Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Culture
ହାଇକୋର୍ଟରେ ଏଏସଆଇର ସତ୍ୟପାଠ; ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ
ହାଇକୋର୍ଟରେ ଏଏସଆଇର ସତ୍ୟପାଠ । ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ। କୋର୍ଟ ଯେତେ ଶୀଘ୍ର ନିର୍ଦ୍ଦେଶ ଦେବେ, ସେତେ ଶୀଘ୍ର ଆରମ୍ଭ ହେବ ମରାମତି କାର୍ଯ୍ୟ। ଶ୍ରୀଜିଉଙ୍କ ରତ୍ନଭଣ୍ଡାର ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରି ଏହି ନିର୍ଯାସ ରଖିଛି ଭାରତୀୟ ପ୍ରତ୍ନତତ୍ତ୍ୱ…
ବଲାଙ୍ଗୀରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍
ବଲାଙ୍ଗୀର: ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ ।ଜିଲ୍ଲା…
ଜ୍ଞାନବାପୀ ସର୍ଭେ ୪ ସପ୍ତାହରେ ଶେଷ ହେବ
ବାରଣାସୀ : ଜ୍ଞାନବାପୀ ମସଜିଦରେ ସର୍ଭେ କାର୍ଯ୍ୟ ଜାରି ରହିଛି। ସର୍ଭେର ଭିଡିଓ ରେକର୍ଡ କରାଯାଇଛି। ଏଥିରେ ତ୍ରୀଶୁଳ, ସ୍ବସ୍ତିକ , ଫୁଲ ପରି ଚିହ୍ନ ସବୁ ଦେଖିବାକୁ ମିଳିଛି। ମସଜିଦ କାନ୍ଥ ଏବଂ ପିଲାର୍ରେ ଏସବୁ ଚିହ୍ନ ଦେଖିବାକୁ ମିଳିଛି। ପ୍ରଥମ ଦିନରେ ୭ ଘଣ୍ଟା ସର୍ଭେ ହୋଇଥିଲା।…
ବନ୍ଧୁ ପାଇଁ ଦିନ ଟିଏ: ଆଜି ଫ୍ରେଣ୍ଡସିପ୍ ଡେ
ଆଜି ଫ୍ରେଣ୍ଡସିପ୍ ଡେ’ । ବନ୍ଧୁ ପାଇଁ ଦିନ ଟିଏ । ପରସ୍ପର ହାତରେ ଫ୍ରେଣ୍ଡସିପ ବ୍ୟାଣ୍ଡ୍ ବାନ୍ଧି ସେଲିବ୍ରେଟ୍ କରୁଛନ୍ତି ଯୁବ ପିଢି। ଆଜି ବିଶ୍ୱ ବନ୍ଧୁତ୍ୱ ଦିବସ, ବନ୍ଧୁ ପାଇଁ ଦିନ ଟିଏ । ଏହି ଅବସରରେ ସାଙ୍ଗ ସାଥୀମାନେ ପରସ୍ପର ପରସ୍ପର ହାତରେ ଫ୍ରେଣ୍ଡସିପ ବ୍ୟାଣ୍ଡ୍ ବାନ୍ଧିବା ସହ…
ମହାପ୍ରଭୁଙ୍କ ଦର୍ଶନ କରି ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ
ପୁରୀ: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ସରସଂଘ ଚାଳକ ମୋହନ ଭାଗବତ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ଶ୍ରୀ ଭାଗବତ କହିଛନ୍ତି, ସନାତନ ଧର୍ମର ଯେଉଁ ନିୟମ ରହିଛି, ଭାଗବତରେ ତାକୁ କର୍ମକାଣ୍ଡ କୁହାଯାଉଛି। ଏଥିରୁ ଜୀବନରେ ଅନୁଶାସନ ଆସୁଛି। ଏଣୁ ଏହାକୁ ଶ୍ରଦ୍ଧାର ସହ…
ରତ୍ନଭଣ୍ଡାର ଆସନ୍ତାବର୍ଷ ଖୋଲିବ
ପୁରୀ: ୨୦୨୪ ମସିହା ରଥଯାତ୍ରା ସମୟରେ ଭିତର ରତ୍ନଭଣ୍ଡାର ଖୋଲାଯିବ। ଶ୍ରୀମନ୍ଦିର ପରିଚାଳନା କମିଟି ଏହି ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ଆଧାରରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ ବୋଲି ଶ୍ରୀମନ୍ଦିର ଉପ-ମୁଖ୍ୟପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି। ଏହା ପୂର୍ବରୁ…
ମା’ଲକ୍ଷ୍ମୀଙ୍କ ପ୍ରିୟ ଜିନିଷ ଜାଣନ୍ତୁ
ମା’ଲକ୍ଷ୍ମୀଙ୍କୁ କିଛି ସ୍ୱତନ୍ତ୍ର ଜିନିଷ ଖୁବ ପ୍ରିୟ। ଏହାକୁ ଘରେ ରଖିବା ଦ୍ୱାରା ଧନସମ୍ପତ୍ତି ଓ ଟଙ୍କାପଇସାର ଅଭାବ ହୋଇନଥାଏ। ମା’ଲକ୍ଷ୍ମୀଙ୍କ କୃପା ମିଳିଲେ ଆର୍ଥିକ କ୍ଷେତ୍ରରେ କଷ୍ଟର ସମ୍ମୁଖୀନ ହେବାକୁ ପଡେ ନାହିଁ ବୋଲି ମାନ୍ୟତା ରହିଛି। ମା’ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବା ପାଇଁ ଓ…
ବନକଲାଗି ନୀତିକୁ ନେଇ ଆଜି ବସିବ ବୈଠକ
ପୁରୀ: ବନକଲାଗି ବିବାଦ ଛିଣ୍ଡିବାର ନାଁ ଧରୁନି । ପ୍ରଶାସନ ଏବଂ ସେବାୟତ ବିବାଦ ତୁଟାଇବା ପାଇଁ ଆଜି ବସିବ ନୀତି ସବ୍-କମିଟି ବୈଠକ । ଗତ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବନକଲାଗି ନୀତି କରିବା ପାଇଁ ଦତ୍ତମହାପାତ୍ର ସେବାୟତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ଗୁରୁବାର ବନକଲାଗି…
ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ‘‘ଡିଭାଇନ୍ ଲାଇଟ୍ ହାଉସ୍’’ ପାଇଁ ଶିଳାନ୍ୟାସ କଲେ…
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ ଦଶବାଟିଆ ଠାରେ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ‘‘ଡିଭାଇନ୍ ଲାଇଟ୍ ହାଉସ’’ ବା ଦୈବିକ ଆଲୋକ ଭବନ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସେ ସେମିନାର ଓ ସମ୍ମିଳନୀ ଆୟୋଜନ କରିବା…
ମହାପ୍ରଭୁଙ୍କ ବନକଲାଗି ପାଇଁ ଦତ୍ତମହାପାତ୍ର ନିଯୋଗକୁ ପୁଣିଥରେ ନିର୍ଦ୍ଦେଶ ଜାରି
ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଦୀର୍ଘ ବର୍ଷ ହେଲା ବୁଧବାର ହେଉଛି । ଚଳିତବର୍ଷ ରଥଯାତ୍ରା ପରେ ନିର୍ଦ୍ଧାରିତ ବୁଧବାର ଜୁଲାଇ ୧୨ତାରିଖରେ ବନକଲାଗି ନକରିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ୧୮ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବରିଷ୍ଠ ସେବକମାନଙ୍କ ସହ…