Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Culture
ଜାନୁୟାରୀ ୩ରୁ ଆରମ୍ଭ ହେବ ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା
ଆସନ୍ତା ଜାନୁଆରୀ ୩ ରୁ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହେବ। ୭୭ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ ଜାନୁଆରୀ ୩ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ବରଗଡ଼ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ…
ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ
ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳୁ ସକାଳୁ ହବିଷ୍ୟାଳି ମାନେ ତୀର୍ଥ ପୁଷ୍କରିଣୀ ସମେତ ସରକାରଙ୍କ ତରଫରୁ ହୋଇଥିବା 4ଟି ଅସ୍ଥାୟୀ ହବିଷ୍ୟାଳି ଶିବିରରେ…
କାର୍ତ୍ତିକ ମାସରେ 2ଟି ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ ଭକ୍ତ
କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ କରାଯାଇଛି ପରିବର୍ତ୍ତନ । ଆସନ୍ତାକାଲିଠୁ ୨ଟି ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିହେବ। କେବଳ ସିଂହଦ୍ଵାର ଓ ପଶ୍ଚିମଦ୍ବାର ଦେଇ ଭକ୍ତ ମାନେ ପ୍ରବେଶ କରିବେ।
ସିଂହଦ୍ଵାର ବ୍ୟତୀତ ଅନ୍ୟ ତିନି ଦ୍ବାର…
ଆଜି ଠାରୁ ଆରମ୍ଭ କାର୍ତ୍ତିକ ବ୍ରତ
ଆସନ୍ତା ୧୭ ତାରିଖଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। ପୁଣ୍ୟ ମାସ କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ଶ୍ରୀମନ୍ଦିରରେ ଭିଡ଼ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ବି ଗହଳଚହଳରେ ଭରି ଉଠିଛି। ସେପଟେ ଗୁରୁବାରଠାରୁ ହବିଷିଆଳି ମା’ମାନେ କାର୍ତ୍ତିକ…
ଆଜିଠାରୁ ଆରମ୍ଭ ହେଲା ଶ୍ରୀଜିଉଙ୍କର କାର୍ତ୍ତିକ ନୀତି
ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି। ଆଶ୍ବିନ ମାସ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଏହି ନୀତି ମହାପ୍ରଭୁଙ୍କ ଚାଲିବାକୁ ଥିବାବେଳେ ଏହି ଏକ ମାସ ଧରି ମହାପ୍ରଭୁଙ୍କ ସ୍ବତନ୍ତ୍ର ବାଳଭୋଗ ସହ ରାଧାଦାମୋଦର ବେଶ ଆରମ୍ଭ ହୋଇଛି।…
ଆଜି ଭସାଣି
ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି ପବିତ୍ର ବିଜୟାଦଶମୀ। ଅସତ୍ୟ ଉପରେ ସତ୍ୟର ବିଜୟର ପ୍ରତୀକ ସ୍ୱରୂପ ରାବଣ ପୋଡ଼ି ଉତ୍ସବ ସରିଛି । ମା’ଙ୍କ ଦର୍ଶନ ପାଇଁ ଏଥର ବିଭିନ୍ନ ପୂଜା ମଣ୍ଡପରେ ପ୍ରବଳ ଜନ ସମାଗମ ହୋଇଥିଲା। ଆଜି ଭସାଣି ପାଇଁ ପ୍ରସ୍ତୁତି ଚାଲିଛି ।
ଦଶହରାରେ…
ବିଜୟା ଦଶମୀରେ ବଡ଼ କଥା କହିଲେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ସରସଂଘଚାଳକ
ଦେଶର ବିକାଶ ପାଇଁ ହିନ୍ଦୁମାନଙ୍କୁ ଏକ ହେବାକୁ ପଡ଼ିବ ବୋଲି କହିଛନ୍ତି ପରମ ପୁଜନୀୟ ଡକ୍ଟର ମୋହନ ଭାଗବତ । ସେ କହିଛନ୍ତି ସାରା ବିଶ୍ବରେ ଭାରତର ପ୍ରତିଷ୍ଠା ବଢିଛି । ଆଗକୁ ବଢୁଛି ଭାରତ । ଭାରତ ଧାର୍ମିକ ମାର୍ଗରେ ପରିଚାଳିତ ହେବ । ବିଶ୍ବରେ ଯୁଦ୍ଧ ଲାଗି ରହିଛି । ଭାରତ କିନ୍ତୁ ଶାନ୍ତି…
ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଂଚଳ ସିଲଭର ସିଟି କଟକ
ଆଜି ମଣ୍ଡପରେ ମହାମାୟାଙ୍କ ମହାନବମୀ। ଦୁର୍ଗତୀନାଶିନୀଙ୍କ ଆବାହନରେ ପ୍ରକମ୍ପିତ ହେଉଛି ଗଗନ ପବନ। ଘଣ୍ଟ ଘଣ୍ଟା ଓ ଶଙ୍ଖ ଧ୍ୱନିରେ ଉଛୁଳି ପଡୁଛି ପରିବେଶ। ବ୍ରାହ୍ମଣଙ୍କ ମନ୍ତ୍ର ଉଚ୍ଚାରଣ ଓ ଚଣ୍ଡୀପାଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଦୁର୍ଗାଙ୍କ…
ବିଶ୍ବ ନବନିର୍ମାଣ ଆଧ୍ୟାତ୍ମିକ ଚିତ୍ର ପ୍ରଦର୍ଶନୀରେ ସୁଖୀ ପରିବାର ଉପରେ ଆଲୋଚନା
ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ,ପଟିଆ ଭୁବନେଶ୍ବର ପକ୍ଷରୁ ବିଶ୍ବ ନବନିର୍ମାଣ ଆଧ୍ୟାତ୍ମିକ ଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଚିତ୍ର ପ୍ରଦର୍ଶନୀରେ ଆତ୍ମଦର୍ଶନ, ପରାମାତ୍ମା ଦର୍ଶନ, ସୃଷ୍ଟି ଚକ୍ର, ରାଜଯୋଗ ଦର୍ଶନ ଓ ସୁଖୀ ପରିବାର, ଶାନ୍ତି ପରିବାର…
ଆଜି ମଣ୍ଡପରେ ମହାମାୟାଙ୍କ ମହାନବମୀ ପୂଜା
ଆଜି ପୀଠରେ ମାଆଙ୍କ ବିଜୟୀ ଦଶମୀ, ମଣ୍ଡପରେ ମହାମାୟାଙ୍କ ମହାନବମୀ ପୂଜା । ସବୁଠି ପୂଜାର ମାହୋଲ । ମଣ୍ଡପରେ ମା’ ଜଗଜ୍ଜନନୀଙ୍କ ନବମୀ ପୂଜା କରାଯାଉଛି । ମା’ ଦୁର୍ଗାଙ୍କ ପୂଜା ପାଇଁ ସଜେଇ ହୋଇଛି ଗାଁଠୁ ସହର । ରଙ୍ଗୀନ ଆଲୋକମାଳା, ଆକର୍ଷଣୀୟ ସାଜସଜ୍ଜାରେ ଝଲସୁଛି ପୂଜା ମଣ୍ଡପ । ତେବେ ଆଜି…