Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Culture
ଆଦିଶକ୍ତିପୀଠ ତାରାତାରିଣୀର ବଦଳିଛି ରୂପରେଖ
ଗଞ୍ଜାମ: 5T ରୂପାନ୍ତରଣ କାର୍ଯ୍ୟକ୍ରମରେ ଆଦିଶକ୍ତିପୀଠ ତାରାତାରିଣୀର ବଦଳିଛି ରୂପରେଖ । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ନଦୀତଟ ରତ୍ନଗିରି ପାହାଡ଼ ଶୀର୍ଷରେ ରହିଛି ମା’ଙ୍କ ଆସ୍ଥାନ । ମୋଟ୍ ୫୨ ଶକ୍ତିପୀଠରୁ ମା’ ତାରାତାରିଣୀଙ୍କ ପୀଠ ଅନନ୍ୟ । ଆଦିଶକ୍ତି ଭାବେ ମାଆ ତାରାତାରିଣୀ ପୂଜା…
ଜୈବ ବିବିଧ ଐତିହ୍ୟ ସ୍ଥଳର ମାନ୍ୟତା ପାଇଲା ବଲାଙ୍ଗୀର ଓ ବରଗଡ଼ ଫରେଷ୍ଟ ଡିଭିଜିନର ଗନ୍ଧମାର୍ଦ୍ଦନ ପର୍ବତ
ଭୁବନେଶ୍ୱର: ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା BHS ମାନ୍ୟତା । ବାୟୋଡାଇଭର୍ସିଟି ହେରିଟେଜ୍ ସାଇଟ୍ ବା ଜୈବ ବିବିଧ ଐତିହ୍ୟ ସ୍ଥଳର ମାନ୍ୟତା ପାଇଲା ବଲାଙ୍ଗୀର ଓ ବରଗଡ଼ ଫରେଷ୍ଟ ଡିଭିଜିନର ଗନ୍ଧମାର୍ଦ୍ଦନ ପର୍ବତ । ରାଜ୍ୟର ତୃତୀୟ BHS ମାନ୍ୟତା ପାଇଛି ଗନ୍ଧମାର୍ଦ୍ଦନ । ଆଗରୁ କନ୍ଧମାଳ…
ଓଡ଼ିଆମାନଙ୍କ ପଖାଳ ଦିବସକୁ ନେଇ ଚାରିଆଡେ ଖୁସି
ଭୁବନେଶ୍ବର : ପଖାଳ କହିଲେ ଓଡ଼ିଆଙ୍କ ଖାଦ୍ୟ କଥା ମନେପଡ଼େ । ପଖାଳକୁ ଖାଇବା ପାଇଁ କିଏ ବା ମନାକରେ । ଆଜି ପଖାଳ ଦିବସରେ ଅନେକ ସ୍ଥାନରେ ପଖାଳ ଦିବସ ପାଳିତ ହୋଇଯାଇଛି । ଗତ ଦଶ ବର୍ଷ ହେଲା ପଖାଳ ବିଶ୍ବ ମାନସପଟରେ ପହଞ୍ଚାଇବା ପାଇଁ ଓଡ଼ିଆମାନେ ପଖାଳ ଦିବସ ପାଳନ କରୁଛନ୍ତି। ତେବେ ଏହି ପଖାଳ…
ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି
ପୁରୀ : ଆଜି ସୋମବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହୋଇଛି । ତେଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି…
ଆରମ୍ଭ ହୋଇଛି ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା
ଗଞ୍ଜାମ: ଚଳଚଞ୍ଚଳ ରତ୍ନଗିରି ପାହାଡ଼ । ଆରମ୍ଭ ହୋଇଛି ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା । ଆଜି ଚୈତ୍ର ଯାତ୍ରାର ପ୍ରଥମ ମଙ୍ଗଳବାର । ଆଉ ଏଥିପାଇଁ ଆଜି ସକାଳୁ ସକାଳୁ ମାଙ୍କୁ ଦର୍ଶନ କରିବା ନିମନ୍ତେ ଭକ୍ତଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି । ଚୈତ୍ର…
ଆଜି ପବିତ୍ର ଦୋଳ ପୂର୍ଣ୍ଣିମା
ଭୁବନେଶ୍ୱର: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଉତ୍ସବମୁଖର ହୋଇଛି ଗାଁଠୁ ସହର । ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ପରେ ମଙ୍ଗଳ ଆଳତି, ସୂର୍ଯ୍ୟପୂଜା ଓ…
ଆଜି ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ
ପୁରୀ: ପୁରୀରେ 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । 5T ସଚିବ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ଶ୍ରୀମନ୍ଦିର ଚାରିପାଖ ବୁଲି ଦେଖିବା ସହ ନିର୍ମାଣ ହୋଇଥିବା ସମସ୍ତ କାର୍ଯ୍ୟକୁ ଯାଞ୍ଚ କରିଛନ୍ତି ।
ସେ ଶ୍ରୀମନ୍ଦିର ଯାଇ…
ଆଜି ମହାଶିବରାତ୍ରି
ଭୁବନେଶ୍ବର: ଆଜି ମହାଶିବରାତ୍ରି। ଏହି ଉପଲକ୍ଷେ ସାରା ରାଜ୍ୟର ପ୍ରମୁଖ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ ଶୈବ ପୀଠ ହୁମା…
ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ
ଆସନ୍ତାକାଲି ମହାଶିବରାତ୍ରୀ । ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ । ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଓ ଆଖପାଖ ଅଞ୍ଚଳକୁ ସଜାଇବାକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ସିଂହଦ୍ବାରକୁ ଅଧିକ ଆକର୍ଷଣୀୟ କରିବାକୁ ବଡ଼ ଯୋଜନା କରାଯାଇଛି। ମନ୍ଦିର ରଙ୍ଗ କାମ ସରିଛି ।…
ନିଜର ସରଳ ଜୀବନ ଶୈଳୀକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ
ଦିଲ୍ଲୀରେ ମାଟି ଘର ତିଆରି କରି ପୁଣି ଥରେ ନିଜର ସରଳ ଜୀବନ ଶୈଳୀକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ନିଜ ସରକାରୀ କ୍ୱାଟରରେ ମାଟି ଘର କରୁଛନ୍ତି । ସେ କହିଛନ୍ତି, ମାଟିରେ ଜୀବନର ସ୍ପନ୍ଦନ ରହିଛି । କୋଠା ଘର ଅପେକ୍ଷା ମାଟି ଘର ଜୀବନ୍ତ ଲାଗେ । କ୍ୱାର୍ଟରରେ ତାଙ୍କର…