Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Culture
ସିଂହଦ୍ୱାରରେ କାହିଁକି ରହିଛନ୍ତି ପତିତପାବନ?
ଶ୍ରୀମନ୍ଦିରକୁ ପ୍ରବେଶ କରିବା ପୂର୍ବରୁ ପ୍ରଥମେ ଅରୁଣ ସ୍ତମ୍ଭକୁ ମୁଣ୍ଡିଆ ମାରି ମନ୍ଦିର ଭିତରକୁ ଯାଇଥାନ୍ତି । ଏହାପରେ ସିଂହଦ୍ୱାର ବାହାରୁ ପତିତପାବନଙ୍କୁ ଦର୍ଶନ କରି ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରନ୍ତି ମହାପ୍ରଭୁଙ୍କ ଲକ୍ଷ ଲକ୍ଷ ଭକ୍ତ । କିନ୍ତୁ ରତ୍ନ ସିଂହାସନରେ ପ୍ରଭୁଙ୍କୁ ଦର୍ଶନ…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତିରେ ବିଳମ୍ବ
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତିରେ ବିଳମ୍ବ । ନୀତି କରିବାକୁ ଏଯାଏଁ ଶ୍ରୀମନ୍ଦିରରେ ପ୍ରବେଶ କରିନାହାଁନ୍ତି ଦତ୍ତ ମହାପାତ୍ର । କୁହାଯାଉଛି, ଶ୍ରୀମନ୍ଦିର ପ୍ରଶସନ ବିଭିନ୍ନ ବୈଠକରେ ସେମାନଙ୍କୁ ଅଣଦେଖା କରିଥିବାରୁ ସେବାୟତଙ୍କ ମଧ୍ୟରେ ଦେଖାଦେଇଛି ଅସନ୍ତୋଷ । ୨ଦିନ ଧରି…
ଆଜି ଅଣସରର ତ୍ରୟୋଦଶୀ ତିଥିରେ ହେବ ଘଣା ଓ ଖଳି ପ୍ରସାଦ ଲାଗି
ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଗଜପତି ମହାରାଜାଙ୍କୁ ଶ୍ରୀଜିଉଙ୍କ ସୁସ୍ଥ ହେବା ଖବର ଦିଆଯିବା ପରେ ରାଜପ୍ରାସାଦ ବିଜେ ସମ୍ପନ୍ନ ହୋଇଛି । ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି। ଏହି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବ । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ…
ସୁସ୍ଥ ହେଲେ ଶ୍ରୀଜୀଉ,ଗଜପତି ମହାରାଜଙ୍କ ପାଖକୁ ଯିବ ବାର୍ତ୍ତା
୧୧ ଦିନର ନିରବଛିନ୍ନ ସେବା ପରେ ସୁସ୍ଥ ହେଲେ ଶ୍ରୀଜୀଉ । ପୁଣି କୋଳାହଳମୟ ବଡ ଦେଉଳ। ଆଜି ଗଜପତି ମହାରାଜଙ୍କ ପାଖକୁ ଯିବ ମହାପ୍ରଭୁଙ୍କ ସୁସ୍ଥତା ବାର୍ତ୍ତା । ବଡ଼ଦେଉଳରେ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ । ଫୁଲୁରି ତେଲ ଏବଂ ଓଷ ଲାଗି ପରେ ମଙ୍ଗଳବାର ଖଳି ଲାଗି ଏକାଦଶୀ ଅବସରରେ ଠାକୁରେ…
କାହା ଅଭିଶାପରେ ଶ୍ରୀଜଗନ୍ନାଥ ରହିଛନ୍ତି ଅଧାଗଢା?
