Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Culture
ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ନୂଆ ବାଲିଯାତ୍ରା ପଡିଆ ଠାରେ ଆୟୋଜିତ ଛଠ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ଏହି ଅବସରରେ ଓଡ଼ିଶା ସରକାର ଭାଇଚାରା, ସୌହାର୍ଦ୍ଦ୍ୟ ଓ ସାଂସ୍କୃତିକ ଏକତାର ପରମ୍ପରାକୁ ଶକ୍ତିଶାଳୀ କରିବା ପାଇଁ ପ୍ରତିବଦ୍ଧ ଏବଂ ଓଡ଼ିଶାରେ ଛଟ…
ଆଜି ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବଡ଼ଠାକୁର
କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଶ୍ରୀମନ୍ଦିରରେ ଦାରୁ ବିଗ୍ରହଙ୍କ ଅବକାଶ ନୀତି ସମ୍ପନ୍ନ ହେବା ପରେ ବଡ ଠାକୁରଙ୍କ ହରିହର ବେଶ ଆରମ୍ଭ ହେବ । ସେବକମାନେ ବଡ ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ…
ମା’ ଭଦ୍ରକାଳୀଙ୍କ ଚାଲିଛି ପୂଜାର୍ଚ୍ଚନା, ଦ୍ବିତୀୟ ଦିନରେ ସପ୍ତମାତୃକା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି…
ଭଦ୍ରକ, ବୀରଗୋବିନ୍ଦପୁର, ଯାଜପୁର, ନିଆଳି,ନବରଙ୍ଗପୁର ହେଉଛି ରାଜ୍ୟର ପ୍ରମୁଖ ପୀଠରେ ମହାକାଳୀ ପୂଜା । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା' ଭଦ୍ରକାଳୀଙ୍କ ଚାଲିଛି ପୂଜାର୍ଚ୍ଚନା । ଆଜି ଦ୍ବିତୀୟ ଦିନରେ ସପ୍ତମାତୃକା ବେଶରେ ମା ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଆଜିର ଦିନରେ ମାଙ୍କୁ ଦର୍ଶନ…
ଆଜି ଆଲୋକର ପର୍ବ ଦୀପାବଳି, ଟୁଇନ ସିଟିରେ ୨ ଘଣ୍ଟା ପାଇଁ ବାଣ ଫୁଟାଇବାକୁ ଅନୁମତି
ଆଜି ଆଲୋକର ପର୍ବ ଦୀପାବଳି । ଘରେ ଘରେ ଖୁସିର ମାହୋଲ। ପୁଣି ଆଜି ଦୀପାବଳି ପାଳନ ହେବା ସହ ପୟାଶ୍ରାଦ୍ଧ ପାଳନ ହେଉଛି । ବଡ଼ବଡୁଆ ଡାକରେ ଏବେ କମ୍ପୁଛି ପୁରୀ ବଡ଼ଦାଣ୍ଡ । ଏଥିପାଇଁ ପୁରୀରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକୁଛନ୍ତି…
ଆଜି ପବିତ୍ର ଧନତେରାସ
ଆଜି ପବିତ୍ର ଧନତେରାସ । କାର୍ତ୍ତିକ ମାସ କୃଷ୍ଣପକ୍ଷ ତ୍ରୋୟୋଦଶୀ ତିଥିରେ ଧନତେରାସ ପାଳିତ ହେଉଛି । ଧନତେରାସକୁ ହିନ୍ଦୁ ପରମ୍ପରାରେ ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ ବୋଲି ବିଚାର କରାଯାଏ । ଧାର୍ମିକ ମାନ୍ୟତା ଅନୁସାରେ ନୂଆ ବାସନ, ସୁନା, ଧନିଆ, ଝାଡୁ, ଲକ୍ଷ୍ମୀ-ଗଣେଶଙ୍କ…
ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା
ଆସୁଛି ଦୀପାବଳି । ପାର୍ବଣ୍ୟ ଋତୁରେ ବାଣ ଫୁଟିବ ନିଶ୍ଚୟ । ତେବେ ଏହା ପୂର୍ବରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟେଇବା ଲାଗି ସମୟ ବି ନିର୍ଦ୍ଧାରିତ ହୋଇଛି। ଏଥର କେବଳ ରାତି ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା।…
ଡିସେମ୍ବର ୨୪ ତାରିଖରୁ ଜାନୁଆରି ୩ ତାରିଖ ଯାଏଁ ଅନୁଷ୍ଠିତ ହେବ ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା
ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ ତାରିଖରୁ ଜାନୁଆରି ୩ ତାରିଖ ଯାଏଁ ଅନୁଷ୍ଠିତ ହେବ ବୋଲି ମହୋତ୍ସବ ସମିତି ପକ୍ଷରୁ କୁହାଯାଇଛି। ଏଥିପାଇଁ ଆଜି ପ୍ରଥମ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀକକ୍ଷରେ ଅନୁଷ୍ଠିତ ହୋଇଥିଲା। ଧନୁଯାତ୍ରା ମହୋତ୍ସବ ସମିତିର…
ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର, ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର
ଚାଲିଛି ପୁଣ୍ୟର ମାସ କାର୍ତ୍ତିକ । ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର। ଏକ ମାସ ଧରି ଚାଲିବାକୁ ଥିବା ବ୍ରତଧାରୀଙ୍କ ପୂଜା ରେ ଗୁଞ୍ଜରିତ ହେଉଛି ପବିତ୍ର ପୁରୀ ।ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର ରହିଥିବାରୁ ଶ୍ରୀମନ୍ଦିର ସମେତ ବିଭିନ୍ନ ଶୈବ ପୀଠ ଗୁଡିକ ରେ…
କାର୍ତ୍ତିକ ମାସ ପରିବା ଦର ଆକାଶଛୁଆଁ, ସେପଟେ ଅବଢ଼ା ଦର ବୃଦ୍ଧି ଯୋଗୁଁ ଶ୍ରଦ୍ଧାଳୁ ଓ ହବିଷ୍ୟାଳି ଅଶାନ୍ତି
ଦୁଇ ଦିନ ପରେ କାର୍ତ୍ତିକ ମାସର ପ୍ରଥମ ସୋମବାର । ଏହି ଧର୍ମର ମାସରେ ମହାପ୍ରସାଦ ଟିକିଏ ପାଇବା ପାଇଁ ଦୂରଦୂରାନ୍ତରୁ ଆସୁଛନ୍ତି ଶ୍ରଦ୍ଧାଳୁ ଓ ହବିଷ୍ୟାଳି । କିନ୍ତୁ ଅବଢ଼ା ଦର ବୃଦ୍ଧି ଯୋଗୁଁ ଦେଖାଦେଇଛି ଅସନ୍ତୋଷ । ପ୍ରଶାସନ ତରଫରୁ ୭ଦିନ ମଧ୍ୟରେ ରେଟ୍ ଚାର୍ଟ ଲଗାଇବାକୁ ନିର୍ଦ୍ଦେଶ ରହିଛି…
ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା
ଚଳିତବର୍ଷ ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ। ଏଥର କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ଏ ନେଇ କଟକ ଜିଲ୍ଲାପାଳ ନିର୍ଦେଶାନାମା ଜାରି କରିଛନ୍ତି। ନଭେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି…