂଯୋଗ ଶେଷ
ରଥତ୍ରୟର ୪୨ ଚକ ସହ ୨୧ ଅଖ ସଂଯୋଗ ଶେଷ ହୋଇଛି । ଭଉଁରୀ ଉତ୍ସବରେ ନାହାକା ଚକ ଓ ଅଖ ସଂଯୋଗ ହୋଇଥିଲା । ରବିବାର ତିନି ରଥର ବାକି ୩୬ଟି ଚକ ସହ ୧୮ ଅଖ ସଂଯୋଗ କରାଯାଇଛି । ଏହା ରଥ ଠିଆ ହେବାର ପ୍ରଥମ କାର୍ଯ୍ୟ । ଭିନ୍ନ ଭିନ୍ନ ସ୍ଥାନରେ ତିନି ରଥର ଚକ ଓ ଅଖ ସଂଯୋଗ ହୋଇ ପ୍ରସ୍ତୁତ ରହିଛି ।…
ଉତ୍ତରାଖଣ୍ଡରେ ପାଗରେ ପରିବର୍ତ୍ତନ,ତିନି ତୀର୍ଥଯାତ୍ରୀ ମୃତ,ସ୍ଥଗିତ ରହିଲା ତୀର୍ଥଯାତ୍ରା
ରବିବାର ଉତ୍ତରାଖଣ୍ଡରେ ପାଗରେ ପରିବର୍ତ୍ତନ ହୋଇଛି । ହଠାତ୍ ସେଠାରେ ଦେଖାଯାଇଥିବା ପାଗ ପରିସ୍ଥିତି ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥ ଧାମରେ, ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତିନି ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା। ଏବେ ତୀର୍ଥଯାତ୍ରା…
ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ୮ଲକ୍ଷ ଟଙ୍କା ଆର୍ଥିକ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ସମ୍ବଲପୁର ଜିଲ୍ଲା ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ଚଳିତ ବର୍ଷ ସମ୍ବଲପୁର ଜିଲ୍ଲାର ସର୍ବମୋଟ ୨୧ଟି କମିଟିଙ୍କୁ ୧ କୋଟି…