ନିଜ ଭକ୍ତର ଦୁଃଖ ବୁଝିବା ପାଇଁ ସେ ପ୍ରତି ବର୍ଷ ବଡ ଦେଉଳ ଛାଡି ବଡଦାଣ୍ଡକୁ ଆସିଥାନ୍ତି । କିନ୍ତୁ ବିଶ୍ୱବ୍ରହ୍ମାଣ୍ଡ ପାଳନ କର୍ତ୍ତା ଭଗବାନ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥ ଅଧାଗଢା କାହିଁକି ? କାହିଁକି ଦାରୁ ଦିଅଁଙ୍କର ନାହିଁ ପାପୁଲି କିମ୍ବା କାନ? ଶାସ୍ତ୍ର କୁହେ ଯେ, ଭଗବାନଙ୍କୁ…
ଆଜି ଖଳିଲାଗି ଏକାଦଶୀରେ ମହାପ୍ରଭୁ ପିନ୍ଧିବେ ରକ୍ତବସ୍ତ୍ର
ଅଣସର ଘରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ। ଆଜି ଏକାଦଶୀରେ ମହାପ୍ରଭୁଙ୍କଠାରେ ଲାଗି ହେବ ରଙ୍ଗ ବେରଙ୍ଗର ପୁଷ୍ପ ,ତୁଳସୀ ଓ ବାଜିବ ଘଣ୍ଟ ଘଣ୍ଟାର ଶବ୍ଦ। ସନ୍ଧ୍ୟାଧୂପ ପରେ ଆରମ୍ଭ ହେବ ଏହି ସବୁ ନୀତି । ଜୟ ଜଗନ୍ନାଥ ଧ୍ୱନୀରେ ପ୍ରକମ୍ପିତ ହେବ ଶ୍ରୀ ମନ୍ଦିର ପରିବେଶ।ଆଜି ସୁଦ୍ଧସୂଆରଙ୍କ ପକ୍ଷରୁ…
ରଥଯାତ୍ରାରେ ଭିଆଇପିଙ୍କୁ ମନ୍ଦିର ମନା
ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୭ ତାରିଖରେ ରାଷ୍ଟ୍ରପତି ବିଶ୍ଵପ୍ରସିଦ୍ଧ ରଥଯାତ୍ରାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଣୁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ମନ୍ଦିରରେ ଭିଆଇପିଙ୍କ ପ୍ରବେଶ ଉପରେ କଟକଣା କରାଯାଇଛି।…
ଆଜି ଅଣସର ଦଶମୀରେ ଚକାବିଜେ କରିବେ ଶ୍ରୀଜୀଉ
ଆଜି ଅଣସର ଦଶମୀରେ ଚକାବିଜେ କରିବେ ଶ୍ରୀଜୀଉ । ଅଣସର ତାଟି ଭିତରେ ଦଇତାପତି ସେବକଙ୍କ ଦ୍ୱାରା ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କୁ ଶରୀରରୁ ତାତି ଓହ୍ଲାଇଥିବା ବେଳେ ଶୟନ ଅବସ୍ଥାରୁ ଉଠି ଚକା ବିଜେ କରିବେ ମହାପ୍ରଭୁ ।ଅନ୍ୟପଟେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ ରାଜବୈଦ୍ୟଙ୍କ…
ଖୁବ ଶୀଘ୍ର ଖୋଲିବ ରତ୍ନଭଣ୍ଡାର- ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଖୁବ ଶୀଘ୍ର ଖୋଲିବ ରତ୍ନଭଣ୍ଡାର । ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥିବାର ପ୍ରମାଣ ମିଳେ, ତାହେଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…
ସୁସ୍ଥ ହେଉଛନ୍ତି ମହାପ୍ରଭୁ
ସ୍ନାନବେଦୀରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ଶ୍ରୀଜିଉ । ଅଣସର ପିଣ୍ଡିରେ ଚାଲିଛି ଶାସ୍ତ୍ରାନୁମୋଦିତ ଚିକିତ୍ସା । ମହାପ୍ରଭୁଙ୍କ ଗୁପ୍ତସେବା କରୁଛନ୍ତି ଦଇତାପତି ସେବାୟତ । ଗତକାଲି ମହାପ୍ରଭୁଙ୍କୁ ଶ୍ରୀଅଙ୍ଗରେ ଫୁଲୁରିତେଲ ଲାଗି କରାଯାଇଥିଲା । ଆଜି ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ କ୍ରମେ…