Browsing Category

Culture

ଶକ୍ତିଶାଳୀ ଅସ୍ତ୍ରରେ ଲଢାଯାଇଥିଲା ମହାଭାରତ ଯୁଦ୍ଧ

ମହାଭାରତ ଯୁଦ୍ଧ ସମୟରେ କେଉଁ ଅସ୍ତ୍ର ବ୍ୟବହାର କରାଯାଇଥିଲା ସେଗୁଡିକ କଣ ପାଇଁ ଖାସ ? ପୁରାଣ ଅନୁଯାୟୀ, ମନ୍ତ୍ର ମାଧ୍ୟମରେ ଦୂରରୁ ଶତ୍ରୁକୁ ଆକ୍ରମଣ କରିବା ପାଇଁ ବ୍ୟବହୃତ ହେଉଥିବା ଜିନିଷକୁ ଅସ୍ତ୍ର କୁହାଯାଏ। ଏଗୁଡିକ ଅଗ୍ନି, ଗ୍ୟାସ୍, ବିଦ୍ୟୁତ ଏବଂ ଯାନ୍ତ୍ରିକ ପଦକ୍ଷେପ ଦ୍ୱାରା…

୩ରୁ ଆରମ୍ଭ ହେବ ଏକାମ୍ର ଉତ୍ସବ

ରାଜଧାନୀ ଭୁବନେଶ୍ୱରରେ ଆସନ୍ତା ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ପାଳନ ହେବ। ବୁଧବାର ଲୋକସେବା ଭବନରେ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏକାମ୍ର ଉତ୍ସବ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ଏହି ସମ୍ମିଳନୀରେ ଭୁବନେଶ୍ୱର ମ୍ୟୁନିସିପାଲିଟି…

ଶ୍ରୀଜିଉଙ୍କ ବନକଲାଗି ନୀତି; ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି। ସନ୍ଧ୍ୟାରେ ୩ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର…

ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ

ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ ।  ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଗଡିଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ପ୍ରଥମ ସ୍ଥାନ ହାସଲ କରିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ ମେଢ ପ୍ରସ୍ତୁତ କରିଥିଲେ। ରଘୁରାଜପୁର…

ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ

ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।୪୦ ଏକର ପରିମିତ ଅଞ୍ଚଳରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭ୍ୟ ରୂପାନ୍ତରଣ ହୋଇଛି । ଏହି କାର୍ଯ୍ୟ ପାଇଁ ୩ ହଜାରରୁ ଅଧିକ ଶ୍ରମିକ ଓ କର୍ମଚାରୀ ଦିନରାତି…

କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ

ନୂଆଦିଲ୍ଲୀ: ରାଜ୍ୟ ବିକାଶର ଗାଥା ଶୁଣାଇଥିଲେ ୧୩ଟି ପ୍ରଜ୍ଞାପନ ମେଢ। ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ସ୍ଥାନ ପାଇଥିଲା। ଏଥିରେ ଜଗନ୍ନାଥ ସଂସ୍କୃତି ପ୍ରଚାର ପ୍ରସାର ସହିତ ଗ୍ରାମୀଣ ବିକାଶକୁ ଫୋକସ୍ କରାଯାଇଛି। କୃଷି ବିଭାଗର ପ୍ରଜ୍ଞାପନ…

ମାଆ ‘ସମଲେଇ ପ୍ରକଳ୍ପ’ ଲୋକାର୍ପଣ

ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମାଆ ‘ସମଲେଇ ପ୍ରକଳ୍ପ’ର ଲୋକାର୍ପଣ ହେବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ତେବେ ଏହା ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ…

ବରଗଡ଼ ଧନୁଯାତ୍ରା: ଆଜି ମାମୁଁ କଂସଙ୍କୁ ବଦ୍ଧ କରିବେ ଶ୍ରୀକୃଷ୍ଣ

ବରଗଡ଼ : ଆଜି ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରାରେ  ମହାରାଜ କଂସଙ୍କ ଅତ୍ୟାଚାରରୁ ମୁକ୍ତ ହେବେ ମଥୁରାବାସୀ । ବରଗଡ଼ରେ ଦୀର୍ଘ ୧୧ ଦିନ ଚାଲିଆସୁଥିବା ଧନୁଯାତ୍ରାରେ ଆଜି ଅଭିନୀତ ହେବ କଂସ ବଦ୍ଧର ଦୃଶ୍ୟ ।ଏଥି ସହ କୃଷ୍ଣ ବଳରାମଙ୍କ ମଥୁରା ଭ୍ରମଣ, କୁବଳୟା ବଧ, ଅଷ୍ଟମଲ୍ଲ ବଧ, ଶିବଧନୁ…

ପ୍ରଥମ ଦିନରେ ଅଯୋଧ୍ୟାରେ 4 ଲକ୍ଷ ଭକ୍ତ ଦର୍ଶନ କଲେ ରାମଙ୍କୁ

ଅଯୋଧ୍ୟା: ଅଯୋଧ୍ୟାର ଭବ୍ୟ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ସୋମବାର ସମ୍ପନ୍ନ ହେବା ପରେ ମଙ୍ଗଳବାର ସର୍ବସାଧାରଣଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା। ପ୍ରଥମ ଦିନ ଅପରାହ୍ନ ସୁଦ୍ଧା ପାଖାପାଖି ୩ ଲକ୍ଷ ଭକ୍ତ ରାମଲାଲାଙ୍କୁ ଦର୍ଶନ କରିଥିବାବେଳେ ଆହୁରି ବହୁ ଭକ୍ତ ଲାଇନରେ…