Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Culture
ଆଜି ପବିତ୍ର ଅକ୍ଷୟ ତୃତୀୟା
ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ଶୁକ୍ଳ ତୃତୀୟା ଦିନକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ । ଏହି ଦିନକୁ ଔପଚାରିକ ଭାବେ କୃଷକ ଦିବସ ଭାବେ ମଧ୍ୟ ଜଣାଯାଏ । କାରଣ କୃଷକ ଏହି ଦିନର ଅମୃତ ବେଳାରେ ଅକ୍ଷିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ ଦେଇଥାଏ । ଚାଷୀ ନିଜ…
୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର
ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁ, ବଡଠାକୁର ଏବଂ ମାଆ ସୁଭଦ୍ରାଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଏହି ନୀତିକୁ କରାଯାଇଥାଏ । ଏଥି ଲାଗି ପ୍ରାୟ ୪ ଘଣ୍ଟା ଭକ୍ତ ଶ୍ରଦ୍ଧାଳୁ ମାନଙ୍କ ଦର୍ଶନ ବନ୍ଦ କରାଯିବାର ସୂଚନା ରହିଛି । ଏହି ନୀତି ପାଇଁ ସନ୍ଧ୍ୟା…
ଆଜି କାକଟପୁର ମାଆ ମଙ୍ଗଳାଙ୍କ ଶେଷ ଚୈତ୍ର ଯାତ୍ରା
ଆଜି ଚୈତ୍ର ମାସ ମଙ୍ଗଳବାରର ଶେଷ ପାଳି । ତେଣୁ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଆଜି ପିଠାପଣା ବାସ୍ନାରେ ଚର୍ତୁଦିଗ ମହକୁଛି । ଦାଣ୍ଡରେ ପଣା ଢଳାଯାଇ ମାଆଙ୍କ ପାଖେ ସମସ୍ତେ ପରିବାର ପାଇଁ ମଙ୍ଗଳ ମନାସନ୍ତି ।ତେବେ ଏହାରି ମଧ୍ୟରେ ଆଜି କାକଟପୁର ମାଆ ମଙ୍ଗଳାଙ୍କ ଶେଷ ଚୈତ୍ର ଯାତ୍ରା । ଏହି ଅବସରରେ…
ଅଧାବାଟରେ ଅଟକିଲେ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ
ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମଙ୍ଗଳବାର ସନ୍ଧ୍ୟାରେ ପାପନାଶିନୀ ଛକ ନିକଟରେ ଅଟକିଛି। ବିଧି ରହିଛି ସୂର୍ଯ୍ୟାସ୍ତ ପରେ ରଥ ଟଣା ହୁଏନି। ତେଣୁ ଅଧା ରାସ୍ତାରେରଥ ଅଟକିଛି। ଅଧଘଣ୍ଟା ବିଳମ୍ବରେ ନୀତିକାନ୍ତ ଆରମ୍ଭ ହୋଇ ଦେଢ଼ଘଣ୍ଟା ବିଳମ୍ବରେ ଗଡିଥିଲା ମହାପ୍ରଭୁ ଲିଙ୍ଗରାଜଙ୍କ…
ଆଜି ଅଶୋକାଷ୍ଟମୀ
ମହାପ୍ରଭୁ ଲିଙ୍ଗରାଜଙ୍କ ପବିତ୍ର ରୁକୁଣା ରଥ ଯାତ୍ରା । ଏଥିପାଇଁ ପ୍ରସ୍ତୁତ ରହିଛି ରଥ ପଥ, ପ୍ରସ୍ତୁତ ଅଛି ପ୍ରଶାସନ ଏବଂ ଭକ୍ତିଭାବରେ ବିଭୋର ହୋଇ ଉଠିଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ଦୀର୍ଘ ବର୍ଷକ ପରେ ଆଜି ଦେଉଳରୁ ବାହାରି ଭକ୍ତଙ୍କ ଦୁଃଖ ବୁଝିବାକୁ ଆସୁଛନ୍ତି ବାବା ଲିଙ୍ଗରାଜ ।…
