Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Culture
ମହାପ୍ରଭୁଙ୍କୁ କରାଯିବ ଚିତାଲାଗି, ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ: ଆଜି ଚିତାଲାଗି ଅମାବାସ୍ୟା । ମହାପ୍ରଭୁ ଜଗନ୍ନାଥଙ୍କୁ ହୀରା, ଶ୍ରୀବଳଭଦ୍ରଙ୍କୁ ମାଣିକ୍ୟ ଓ ଦେବୀ ସୁଭଦ୍ରାଙ୍କୁ ଲୀଳା ଖଚିତ ସୁବର୍ଣ୍ଣଚିତା ପରମ୍ପରା ଅନୁସାରେ ଲାଗି କରାଯିବ । ଏହା ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ପରେ ଆପାତଃ ଦିନ 2ଟାରୁ ସନ୍ଧ୍ୟା…
ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ରଥ
ପୁରୀ : ଆଜି ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ରଥ । ଗତକାଲି ଶରଧାବାଲିରେ ତାଳଧ୍ବଜ ରଥ ଲାଗିଥିବା ବେଳେ, ଆଜି ପହଞ୍ଚିଛି ଦର୍ପଦଳନ ଓ ନନ୍ଦିଘୋଷ ରଥ । ଗତକାଲି ଅଧାବାଟରେ ରହିଥିଲା ଦେବୀ ସୁଭଦ୍ରା ଓ ଜଗନ୍ନାଥଙ୍କ ରଥ । ଆଜି ସକାଳୁ ସମସ୍ତ ନୀତିକାନ୍ତି ପରେ ପୁଣି ଆରମ୍ଭ ହୋଇଥିଲା…
ଗଡିଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ
ବଡଦାଣ୍ଡେ ଗଡିଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ଘଣ୍ଟାଘଣ୍ଟ ଧ୍ୱନିରେ ଗଗନପବନ ପ୍ରକମ୍ପିତ । ହରିବୋଲ, ହୁଳହୁଳିରେ କମ୍ପୁଛି ଚତୁର୍ଦ୍ଦିଗ । ଜଗାର ରଥକୁ ଟାଣି ନେଉଛନ୍ତି ଲକ୍ଷଲକ୍ଷ ଭକ୍ତ । ଆଗରେ ବଡ ଭାଇ ଭଳଭଦ୍ର ପରେ ଭଉଣୀ ସୁଭଦ୍ରା ବାହାରିବା ପରେ ଏବେ ପଛରେ ମାଡିଚାଲିଛି…
ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ବଜ
ପୁରୀ: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନ୍ୟତମ ଆକର୍ଷଣ ‘ରଥଟଣା’ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପ୍ରଶାସନ ପକ୍ଷରୁ ରଥଟଣା କାମ ଆରମ୍ଭ ହେବାକୁ ଥିବା ବେଳେ, ନୀତିନିର୍ଘଣ୍ଟ ଆଗୁଆ ଶେଷ ହୋଇଯାଇଥିବାରୁ ଅପରାହ୍ଣ ୩ଟା ୪ ମିନିଟରେ ରଥଟଣା ଆରମ୍ଭ ହୋଇଯାଇଛି। ଭକ୍ତମାନେ ପ୍ରଥମେ ବଳଭଦ୍ରଙ୍କ…
ରଥଯାତ୍ରାରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ୪୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ
ପୁରୀ: ମଙ୍ଗଳବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହେବ । ତେବେ କେମିତି ପୁରୀରେ ଟ୍ରାଫିକ ନିୟନ୍ତ୍ରଣ ସୁରୁଖୁରୁରେ ହେବ ସେନେଇ ସୁବ୍ୟବସ୍ଥା କରାଯାଇଛି । ଟ୍ରାଫିକ ନିୟନ୍ତ୍ରଣ ପାଇଁ ୪୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ମୋଟ୍ ୨୪ଟି ସ୍ଥାନରେ ହୋଇଛି…
