Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Culture
ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି, ଅପରାହ୍ନ ୩ଟାରୁ ମନ୍ଦିର ବନ୍ଦ
ପୁରୀ: ଆଜି ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଅନୁଷ୍ଠିତ ହେବ ରାହୁରେଖା ଲାଗି ନୀତି । ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଏହି ନୀତି ଆପାତତଃ ଅପରାହ୍ନ ୩ଟାରୁ ଆରମ୍ଭ ହୋଇ ରାତି ୮ଟା ପର୍ଯ୍ୟନ୍ତ ଚାଲୁ…
୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଆଜି ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଅନୁଷ୍ଠିତ ହେବ ରାହୁରେଖା ଲାଗି ନୀତି। ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ଏହି ନୀତି ଆପାତତଃ ଅପରାହ୍ନ 3ଟା ରୁ ଆରମ୍ଭ ହେବା ସହ ରାତ୍ର 8 ଟା ପର୍ଯ୍ୟନ୍ତ ଚାଲୁ…
ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ
କଟକ: ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି । ଚାରିଆଡ଼େ ଶୋକର ଛାୟା ଖେଳିଯାଇଛି । ୯୫ ବର୍ଷ ବୟସରେ କଟକର ଏସସିବି ମେଡିକାଲରେ ପରେଲାକ । ନିମୋନିଆ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ବ୍ରେନ୍ ଷ୍ଟୋକ ହେବାରୁ ମୃତ୍ୟୁ ହୋଇଥିବା ସୂଚନା । ଅଗଷ୍ଟ ୪ ତାରିଖରେ ଜୟନ୍ତ…
ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ
ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରି…
ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ସେଫ୍ ବିକାଶ ଖାନ୍ନା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍ ତଥା ଉଦ୍ୟୋଗୀ ବିକାଶ ଖାନ୍ନା । ନିକଟରେ ବିକାଶ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନ୍ୟୁୟର୍କ ସହରର ଟାଇମ୍ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ…
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି
ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି…
ନାଟମଣ୍ଡପ ବିମ୍ ମରାମତି ନକଲେ ଦୁର୍ଘଟଣା
ପୁରୀ:ପୁରୀ ଶ୍ରୀମନ୍ଦିରର ନାଟ ମଣ୍ଡପ ଭିତର ଫଟା ବିମ୍କୁ ତୁରନ୍ତ ମରାମତି କରାଯାଉ ବୋଲି ହାଇକୋର୍ଟରେ ତଥ୍ୟ ଦିଆଯାଇଛି। ନଚେତ ଯେକୌଣସି ସମୟରେ ଆକସ୍ମିକ ଦୁର୍ଘଟଣା ହୋଇପାରେ। ହାଇକୋର୍ଟରେ ଆମିକସ୍ କ୍ୟୁରି ଇଂଜିନିୟର୍ ଏନ୍କେ ମହାନ୍ତି ଏଭଳି ତଥ୍ୟ ରଖିଛନ୍ତି। ସେ ଦେଇଥିବା…
ଆଜି ବିଶ୍ବ ଜନଜାତି ଦିବସ
ଆଜି ବିଶ୍ବ ଜନଜାତି ଦିବସ । ଆଜିର ଦିନକୁ ପାଳନ କରୁଛନ୍ତି ଆଦିବାସୀ ସମ୍ପ୍ରଦାୟର ଲୋକମାନେ । ଦେଶର ବିଭିନ୍ନ ସ୍ଥାନରେ ଆଦିବାସୀ ସମ୍ପ୍ରଦାୟର ଲୋକ ବସବାସ କରୁଛନ୍ତି । ଆଦିବାସୀଙ୍କ ଜନସଂଖ୍ୟା, ଅଧିକାର, ସୁରକ୍ଷାକୁ ପ୍ରୋତ୍ସାହିତ କରିବାକୁ ଆଜିର ଦିନଟିଏ । ଦେଶରେ ସର୍ବାଧିକ ଜନଜାତି…
ମହାପ୍ରଭୁଙ୍କ ବନକଲାଗି ପାଇଁ ସନ୍ଧ୍ୟା ୬ରୁ ଦର୍ଶନ ବନ୍ଦ ରହିବ
ପୁରୀ: ଦେଢ଼ ମାସ ପରେ ଆଜି ମହାପ୍ରଭୁଙ୍କ ବନକଲାଗି ହେବାକୁ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ରଙ୍କ ଭିତରେ ଦେଖା ଦେଇଥିବା ବିବାଦର ଅନ୍ତ ଘଟିଛି। ସେହି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତ ମହାପାତ୍ର ସେବକଙ୍କୁ ଅବଗତ କରାଯାଇଛି। ପ୍ରାକୃତିକ ଦ୍ରବ୍ୟରେ…
ବାଲେଶ୍ବର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ହେବ ନବକଳେବର
ଭୁବନେଶ୍ୱର: ରୂପାନ୍ତରିତ ହେବ ବାଲେଶ୍ବରର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିର । ମନ୍ଦିରର ନବକଳେବର ପାଇଁ ମାଷ୍ଟରପ୍ଲାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୧୫ କୋଟି ୫୮ ଲକ୍ଷ ଟଙ୍କା ଅନୁମୋଦନ କରାଯାଇଛି । ଫାଇଭ-ଟି ଉପକ୍ରମରେ ସମଗ୍ର ପୀଠର…