Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Culture
ଆଜି ଶ୍ରୀଜିଉଙ୍କ ବାଙ୍କଚୂଡ଼ ବେଶ
ପଞ୍ଚୁକରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଆଜି ପଞ୍ଚୁକର ଦ୍ୱିତୀୟ ଦିନ। ଭକ୍ତଙ୍କୁ ବାଙ୍କଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ…
ଜାନୁଆରୀ ୧୫ରୁ ବରଗଡ଼ ଧନୁଯାତ୍ରା
ବରଗଡ଼ : ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆସନ୍ତା ଜାନୁଆରୀ ୧୫ରେ ଆରମ୍ଭ ହେବ । ଏହା ୧୧ଦିନ ପର୍ଯ୍ୟନ୍ତ ଚାଲିବ। ଗୋପପୁର ଯାତ୍ରାରେ ଗତ ବର୍ଷ ହୋଇଥିବା ଖର୍ଚ୍ଚ ଅଟକଳ ନେଇ ସଭାରେ ଆରୋପ ପ୍ରତ୍ୟାରୋପ ହୋଇଥିଲା। ମହୋତ୍ସବ ଆୟୋଜନ କମିଟି ମିଥ୍ୟା ବିଲ ଭାଉଚର ଦେଇ ଟଙ୍କା ଉଠାଇଥିବା ଅଭିଯୋଗ…
ଆଜି ପବିତ୍ର ଅଁଳା ନବମୀ
ଆଜି ପବିତ୍ର ଅଁଳା ନବମୀ । ଧର୍ମ ମାସ କାର୍ତ୍ତିକ ଶୁକ୍ଳପକ୍ଷ ନବମୀ । ଏହି ଅବସରରେ ପୁରୀ ସାକ୍ଷୀଗୋପାଳ ସ୍ଥିତ ସାକ୍ଷୀଗୋପୀନାଥ ମନ୍ଦିରରେ ଶ୍ରୀକୃଷ୍ଣ ନଟବର ଓ ମା’ ରାଧା ଓଡ଼ିଆଣୀ ବେଶରେ ଭୂଷିତ ହେବେ । ପବିତ୍ର ଅଁଳା ନବମୀ ଅବସରରେ ବର୍ଷକୁ ଥରଟିଏ ଏହି ବେଶ ସହ ରାଧା ପାଦ ଦର୍ଶନ ପାଇଁ…
ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି
ପୁରୀ: ହାଇକୋର୍ଟଙ୍କ ଆଦେଶ ପରେ ଏଏସ୍ଆଇ(ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ) ଶ୍ରୀମନ୍ଦିର ନାଟମଣ୍ଡପ ମରାମତିରେ ତତ୍ପରତା ଦେଖାଇଛି। ନାଟମଣ୍ଡପର ଆବଶ୍ୟକ ମରାମତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଆଜି ଏଏସ୍ଆଇକୁ ଏନ୍ଓସି ପ୍ରଦାନ କରିଛି। ସକାଳ ୬ଟାରୁ ରାତି ୧୦ଟା ଭିତରେ ମରାମତି କାମ କରିବାକୁ…
ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ
ଆଜି ହେଉଛି ଆଲୋକର ପର୍ବ ଦୀପାବଳି । ଘରେ ଘରେ ଉତ୍ସାହର ମାହୋଲ । ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଗାଁରୁ ସହର । ଏପଟେ ପୟାଶ୍ରାଦ୍ଧ ପାଇଁ ଶ୍ରୀକ୍ଷେତ୍ରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣାଇଲେ ପବିତ୍ର ଦୀପାବଳିର ଶୁଭେଚ୍ଛା ।…