ଦର୍ପଦଳନ ରଥର ଅଖରେ ଫାଟ
ପୁରୀ: ବଦଳିବନି ଦର୍ପଦଳନ ରଥର ଅଖ । ଅଖରେ ସେଭଳି କୌଣସି ଗୁରୁତର ଫାଟ ହୋଇନି । ବୈଷୟିକ କମିଟି ଦ୍ବାରା ଚକ ଓ ଅଖ ଯାଞ୍ଚ ପରେ ଏନେଇ ସ୍ପଷ୍ଟ ହୋଇଛି । ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଲାଗିବ ୟୁ କ୍ଲାମ୍ପ । ଏନେଇ ସୂଚନା ଦେଇଛନ୍ତି ବୈଷୟିକ କମିଟି ଅଧ୍ୟକ୍ଷ ଏନ.ସି ପାଲ । ବୈଠକରେ…
ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି
ପୁରୀ:ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା । ମହାପ୍ରଭୁ ଜ୍ବରରୁ ସୁସ୍ଥ ହେବା ପରେ ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି ଥିଲା। ଏହି ଅବସରରେ ମହାପ୍ରଭୁଙ୍କୁ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯାଇଛି । ଏଥିପାଇଁ ପାଟଡୋର, ଖଳି ପ୍ରସାଦ ଓ ଖଡି ପ୍ରସାଦ ଲାଗି ହୋଇଛି । ଅଣସର ଘରେ…
ସୁସ୍ଥ ହେଲେ ଠାକୁର, ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ: ଗହଳି ଜମିଲାଣି
ପୁରୀ:ସ୍ନାନପୂର୍ଣ୍ଣିମା ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ବରରେ ପୀଡ଼ିତ ଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି । ଦଶମୀରେ ଚକାବିଜେ ଅନୁଷ୍ଠିତ ହୋଇଥିବାବେଳେ ରାଜବୈଦ୍ୟଙ୍କ ପ୍ରସ୍ତୁତ ଦଶମୂଳ ଔଷଧ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ମହାବାହୁ । ଶ୍ରୀଜିଉ ସୁସ୍ଥ ହେବାର ସମାଚାର ନେଇ…
ଅଯୋଧ୍ୟା ଦୀପୋତ୍ସବରେ ଏଥର ୨୧ ଲକ୍ଷ ଦୀପ ଜଳାଯିବ
ନୂଆଦିଲ୍ଲୀ:ଅଯୋଧ୍ୟା ଦୀପୋତ୍ସବରେ ଏଥର ୨୧ ଲକ୍ଷ ଦୀପ ଜଳାଯିବ । ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ମୋଦି ସରକାରଙ୍କ ୯ ବର୍ଷ ପୂରଣ ହେବା ଉପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟାରେ ମହା-ଜନସମ୍ପର୍କ ଅଭିଯାନ ଅନ୍ତର୍ଗତ ଆୟୋଜିତ ‘ଜନସଭା’କୁ ସମ୍ବୋଧିତ କରି ଏକଥା…
ଅଣସର ଏକାଦଶୀ ତିଥିରେ ଖଳି ପ୍ରସାଦ ଶ୍ରୀମନ୍ଦିରକୁ ବିଜେ କରିବ
ଅଣସର ଘରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଆଜି ଅଣସର ଏକାଦଶୀ ତିଥିରେ ସୁଧ ସୁଆରଙ୍କ ଘରୁ ଖଳି ପ୍ରସାଦ ଶ୍ରୀମନ୍ଦିରକୁ ବିଜେ କରିବ । ମଧ୍ୟାନ୍ନ ଧୂପ ପରେ ଦଇତାପତି ସେବକଙ୍କ ଦ୍ୱାରା ମହାପ୍ରଭୁଙ୍କୁ ଲାଗି କରିବାର ବିଧି ରହିଛି । ଏହା ପରେ ବାହାର ସର୍ବାଙ୍ଗ ବେଶ କରାଯିବ । ସେପଟେ…