Browsing Category

Culture

କେବେ ହେବ ରତ୍ନଭଣ୍ଡାର ମରାମତି ? 

ରତ୍ନଭଣ୍ଡାର ଖୋଲାଯାଇ ଦୁଇଟି ପର୍ଯ୍ୟାୟରେ ଅଳଙ୍କାର ସ୍ଥାନାନ୍ତରଣକୁ କିଛିଦିନ ପରେ ମାସେ ପୂରିଯିବ ।ଆଗେଇ ପାରିନି ଭଣ୍ଡାର ଗୃହ ମରାମତି କି ଅଳଙ୍କାର ଗଣତି ପ୍ରକ୍ରିୟା । କାରଣ ଏଥିରେ ବାଧକ ସାଜିଛି, ଗୁପ୍ତ କୋଠରୀ ଓ ସୁଡ଼ଙ୍ଗ ଥିବା ଚର୍ଚ୍ଚା । ଯଦିଓ ଏହା ଜାଣିବାକୁ ଭିତର ଭଣ୍ଡାର ଲେଜର…

ଶ୍ରାବଣ ମାସ ଚତୁର୍ଥ ସୋମବାରରେ ଚଳଚଞ୍ଚଳ ଶୈବପୀଠ

ଶ୍ରାବଣ ଚତୁର୍ଥ ସୋମବାରରେ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ । ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଜଳ ଲାଗି ପାଇଁ ଲାଗିଛି କାଉଡ଼ିଆଙ୍କ ଭିଡ଼। ଧାଡ଼ିବାନ୍ଧି ଲାଇନରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରି ଆଶିଷ ଭିକ୍ଷା କରୁଛନ୍ତି ଭକ୍ତ।ରାଜଧାନୀ ଭୁବନେଶ୍ୱରର ଆରାଧ୍ୟ…

କାହିଁକି ତିନି ରଥକୁ ଭାଙ୍ଗିଯାଏ?

ଶେଷ ହୋଇଛି ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରଥରୁ ଓହ୍ଲାଇ ପୁଣିଥରେ ରତ୍ନବେଦୀରେ ଶୋଭା ପାଉଛନ୍ତି ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା । ଏହାପରେ ଜଗନ୍ନାଥଙ୍କ ନନ୍ଦିଘୋଷ, ବଳରାମଙ୍କ ତାଳଧ୍ୱଜ ଏବଂ ମାତା ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ବର୍ତ୍ତମାନ ଭାଙ୍ଗି ଦିଆଯାଉଛି । କିନ୍ତୁ…

ବାହୁଡ଼ାପରଠୁ ରଥରେ ଠାକୁର

ପୂଜକଙ୍କୁ ପାଉଣା ମିଳିଲାନି ବୋଲି ଜଗତର ନାଥ ଜଗନ୍ନାଥ ବଡ଼ଠାକୁର ବାହୁଡ଼ା ପରଠାରୁ ସେମିତି ରଥରେ ରହିଛନ୍ତି। ଏଭଳି ବିଡ଼ମ୍ବନା ଦେଖିବାକୁ ମିଳିଛି ଟାଙ୍ଗୀ ଥାନା ଅଧୀନ ମଙ୍ଗଳାଯୋଡ଼ିରେ। ମଙ୍ଗଳାଯୋଡ଼ିରେ କାହିଁ କେଉଁକାଳରୁ ପତିତପାବନ ମନ୍ଦିର ପ୍ରତିଷ୍ଠା ହୋଇଛି। ବହୁ ବର୍ଷ ହେବ ପାରମ୍ପରିକ…

ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ବନ୍ୟାଜଳ

କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୧୪ଟି ଖୋଲାଥିବା ବେଳେ ଏପଟେ ଦୁଇ ଦିନର ଲଗାଣ ବର୍ଷା ହେତୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି। ମହାନଦୀର ବନ୍ୟାଜଳ ଯଦିଓ ମାଙ୍କ ମନ୍ଦିର ବେଢାକୁ …

ଆଜି ଜାତୀୟ ହସ୍ତତନ୍ତ ଦିବସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ କାରିଗରଙ୍କ ଉଦ୍ୟମକୁ ପ୍ରଶଂସା କରି ସେ ‘ଭୋକାଲ୍ ଫର୍ ଲୋକାଲ୍’ ଅଭିଯାନ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଶ୍ରୀ ମୋଦୀ ସାମାଜିକ ଗଣମାଧ୍ୟମ ଏକ୍ସରେ…

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି

ଆଜି ଶ୍ରାବଣ-ଶୁକ୍ଳ ତୃତୀୟା ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ ।  ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ୟ୍ୟନ୍ତ ସାଧାରଣ ଭକ୍ତ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ।ଖବର ଅନୁସାରେ, ଏହା ମହାପ୍ରଭୁଙ୍କ ଏକ ଗୁପ୍ତ ସେବା ନୀତି ହୋଇଥିବାରୁ…

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହେଲା

ନୂଆଁଖାଇ ପାଇଁ ବଲାଙ୍ଗିର ଜିଲ୍ଲାରେ ତାରିଖ ଓ ସମୟ ଧାର୍ଯ୍ୟ ହୋଇଛି । ବଲାଙ୍ଗିର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ନିର୍ଣ୍ଣାୟକ କମିଟି ଏହ ଲଗ୍ନ ଧାର୍ଯ୍ୟ କରିଛନ୍ତି । ଭାଦ୍ରବ ଶୁକ୍ଳପକ୍ଷ ପଂଚମୀ ତିଥି ସେପ୍ଟେମ୍ବର ୮ ତାରିଖରେ ବଲାଙ୍ଗିର ଇଷ୍ଟଦେବୀ ମା’ ପାଟଣେଶ୍ୱରୀଙ୍କ ନିକଟରେ…

ରତ୍ନଭଣ୍ଡାରର ହେବ ଟେକ୍ନିକାଲ ସ୍କାନିଂ

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ବୈଠକରେ ସମୁଦାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି । ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥାନାନ୍ତରଣ ପ୍ରକ୍ରିୟାକୁ ଅନୁମୋଦନ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ ଆଲୋଚନା ହୋଇଛି । ଟେକ୍ନିକାଲ ସ୍କାନିଙ୍ଗ ଉପରେ ରାଜ୍ୟ ସରକାଙ୍କ…