Browsing Category

Culture

ଚୈତ୍ର ନବରାତ୍ରୀ

ଚୈତ୍ର ନବରାତ୍ରୀ ଆରମ୍ଭ ହୋଇସାରିଛି । ତେଣୁ ପରିବାରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ଚାହୁଁଥିଲେ କିଛି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ ନଚେତ ମା’ ଦୁର୍ଗାଙ୍କ କୃପାରୁ ବଞ୍ଚିତ ହେବେ ।ନବରାତ୍ରୀର ନଅ ଦିନରେ ମାଆ ଦୁର୍ଗାଙ୍କ ରୂପରେ ବିଧି-ବିଧାନ ସହ ପୂଜା ଆରାଧନା କରାଯାଏ । ଭକ୍ତ ଏହି ସମୟରେ…

ଚଳଚଞ୍ଚଳ ରଥଗଡ଼ା

ମହାପ୍ରଭୁଙ୍କ ରୁକୁଣା ରଥାଯାତ୍ରାକୁ ଆଉ ମାତ୍ର ୧୪ ଦିନ। ପୁଣି ଦୁଇଦିନ ପୂର୍ବରୁ ରଥ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ମନ୍ଦିର ପ୍ରଶାସନର ନିର୍ଦ୍ଦେଶ। ଏହାକୁ ଆଖିରେ ରଖି ରଥଖଳାରେ ପ୍ରାୟ ୬୦ ଜଣ କାରିଗର ମହାପ୍ରଭୁ ଲିଙ୍ଗରାଜଙ୍କ ନିକଟରେ ନିଜକୁ ସମର୍ପି ଦିନରାତି ରଥ ଗଢ଼ିବାରେ…

୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ସୋମବାର ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଖସାପଡ଼ା ଲାଗି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ମଣ୍ଡପରେ ଭୋଗ ଲାଗି ପରେ ନୀତି ଅନୁଷ୍ଠିତ ହେବ।

ଆଜି ଉତ୍କଳ ଦିବସ

ଆଜି ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବ ଆଉ ଗୌରବର ଦିନ । ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ପାଇଥିଲା ନୂତନ ପରିଚୟ । ଆଜି ଓଡ଼ିଶା ଇତିହାସ ପାଇଁ ଏକ ଅବିସ୍ମରଣୀୟ ଦିନ । ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶାକୁ ସ୍ୱତନ୍ତ୍ର ମାନ୍ୟତା ମିଳିଥିବାରୁ ଏହି ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ…

ଆଜି ବନକଲାଗି ନୀତି

ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଚାରିଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ ।  ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ…

ଆଜି ଚୈତ୍ର ମଙ୍ଗଳବାର

ଆଜି ଚୈତ୍ର ମାସ ପ୍ରଥମ ମଙ୍ଗଳବାର, ସେଥିଲାଗି ଚଳଚଞ୍ଚଳ ହୋଇ ଉଠିଛି ମାଆଙ୍କ ପୀଠ । କାକଟପୁର ମାଆ ମଙ୍ଗଳା ପୀଠରେ ଭକ୍ତଙ୍କ ଭିଡ଼ । ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଉଛନ୍ତି ମାଆ । ପୀଠରେ ଚାଲିଛି ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ ଯଜ୍ଞ ।ପରମ୍ପରା ଅନୁଯାୟୀ କାକଟପୁର ବାସିନୀ ମା’ ମଙ୍ଗଳାଙ୍କ…

ମହାପ୍ରଭୁଙ୍କ ମେଣ୍ଢାପୋଡ଼ି ନୀତି

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ମେଣ୍ଢାପୋଡ଼ି ନୀତି । ପରମ୍ପରା ଅନୁସାରେ ଦୋଳପୂର୍ଣ୍ନିମା ପୂର୍ବଦିନ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଆଜି ମଧ୍ୟାହ୍ନ ଧୂପ ପରେ ଆଜ୍ଞାମାଳ ପାଇ ଦୋଳବେଦୀକୁ ବିଜେ କରିବେ ଚଳନ୍ତି ପ୍ରତିମା । ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ…

ଆଜି ବିଶ୍ୱ ପଖାଳ ଦିବସ

ମାର୍ଚ୍ଚ ୨୦ ତାରିଖ ବିଶ୍ୱ ପଖାଳ ଦିବସ। ପଖାଳ ଆମ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଖରା ଦିନ ଆସିଲେ ସଭିଏଁ ଖୋଜିଥାନ୍ତି କଂସାଏ ପଖାଳ। ପଖାଳ ଦିମୁଠା ଓ ତୋରାଣି ଟିକେ ପିଇଦେଇ ଚଷା ପୁଅ ବାହାରିଯାଏ କ୍ଷେତକୁ। ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରିୟ ହେଉଛି ପଖାଳ। ଶ୍ରୀମନ୍ଦିରରେ…

ଶିବ କିଏ?

ହିନ୍ଦୁ ଧର୍ମରେ ତ୍ରିଦେବଙ୍କ ମଧ୍ୟରେ ଭଗବାନ ଶିବଙ୍କର କାହାଣୀ ଏବଂ କିମ୍ବଦନ୍ତୀ ଅନେକ ରହିଛି । ତେବେ ଜାଣିବା ଜରୁରୀ ଯେ ପ୍ରକୃତରେ ଭଗବାନ ଶିବ କିଏ? ଏବଂ ତାଙ୍କର ପୌରାଣିକ କାହାଣୀ କଣ ରହିଛି ।ବହୁଧର୍ମ ପୁରାଣ ଶ୍ଲୋକ ଅନୁସାରେ ହରି ଏବଂ ହରଙ୍କ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ । ଯଦି…

ଶ୍ରୀଲିଙ୍ଗରାଜଙ୍କ ହେଲାନାହିଁ ହାଣ୍ଡିଭଙ୍ଗା ଯାତ

ଚଳିତ ବର୍ଷ ମଧ୍ୟ ହେଲାନାହିଁ ହାଣ୍ଡିଭଙ୍ଗା ଯାତ। ପୂର୍ବବର୍ଷ ପରି ଏହି ଯାତ ବନ୍ଦହେବା ସହ ଶ୍ରୀଲିଙ୍ଗରାଜ ଓଳିଏ ଖାଡ଼ା ଉପାସ ରହିଛନ୍ତି। ସୂଚନା ଅନୁଯାୟୀ, ସେବାୟତମାନଙ୍କ ଅସହଯୋଗରୁ ହାଣ୍ଡିଭଙ୍ଗା ଯାତ ହୋଇ ପାରିନାହିଁ। ପୁଣି ଭାଙ୍ଗିଲା ପରମ୍ପରା। ଦୀର୍ଘ ୯ବର୍ଷ ହେଲା ଏମିତି ଅଘଟଣ ଘଟି…