Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Culture
ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ମନ୍ଦିର ଏବଂ ଉଦ୍ୟାନର ଉଦ୍ଘାଟନ କରିବେ ରାଷ୍ଟ୍ରପତି
ଐତିହାସିକ ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର, ଶିବ ମନ୍ଦିର, ହନୁମାନ ମନ୍ଦିର ଏବଂ ଉଦ୍ୟାନର ଉଦ୍ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଡିସେମ୍ବର ୧୨ରେ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଷ୍ଟ୍ରପତିଙ୍କ ସହ ଏହି କାର୍ଯ୍ୟରେ ସମ୍ମାନିତ…
ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ
ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ଏ ବାବଦରେ ଆଲୋଚନା ଆରମ୍ଭ ହୋଇଛି। ଜୟଦେବ ଭବନରେ ଆଜି ଆୟୋଜିତ ଶ୍ରୀ ଜଗନ୍ନାଥ ସଂସ୍କୃତି ପରିଷଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି…
ଆଜି ଇନ୍ଦିରା ଏକାଦଶୀ
ହିନ୍ଦୁବିଶ୍ୱାସୀ ସନାତନ ସଂସ୍କୃତିର ଓ ଭକ୍ତି ଭାବନାପୂର୍ଣ୍ଣ ହୃଦୟରେ ପାଳନ କରିଥାନ୍ତି । ଏକାଦଶୀ ବ୍ରତ ହିନ୍ଦୁ ଧର୍ମର ଏକ ପବିତ୍ର ବ୍ରତ । ସୁସ୍ଥ ଓ ଦୀର୍ଘଜୀବନ ଲାଭରେ ସହାୟକ ହୁଏ ଏକାଦଶୀ ଉପବାସ । ଅଗ୍ନି ପୁରାଣ ମତରେ ଏକାଦଶୀ ବ୍ରତ କଲେ ଭଗବାନ ଶ୍ରୀହରିଙ୍କ ନିତ୍ୟ ନିବାସରେ ସ୍ଥାନ…
ଆସୁଛନ୍ତି ମା’ ଦୁର୍ଗା
ଆଶ୍ୱୀନ ମାସର ଶୁକ୍ଳ ପକ୍ଷ ପ୍ରତିପଦା ତିଥିରୁ ଆରମ୍ଭ ହୁଏ ମା’ ଦୁର୍ଗାଙ୍କ ପୂଜାର ସମ୍ଭାର । ଏହି ଦିନରୁ ନବରାତ୍ରୀ ଆରମ୍ଭ ହେଉଥିବା ବେଳେ ଦଶମୀ ତିଥିରେ ଦଶହରା ପାଳନ କରାଯାଏ । ଚଳିତବର୍ଷ ଅକ୍ଟୋବର ୩ ତାରିଖ, ଗୁରୁବାରରୁ ଆରମ୍ଭ ହେବାକୁ ଯାଉଛି ଶାରଦୀୟ ନବରାତ୍ରୀ । ଧାର୍ମିକ ମାନ୍ୟତା…
ପୁରୀ ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର
ପୁରୀ ଶ୍ରୀମନ୍ଦିରରେ ଫୁଡ୍ ଇନ୍ସପେକ୍ଟର ନିଯୁକ୍ତ ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ମହାପ୍ରଭୁଙ୍କୁ ଲାଗି ହେଉଥିବା ମହାପ୍ରସାଦ ସହ ବିଭିନ୍ନ ଶୁଖିଲା ଭୋଗର ମାନ ଯାଞ୍ଚ କରିବେ ଫୁଡ୍ ଇନ୍ସପେକ୍ଟର। ଖୁବ୍ ଶୀଘ୍ର ଶ୍ରୀମନ୍ଦିରରେ ଫୁଡ୍…
୧୦୦ କୋଟି ଟଙ୍କାର ରୁପା ଓ ସୁନା ଅଳଙ୍କାରରେ ସଜେଇ ହେବେ ମା’
ଏଥର କଟକ ଦଶହରାରେ ପୂଜାମଣ୍ଡପଗୁଡ଼ିକରେ ପାଖାପାଖି ୧୦୦ କୋଟି ଟଙ୍କାର ରୁପା ଓ ସୁନା ଅଳଙ୍କାରରେ ସଜେଇ ହେବେ ମା’। ବିଭିନ୍ନ କାରଣରୁ ଏଥର ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରତ୍ୟେକ ପୂଜା ମଣ୍ଡପରେ ଅଗ୍ନିଶମ ବିଭାଗ ପକ୍ଷରୁ ଧାର୍ଯ୍ୟ…
୨୩ ଯାଏଁ ରତ୍ନଭଣ୍ଡାର ଯାଞ୍ଚ କରାଯିବ
ଆଜିଠାରୁ ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୩ ତାରିଖ ଯାଏଁ ଜାରି ରହିବ। ଆଜି ପ୍ରଥମ ଦିନରେ ଏଏସ୍ଆଇ ଓ ବିଶେଷଜ୍ଞ ଟିମ୍ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଅପରାହ୍ଣ ୨ଟାରେ ପ୍ରବେଶ କରିଥିଲେ। ଦୀର୍ଘ ୪ ଘଣ୍ଟା ପରେ ଏହି ଟିମ୍…
21ରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ
ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରିବ ଏଏସଆଇ ଭାରତୀୟ ପତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଆସନ୍ତା ସେପ୍ଟେମ୍ବର 21,22 ଓ 23 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈ୍ଷୟିକ ସର୍ଭେ ଅନୁଷ୍ଠିତ ହେବ । ଦିନ 2 ଟାରୁ ସନ୍ଧ୍ୟା 6 ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି । ଆସନ୍ତା…
ଆଜି ଖୋଲିପାରେ ଗୁପ୍ତ ସୁଡ଼ଙ୍ଗର ରହସ୍ୟ
ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ…
ଆଜି ପୁଣି ଖୋଲିବ ରତ୍ନଭଣ୍ଡାର
ଶ୍ରୀଜଗନ୍ନାଥ ମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାର ଯାଞ୍ଚ ଆଜି (ବୁଧବାରଠାରୁ) ଆରମ୍ଭ ହେବ। ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥାର ଅତିରିକ୍ତ ମହାନିର୍ଦେଶକ ଏଥିପାଇଁ ଗଠିତ ଉଚ୍ଚସ୍ତରୀୟ ବୈଷୟିକ କମିଟିର ନେତୃତ୍ୱ ନେବେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ…