Browsing Category

Culture

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି : ଚାରି ଘଣ୍ଟା ଦର୍ଶନ ବନ୍ଦ

ଆଜି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଖସାପଡ଼ା ନୀତି ଶେଷ ହେବା ପରେ…

କେଦାରନାଥରେ ଫସିଥିବା ୪ ଓଡିଆ କାଉଡିଆ ସୁରକ୍ଷିତ ଉଦ୍ଧାର

କେନ୍ଦୁଝର ଜିଲ୍ଲାର ତେଲକୋଇ ଓ ସଦର ଥାନା ଅଞ୍ଚଳର ୪ ଜଣ କାଉଡ଼ିଆ ଉତ୍ତରାଖଣ୍ଡର କେଦାରନାଥରେ ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁଁ ୪ ଦିନ ଧରି ଫଶି ରହିବା ପରେ ଆଜି ସୁରକ୍ଷିତ ଉଦ୍ଧାର ହୋଇଛନ୍ତି । ସକାଳ ୭ଟାରୁ ପାଦରେ ଚାଲି ଚାଲି ଅପରାହ୍ନ ୩ଟାରେ ସୋନପ୍ରୟାଗଠାରେ ପହଞ୍ଚିଛନ୍ତି । ଏହି…

ଅର୍ପଣ ଚାଉଳକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି

ଅର୍ପଣ ଚାଉଳକୁ ନେଇ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି। ୧୦ହଜାର କ୍ବିଣ୍ଟାଲ ଅର୍ପଣ ଚାଉଳ ନଷ୍ଟ ହେବା ପରେ ଏହାର କିପରି ସଦୁପଯୋଗ ହେବ, ସେ ପଦକ୍ଷେପ ନିଆଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି। ଖୁବଶୀଘ୍ର ଏହାକୁ ନେଇ ପରିଚାଳନା କମିଟି ବସିବ ଏବଂ କମିଟିର ପରାମର୍ଶ କ୍ରମେ ସରକାର ଆଗାମୀ…

 4 ଘଣ୍ଟା ପାଇଁ ଜଗା ଦର୍ଶନ ବନ୍ଦ

ଚିତାଲାଗି ଅମାବାସ୍ୟା ପାଇଁ 4 ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ । ଅପରାହ୍ନ 2 ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ।  ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦେଇଛନ୍ତି ।

ଅର୍ପଣ ଚାଉଳର ସଦୁପଯୋଗ କରାଯିବ

ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ସେ ଚାଉଳର ସଦୁପଯୋଗ କେମତି ହେବ, ସେନେଇ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ଖୁବ୍ ଶୀଘ୍ର ଏହାକୁ ନେଇ ପରିଚାଳନା କମିଟି ବସିବ । କମିଟି ବସିବା ପରେ ଯାହା ପରାମର୍ଶ ଆସିବ ତାକୁ  ସରକାର ଗ୍ରହଣ କରିବେ।ଅର୍ପଣ ଚାଉଳ ଭଗବାନଙ୍କ ପାଖରେ ଅର୍ପଣ ହେବାର ଯୋଗ୍ୟ…

ଆଜି ସମ୍ୱଲପୁରୀ ଦିବସ

ଆଜି ସମ୍ୱଲପୁରୀ ଦିବସ । ସମ୍ୱଲପୁରୀ ସାହିତ୍ୟର ଅନନ୍ୟ ସାଧକ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅଗଷ୍ଟ ପହିଲାକୁ  ରାଜ୍ୟ ତଥା ଦେଶ ବିଦେଶରେ ସମ୍ୱଲପୁରୀ ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ଛାଇଁଯିବ ସମ୍ୱଲପୁରୀ ସଂସ୍କୃତିର ଝଲକ । ସମ୍ୱଲପୁରୀ ଦିନ ମଞ୍ଚରୁ ଆରମ୍ଭ କରି ସୋସିଆଲ…

