Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Culture
ନାଟମଣ୍ଡପ ବିମ୍ ମରାମତି ନକଲେ ଦୁର୍ଘଟଣା
ପୁରୀ:ପୁରୀ ଶ୍ରୀମନ୍ଦିରର ନାଟ ମଣ୍ଡପ ଭିତର ଫଟା ବିମ୍କୁ ତୁରନ୍ତ ମରାମତି କରାଯାଉ ବୋଲି ହାଇକୋର୍ଟରେ ତଥ୍ୟ ଦିଆଯାଇଛି। ନଚେତ ଯେକୌଣସି ସମୟରେ ଆକସ୍ମିକ ଦୁର୍ଘଟଣା ହୋଇପାରେ। ହାଇକୋର୍ଟରେ ଆମିକସ୍ କ୍ୟୁରି ଇଂଜିନିୟର୍ ଏନ୍କେ ମହାନ୍ତି ଏଭଳି ତଥ୍ୟ ରଖିଛନ୍ତି। ସେ ଦେଇଥିବା…
ଆଜି ବିଶ୍ବ ଜନଜାତି ଦିବସ
ଆଜି ବିଶ୍ବ ଜନଜାତି ଦିବସ । ଆଜିର ଦିନକୁ ପାଳନ କରୁଛନ୍ତି ଆଦିବାସୀ ସମ୍ପ୍ରଦାୟର ଲୋକମାନେ । ଦେଶର ବିଭିନ୍ନ ସ୍ଥାନରେ ଆଦିବାସୀ ସମ୍ପ୍ରଦାୟର ଲୋକ ବସବାସ କରୁଛନ୍ତି । ଆଦିବାସୀଙ୍କ ଜନସଂଖ୍ୟା, ଅଧିକାର, ସୁରକ୍ଷାକୁ ପ୍ରୋତ୍ସାହିତ କରିବାକୁ ଆଜିର ଦିନଟିଏ । ଦେଶରେ ସର୍ବାଧିକ ଜନଜାତି…
ମହାପ୍ରଭୁଙ୍କ ବନକଲାଗି ପାଇଁ ସନ୍ଧ୍ୟା ୬ରୁ ଦର୍ଶନ ବନ୍ଦ ରହିବ
ପୁରୀ: ଦେଢ଼ ମାସ ପରେ ଆଜି ମହାପ୍ରଭୁଙ୍କ ବନକଲାଗି ହେବାକୁ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ରଙ୍କ ଭିତରେ ଦେଖା ଦେଇଥିବା ବିବାଦର ଅନ୍ତ ଘଟିଛି। ସେହି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତ ମହାପାତ୍ର ସେବକଙ୍କୁ ଅବଗତ କରାଯାଇଛି। ପ୍ରାକୃତିକ ଦ୍ରବ୍ୟରେ…
ବାଲେଶ୍ବର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ହେବ ନବକଳେବର
ଭୁବନେଶ୍ୱର: ରୂପାନ୍ତରିତ ହେବ ବାଲେଶ୍ବରର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିର । ମନ୍ଦିରର ନବକଳେବର ପାଇଁ ମାଷ୍ଟରପ୍ଲାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୧୫ କୋଟି ୫୮ ଲକ୍ଷ ଟଙ୍କା ଅନୁମୋଦନ କରାଯାଇଛି । ଫାଇଭ-ଟି ଉପକ୍ରମରେ ସମଗ୍ର ପୀଠର…
ହାଇକୋର୍ଟରେ ଏଏସଆଇର ସତ୍ୟପାଠ; ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ
ହାଇକୋର୍ଟରେ ଏଏସଆଇର ସତ୍ୟପାଠ । ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ। କୋର୍ଟ ଯେତେ ଶୀଘ୍ର ନିର୍ଦ୍ଦେଶ ଦେବେ, ସେତେ ଶୀଘ୍ର ଆରମ୍ଭ ହେବ ମରାମତି କାର୍ଯ୍ୟ। ଶ୍ରୀଜିଉଙ୍କ ରତ୍ନଭଣ୍ଡାର ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରି ଏହି ନିର୍ଯାସ ରଖିଛି ଭାରତୀୟ ପ୍ରତ୍ନତତ୍ତ୍ୱ…
