Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Culture
ଆଜି ଅଣସରର ତ୍ରୟୋଦଶୀ ତିଥିରେ ହେବ ଘଣା ଓ ଖଳି ପ୍ରସାଦ ଲାଗି
ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଗଜପତି ମହାରାଜାଙ୍କୁ ଶ୍ରୀଜିଉଙ୍କ ସୁସ୍ଥ ହେବା ଖବର ଦିଆଯିବା ପରେ ରାଜପ୍ରାସାଦ ବିଜେ ସମ୍ପନ୍ନ ହୋଇଛି । ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି। ଏହି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବ । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ…
ସୁସ୍ଥ ହେଲେ ଶ୍ରୀଜୀଉ,ଗଜପତି ମହାରାଜଙ୍କ ପାଖକୁ ଯିବ ବାର୍ତ୍ତା
୧୧ ଦିନର ନିରବଛିନ୍ନ ସେବା ପରେ ସୁସ୍ଥ ହେଲେ ଶ୍ରୀଜୀଉ । ପୁଣି କୋଳାହଳମୟ ବଡ ଦେଉଳ। ଆଜି ଗଜପତି ମହାରାଜଙ୍କ ପାଖକୁ ଯିବ ମହାପ୍ରଭୁଙ୍କ ସୁସ୍ଥତା ବାର୍ତ୍ତା । ବଡ଼ଦେଉଳରେ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ । ଫୁଲୁରି ତେଲ ଏବଂ ଓଷ ଲାଗି ପରେ ମଙ୍ଗଳବାର ଖଳି ଲାଗି ଏକାଦଶୀ ଅବସରରେ ଠାକୁରେ…
କାହା ଅଭିଶାପରେ ଶ୍ରୀଜଗନ୍ନାଥ ରହିଛନ୍ତି ଅଧାଗଢା?
ନିଜ ଭକ୍ତର ଦୁଃଖ ବୁଝିବା ପାଇଁ ସେ ପ୍ରତି ବର୍ଷ ବଡ ଦେଉଳ ଛାଡି ବଡଦାଣ୍ଡକୁ ଆସିଥାନ୍ତି । କିନ୍ତୁ ବିଶ୍ୱବ୍ରହ୍ମାଣ୍ଡ ପାଳନ କର୍ତ୍ତା ଭଗବାନ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥ ଅଧାଗଢା କାହିଁକି ? କାହିଁକି ଦାରୁ ଦିଅଁଙ୍କର ନାହିଁ ପାପୁଲି କିମ୍ବା କାନ? ଶାସ୍ତ୍ର କୁହେ ଯେ, ଭଗବାନଙ୍କୁ…
ଆଜି ଖଳିଲାଗି ଏକାଦଶୀରେ ମହାପ୍ରଭୁ ପିନ୍ଧିବେ ରକ୍ତବସ୍ତ୍ର
ଅଣସର ଘରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ। ଆଜି ଏକାଦଶୀରେ ମହାପ୍ରଭୁଙ୍କଠାରେ ଲାଗି ହେବ ରଙ୍ଗ ବେରଙ୍ଗର ପୁଷ୍ପ ,ତୁଳସୀ ଓ ବାଜିବ ଘଣ୍ଟ ଘଣ୍ଟାର ଶବ୍ଦ। ସନ୍ଧ୍ୟାଧୂପ ପରେ ଆରମ୍ଭ ହେବ ଏହି ସବୁ ନୀତି । ଜୟ ଜଗନ୍ନାଥ ଧ୍ୱନୀରେ ପ୍ରକମ୍ପିତ ହେବ ଶ୍ରୀ ମନ୍ଦିର ପରିବେଶ।ଆଜି ସୁଦ୍ଧସୂଆରଙ୍କ ପକ୍ଷରୁ…
ରଥଯାତ୍ରାରେ ଭିଆଇପିଙ୍କୁ ମନ୍ଦିର ମନା
ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୭ ତାରିଖରେ ରାଷ୍ଟ୍ରପତି ବିଶ୍ଵପ୍ରସିଦ୍ଧ ରଥଯାତ୍ରାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଣୁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ମନ୍ଦିରରେ ଭିଆଇପିଙ୍କ ପ୍ରବେଶ ଉପରେ କଟକଣା କରାଯାଇଛି।…
