Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Culture
ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବାକୁ ଅପେକ୍ଷା
ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ। ସମ୍ପ୍ରତି ରାଜ୍ୟରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭାହେବା ପରେ ସରକାର ଗଠନ କରିବାକୁ ଯାଉଛି। ତେଣୁ ଶ୍ରୀମନ୍ଦିର…
ଅର୍ପଣ ଚାଉଳରୁ ପ୍ରସ୍ତୁତ ମହାପ୍ରସାଦ ବଣ୍ଟନ ବନ୍ଦ
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକ୍ରମେ ମହାପ୍ରଭୁଙ୍କ ଅର୍ପଣ ରଥ ଚାଉଳରେ ପ୍ରସ୍ତୁତ ହେଉଥିଲା କାନିକା, ଖେଚେଡ଼ି ଆଦି ମହାପ୍ରସାଦ। ସୁଆର ମହାସୁଆର ନିଯୋଗ ଏହାକୁ ଶ୍ରୀମନ୍ଦିର ରୋଷଶାଳାରେ ପ୍ରସ୍ତୁତ କରି ଶ୍ରୀମନ୍ଦିରର ତିନି ଦ୍ବାରରେ ଭକ୍ତଙ୍କୁ ମାଗଣାରେ…
ଆଜି ସାବିତ୍ରୀ ବ୍ରତ , ସ୍ୱାମୀଙ୍କ ମଙ୍ଗଳ ଓ ଦୀର୍ଘାୟୁ କାମନା କରି ବ୍ରତ ପାଳୁଛନ୍ତି ସ୍ତ୍ରୀ
ଆଜି ସାବିତ୍ରୀ ବ୍ରତ । ସ୍ୱାମୀଙ୍କ ମଙ୍ଗଳ ଓ ଦୀର୍ଘାୟୁ କାମନା କରି ବ୍ରତ ପାଳୁଛନ୍ତି ସ୍ତ୍ରୀ । ଲକ୍ଷ୍ମୀନାରାୟଣଙ୍କ ପୂଜା କରି ସ୍ୱାମୀଙ୍କ ମଙ୍ଗଳ କାମନା କରୁଛନ୍ତି । ସାବିତ୍ରୀଙ୍କ ପତିଭକ୍ତିକୁ ମନେ ପକାଇ କରୁଛନ୍ତି ପୂଜାର୍ଚ୍ଚନା । ମହିଳାମାନେ ମନ୍ଦିରରେ ପହଞ୍ଚିଛନ୍ତି ତ ଆଉ କେହି ଘରେ…
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି , ୭ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଦ୍ଵିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୭ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ଦତ୍ତ ମହାପାତ୍ର ସେବକ ମାନେ ବିଭିନ୍ନ ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର କରିବେ। ଦ୍ଵିତୀୟ ଭୋଗ ମଣ୍ଡପ…
ଶୁକ୍ରବାର ରାତିରେ ଦେବୀ ଲକ୍ଷ୍ମୀଙ୍କ ଆଶୀର୍ବାଦ
ଭଗବାନ ଶିବଙ୍କ ଅବତାର ଆଦିଗୁରୁ ଶଙ୍କରାଚାର୍ଯ୍ୟ କନକଧାରା ସ୍ତୋତ୍ର ରଚନା କରିଥିଲେ। ବିଶ୍ୱାସ କରାଯାଏ ଯେ ଏହି ସ୍ତୋତ୍ର ପଢିବା ଦ୍ୱାରା ଧନର ଆଗମନ ହୋଇଥାଏ। ଯଦି ଆପଣ ଶୁକ୍ରବାର ସନ୍ଧ୍ୟା କିମ୍ବା ରାତିରେ ଏକ ଶାନ୍ତ ଜାଗାରେ ବସି ଏହି ସ୍ତୋତ୍ର ପାଠ କରନ୍ତି, ତେବେ ଟଙ୍କା ସହ ଜଡିତ ବଡ ବଡ…
ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର
ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଦର୍ଶନ କରିବା ପରେ ଆରବିଆଇ ଗଭର୍ଣ୍ଣରଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ବହୁବର୍ଷ ପରେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବାର ସୁଯୋଗ ମିଳିଲା । ଆମେ ବହୁ ଭଲରେ ପ୍ରଭୁ ଲିଙ୍ଗରାଜଙ୍କର ଦର୍ଶନ…
ପୁରୀରେ ହଜାର ବର୍ଷର ଚନ୍ଦନ ଯାତ୍ରା
ଓଡ଼ିଶାରେ ଥିବା ଦେବମନ୍ଦିରରେ ଗରମ ଦିନେ ଆଲଟ ପଡେ, ଚନ୍ଦନ ଲାଗି ହୁଅନ୍ତି, ମାତ୍ର ସ୍ୱତନ୍ତ୍ର ଯାତ୍ରା ତଥା ଦୈବପର୍ବ ରୂପେ ଏହା ସଂପୂର୍ଣ୍ଣ ଭାବେ ଓଡ଼ିଶାରେ ହିଁ ପ୍ରସିଦ୍ଧ । ହଜାର ବର୍ଷ ତଳର ଏହି ଯାତ୍ରା ଏବେ ବି ରୀତିନୀତି ଅନୁଯାୟୀ ଚାଲୁଅଛି । ବୈଶାଖ ଶୁକ୍ଳ ତୃତୀୟାଠାରୁ…
ଆଜି ପବିତ୍ର ଅକ୍ଷୟ ତୃତୀୟା
ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ଶୁକ୍ଳ ତୃତୀୟା ଦିନକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ । ଏହି ଦିନକୁ ଔପଚାରିକ ଭାବେ କୃଷକ ଦିବସ ଭାବେ ମଧ୍ୟ ଜଣାଯାଏ । କାରଣ କୃଷକ ଏହି ଦିନର ଅମୃତ ବେଳାରେ ଅକ୍ଷିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ ଦେଇଥାଏ । ଚାଷୀ ନିଜ…
୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର
ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁ, ବଡଠାକୁର ଏବଂ ମାଆ ସୁଭଦ୍ରାଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଏହି ନୀତିକୁ କରାଯାଇଥାଏ । ଏଥି ଲାଗି ପ୍ରାୟ ୪ ଘଣ୍ଟା ଭକ୍ତ ଶ୍ରଦ୍ଧାଳୁ ମାନଙ୍କ ଦର୍ଶନ ବନ୍ଦ କରାଯିବାର ସୂଚନା ରହିଛି । ଏହି ନୀତି ପାଇଁ ସନ୍ଧ୍ୟା…
ଆଜି କାକଟପୁର ମାଆ ମଙ୍ଗଳାଙ୍କ ଶେଷ ଚୈତ୍ର ଯାତ୍ରା
ଆଜି ଚୈତ୍ର ମାସ ମଙ୍ଗଳବାରର ଶେଷ ପାଳି । ତେଣୁ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଆଜି ପିଠାପଣା ବାସ୍ନାରେ ଚର୍ତୁଦିଗ ମହକୁଛି । ଦାଣ୍ଡରେ ପଣା ଢଳାଯାଇ ମାଆଙ୍କ ପାଖେ ସମସ୍ତେ ପରିବାର ପାଇଁ ମଙ୍ଗଳ ମନାସନ୍ତି ।ତେବେ ଏହାରି ମଧ୍ୟରେ ଆଜି କାକଟପୁର ମାଆ ମଙ୍ଗଳାଙ୍କ ଶେଷ ଚୈତ୍ର ଯାତ୍ରା । ଏହି ଅବସରରେ…