ଶ୍ରୀମନ୍ଦିରରେ ନୂଆ ପାଞ୍ଜି
ଶ୍ରୀମନ୍ଦିରରେ ପବିତ୍ର ମହାବିଷୁବ ସଂକ୍ରାନ୍ତି ପାଳନ ପୂର୍ବକ ନୂଆ ପାଞ୍ଜି ପ୍ରଚଳନ ହୋଇଛି। ତେବେ ପ୍ରଚଳିତ ପାଞ୍ଜିରେ ପର୍ବପର୍ବାଣିର ତିଥି, ନକ୍ଷତ୍ର, ଗ୍ରହଚଳନକୁ ନେଇ ଅଡ଼ୁଆ ସ୍ଥିତି ଉପୁଜିଛି। ଚଳିତବର୍ଷ ଗୋଟିଏଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡୁଛି।…
ଚୈତ୍ର ନବରାତ୍ରି ମାଆ କାତ୍ୟାୟନୀଙ୍କ ପୂଜା
ନବରାତ୍ରିର ଷଷ୍ଠ ଦିନରେ ମାଆ କାତ୍ୟାୟନୀଙ୍କୁ ପୂଜା କରାଯାଏ। ବିଶ୍ୱାସ କରାଯାଏ ଯେ ମାଆ ଦେବତାମାନଙ୍କ ଜ୍ୟୋତିରୁ ଜନ୍ମ ହୋଇଥିଲେ। ମାଆ କାତ୍ୟାୟନୀଙ୍କ ରୂପ ଐଶ୍ୱରୀୟ ଏବଂ ତାଙ୍କର ଆଶୀର୍ବାଦ ସବୁବେଳେ ତାଙ୍କ ଭକ୍ତମାନଙ୍କ ଉପରେ ରହିଥାଏ। ତେବେ ଭକ୍ତମାନେ ନବରାତ୍ରିର ଷଷ୍ଠ ଦିନରେ କ’ଣ କରିବା…
ଆଜି ମା ଙ୍କ ପଞ୍ଚମ ଦିନ
ଦେବୀ ଭଗବତୀଙ୍କ ପଞ୍ଚମ ରୂପର ନାମ ହେଉଛି ସ୍କନ୍ଦମାତା। ଚୈତ୍ର ନବରାତ୍ରି ୨୦୨୪ ରେ, ୧୩ ଏପ୍ରିଲ ଶନିବାର ଦିନ ମାଆ ସ୍କନ୍ଦମାତାଙ୍କ ଉପବାସ ପାଳନ କରାଯିବ। ଏହି ଦିନ ମାଆ ଦେବୀଙ୍କୁ କଦଳୀ ଅର୍ପଣ କରିବା ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। କଦଳୀରୁ ତିଆରି ଜିନିଷକୁ ସ୍କନ୍ଦମାତା ବହୁତ…
ନବରାତ୍ରିର ଚତୁର୍ଥ ଦିନରେ
ଚୈତ୍ର ନବରାତ୍ରିର ଚତୁର୍ଥ ଦିନରେ ମା’ଙ୍କର ପୂଜା କଲେ ଅଜେୟ ରହିବାର ବରଦାନ ମିଳିଥାଏ । ମା’ଙ୍କ ଉପାସନା ଶାନ୍ତ ମନରେ କରିବା ଉଚିତ । କୁହାଯାଏ, ଯେତେବେଳେ ସାରା ସଂସାରରେ ଚାରିଆଡ଼ ଘୋର ଅନ୍ଧାକାର ଛାଇ ଯାଇଥିଲା, ସେହି ସମୟରେ ମା’ କୁଷ୍ମାଣ୍ଡା ନିଜର ମଧୁର ମୁସ୍କାନରେ ବ୍ରହ୍ମାଣ୍ଡର ରଚନା…
ଚୈତ୍ର ନବରାତ୍ରିର ୩ୟ ଦିନରେ କରନ୍ତୁ ମାଆ ଚନ୍ଦ୍ରଘଣ୍ଟାଙ୍କ ପୂଜା
ଚୈତ୍ର ନବରାତ୍ରିର ତୃତୀୟ ଶକ୍ତି ମାଆ ଚନ୍ଦ୍ରଘଣ୍ଟାଙ୍କ ପୂଜା କରାଯାଇଥାଏ। ମାଆଙ୍କ ଏହି ରୂପ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ବିଶ୍ୱାସ କରାଯାଏ। ମାଆ ଚନ୍ଦ୍ରଘଣ୍ଟାଙ୍କ ଉପାସନା ସାହସୀ କରାଇଥାଏ । ଦେବୀ ଚନ୍ଦ୍ରଘଣ୍ଟାଙ୍କ ରଙ୍ଗ ସୁନା ପରି ଉଜ୍ଜ୍ୱଳ ଏବଂ ତାଙ୍କ ବାହନ ସିଂହ ଅଟେ।ଦେବୀ ମାଆଙ୍କ…