ଆଜି ଅଣସର ଦଶମୀରେ ଚକାବିଜେ କରିବେ ଶ୍ରୀଜୀଉ
ଆଜି ଅଣସର ଦଶମୀରେ ଚକାବିଜେ କରିବେ ଶ୍ରୀଜୀଉ । ଅଣସର ତାଟି ଭିତରେ ଦଇତାପତି ସେବକଙ୍କ ଦ୍ୱାରା ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କୁ ଶରୀରରୁ ତାତି ଓହ୍ଲାଇଥିବା ବେଳେ ଶୟନ ଅବସ୍ଥାରୁ ଉଠି ଚକା ବିଜେ କରିବେ ମହାପ୍ରଭୁ ।ଅନ୍ୟପଟେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ ରାଜବୈଦ୍ୟଙ୍କ…
ଖୁବ ଶୀଘ୍ର ଖୋଲିବ ରତ୍ନଭଣ୍ଡାର- ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଖୁବ ଶୀଘ୍ର ଖୋଲିବ ରତ୍ନଭଣ୍ଡାର । ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥିବାର ପ୍ରମାଣ ମିଳେ, ତାହେଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…
ସୁସ୍ଥ ହେଉଛନ୍ତି ମହାପ୍ରଭୁ
ସ୍ନାନବେଦୀରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ଶ୍ରୀଜିଉ । ଅଣସର ପିଣ୍ଡିରେ ଚାଲିଛି ଶାସ୍ତ୍ରାନୁମୋଦିତ ଚିକିତ୍ସା । ମହାପ୍ରଭୁଙ୍କ ଗୁପ୍ତସେବା କରୁଛନ୍ତି ଦଇତାପତି ସେବାୟତ । ଗତକାଲି ମହାପ୍ରଭୁଙ୍କୁ ଶ୍ରୀଅଙ୍ଗରେ ଫୁଲୁରିତେଲ ଲାଗି କରାଯାଇଥିଲା । ଆଜି ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ କ୍ରମେ…
ବିଷ୍ଣୁମୂର୍ତ୍ତିଙ୍କର ନାମ କାହିଁକି ଅଲାରନାଥ
ଶ୍ରୀଜଗନ୍ନାଥଙ୍କ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କରିବାର ବିଶେଷ ବିଧି ଅଛି। ଶ୍ରୀକ୍ଷେତ୍ରରେ ଅବସ୍ଥାନ କରିବା ସମୟରେ ଶ୍ରୀଚୈତନ୍ୟ ଶ୍ରୀଜଗନ୍ନାଥ (ବା ଶ୍ରୀକୃଷ୍ଣ)ଙ୍କର ବିରହଜ୍ୱାଳା ସହି ନ ପାରି ବ୍ୟାକୁଳ ହୋଇ ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କ ନିକଟକୁ ଧାଇଁ ଯାଉଥିଲେ ବୋଲି…
ଅଣସରର ଆଜି ହେଉଛି ଷଷ୍ଠୀ ତିଥି , ଶ୍ରୀଅଙ୍ଗରେ ଲାଗି ହେବ ଓସ୍ୱ
ଅଣସରର ଆଜି ହେଉଛି ଷଷ୍ଠୀ ତିଥି । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ବିଭିନ୍ନ ଔଷଧୀୟ ସାମଗ୍ରୀରେ ପ୍ରସ୍ତୁତ ଓସ୍ୱ । ଅଣସର ସୁଦ୍ଧସୁଆର ସେବକମାନେ ଝୁଣାକୁ ବାଟି ସେଥିରେ ତେଲକର୍ପୁର ଆଦି ସମିଶ୍ରଣ କରି ଏକ ଔଷଧୀୟ ଓସ୍ୱ ପ୍ରସ୍ତୁତ କରିଥାନ୍ତି । ଏହାକୁ ମଧ୍ୟାହ୍ନ ଧୂପ ପରେ ଦଇତାପତି…