ଭଗବାନ ଶଙ୍କରଙ୍କୁ ବେଲପତ୍ରରେ ଚନ୍ଦନରେ ଓଁ ନମଃ ଶିବାୟ ଲେଖି ଅର୍ପଣ କରନ୍ତୁ

ପ୍ରଭୁ ଶିବଶଙ୍କରଙ୍କୁ ବେଲପତ୍ର ଖୁବ ପ୍ରିୟ, ଏହାର ଶିବ ପୁରାଣରେ ମଧ୍ୟ ବର୍ଣ୍ଣନା କରାଯାଇଛି। ତେଣୁ ସମସ୍ତ ଭକ୍ତ ଶ୍ରଦ୍ଧାର ଭାବ ସହ ପ୍ରଭୁଙ୍କୁ ପୂଜାର୍ଚ୍ଚନା କରିବା ସମୟରେ ବେଲ ପତ୍ର ଅର୍ପଣ କରିଥାଆନ୍ତି। ଏହାଦ୍ୱାରା ପ୍ରଭୁ ଖୁବ ପ୍ରସନ୍ନ ହେବା ସହ ଭକ୍ତଙ୍କ ଉପରେ କୃପା ଓ ଆଶୀର୍ବାଦ…

ମା’ ସମଲେଶ୍ବରୀ ମନ୍ଦିର ଏବେ ଆର୍ଥିକ ସଂକଟ ଦେଇ ଗତି କରୁଛି

ସମଲେଇ ପ୍ରକଳ୍ପ ପାଇଁ ନିର୍ବାଚନରେ ଫାଇଦା ମିଳିବ ବୋଲି ଆଶା ରଖିଥିଲେ ତତ୍କାଳୀନ ବିଜେଡି ସରକାର। ସେଥିପାଇଁ ଅତ୍ୟନ୍ତ ତରବରିଆ ଭାବେ ଗତ ୨୭ ଜାନୁଆରିରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତରେ ସମଲେଇ ପ୍ରକଳ୍ପର ଲୋକାର୍ପଣ କରାଗଲା। ୨୯୩ କୋଟି ଟଙ୍କାର ଏହି ପ୍ରକଳ୍ପ…

ଶ୍ରୀମନ୍ଦିରରେ ଗଢ଼ାହେବ ନୂଆ କିମିଟି

ଶ୍ରୀମନ୍ଦିର ପରିଚାଳନା ଏବଂ ସ୍ୱଚ୍ଛତା ଏବଂ ନିରପେକ୍ଷତାକୁ ଆଣିବା ଲାଗି ସରକାର ନୂଆ ପଦକ୍ଷେପ ଗ୍ହଣ କରିଛନ୍ତି । ଏଥିରେ ମନ୍ଦିର କମିଟିରେ ପରିବର୍ତ୍ତନ ହୋଇ ନୂଆ କମିଟି ଗଠନ ହେବ । କମିଟି ଗଠନ ପୂର୍ବରୁ ସଦସ୍ୟଙ୍କ ନାଁ ମନୋନୟନ ବେଳେ ସ୍ବଚ୍ଛତା ଆଣିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ…

ରଘୁନାଥ ବେଶରୁ ବଞ୍ଚିତ ମହାପ୍ରଭୁ

ମହାପ୍ରଭୁଙ୍କ ଦୁର୍ଲଭ ରଘୁନାଥ ବେଶ ଅନନ୍ୟ ଓ ଅଭିନ୍ନ। ମର୍ଯ୍ୟାଦା ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମ ତିଥି ପୁଷ୍ୟାନକ୍ଷତ୍ର ଯୁକ୍ତ ହେଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଘୁନାଥ ବେଶ ହୋଇଥାଏ। ଇତିମଧ୍ୟରେ ଅନେକ ଥର ଏହି ତିଥି ଗଲାଣି। କିନ୍ତୁ ୧୧୯ ବର୍ଷ ହେବ ଏହି ଦୁର୍ଲଭ ବେଶ ଦର୍ଶନରୁ…