ବଲାଙ୍ଗୀରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍
ବଲାଙ୍ଗୀର: ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ ।ଜିଲ୍ଲା…
ଜ୍ଞାନବାପୀ ସର୍ଭେ ୪ ସପ୍ତାହରେ ଶେଷ ହେବ
ବାରଣାସୀ : ଜ୍ଞାନବାପୀ ମସଜିଦରେ ସର୍ଭେ କାର୍ଯ୍ୟ ଜାରି ରହିଛି। ସର୍ଭେର ଭିଡିଓ ରେକର୍ଡ କରାଯାଇଛି। ଏଥିରେ ତ୍ରୀଶୁଳ, ସ୍ବସ୍ତିକ , ଫୁଲ ପରି ଚିହ୍ନ ସବୁ ଦେଖିବାକୁ ମିଳିଛି। ମସଜିଦ କାନ୍ଥ ଏବଂ ପିଲାର୍ରେ ଏସବୁ ଚିହ୍ନ ଦେଖିବାକୁ ମିଳିଛି। ପ୍ରଥମ ଦିନରେ ୭ ଘଣ୍ଟା ସର୍ଭେ ହୋଇଥିଲା।…
ବନ୍ଧୁ ପାଇଁ ଦିନ ଟିଏ: ଆଜି ଫ୍ରେଣ୍ଡସିପ୍ ଡେ
ଆଜି ଫ୍ରେଣ୍ଡସିପ୍ ଡେ’ । ବନ୍ଧୁ ପାଇଁ ଦିନ ଟିଏ । ପରସ୍ପର ହାତରେ ଫ୍ରେଣ୍ଡସିପ ବ୍ୟାଣ୍ଡ୍ ବାନ୍ଧି ସେଲିବ୍ରେଟ୍ କରୁଛନ୍ତି ଯୁବ ପିଢି। ଆଜି ବିଶ୍ୱ ବନ୍ଧୁତ୍ୱ ଦିବସ, ବନ୍ଧୁ ପାଇଁ ଦିନ ଟିଏ । ଏହି ଅବସରରେ ସାଙ୍ଗ ସାଥୀମାନେ ପରସ୍ପର ପରସ୍ପର ହାତରେ ଫ୍ରେଣ୍ଡସିପ ବ୍ୟାଣ୍ଡ୍ ବାନ୍ଧିବା ସହ…
ମହାପ୍ରଭୁଙ୍କ ଦର୍ଶନ କରି ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ
ପୁରୀ: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ସରସଂଘ ଚାଳକ ମୋହନ ଭାଗବତ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ଶ୍ରୀ ଭାଗବତ କହିଛନ୍ତି, ସନାତନ ଧର୍ମର ଯେଉଁ ନିୟମ ରହିଛି, ଭାଗବତରେ ତାକୁ କର୍ମକାଣ୍ଡ କୁହାଯାଉଛି। ଏଥିରୁ ଜୀବନରେ ଅନୁଶାସନ ଆସୁଛି। ଏଣୁ ଏହାକୁ ଶ୍ରଦ୍ଧାର ସହ…
ରତ୍ନଭଣ୍ଡାର ଆସନ୍ତାବର୍ଷ ଖୋଲିବ
ପୁରୀ: ୨୦୨୪ ମସିହା ରଥଯାତ୍ରା ସମୟରେ ଭିତର ରତ୍ନଭଣ୍ଡାର ଖୋଲାଯିବ। ଶ୍ରୀମନ୍ଦିର ପରିଚାଳନା କମିଟି ଏହି ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ଆଧାରରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ ବୋଲି ଶ୍ରୀମନ୍ଦିର ଉପ-ମୁଖ୍ୟପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି। ଏହା ପୂର୍ବରୁ…